ଭୟଙ୍କର ଆନ୍ଦୋଳନ: ଲୋୟର ପିଏମଜିରେ ଲାଠିଚାର୍ଜ, ସେପଟୁ ପଥର ମାଡ କଲା କଂଗ୍ରେସ

ଭୁବନେଶ୍ୱର,୨୭।୩: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ । ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ କରୁଛନ୍ତି କଂଗ୍ରେସ କର୍ମୀ । ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପୋଲିସ ଛାଉଣୀ ହୋଇଛି । ଧସ୍ତାଧସ୍ତିରେ କିଛି ପୋଲିସକର୍ମୀ ଆହତ ହୋଇଥିବା ସୂଚନା ମିଳିଛି ।

ଏହି ସମୟରେ କଂଗ୍ରେସ କର୍ମୀଙ୍କୁ ପୋଲିସ ଲାଠିଚାର୍ଜ କରିଛି। ବ୍ୟାରିକେଡ ଭାଙ୍ଗିବା ବେଳେ ଲାଠିଚାର୍ଜ ହୋଇଛି। ଲାଠିଚାର୍ଜବେଳେ ଚେୟାର ଫୋପାଡ଼ିଛନ୍ତି କଂଗ୍ରେସ କର୍ମୀ। ପୋଲିସ ଉପରକୁ ଟେକାପଥର ଓ ଟମାଟୋ ମାଡ଼ କରିଛି କଂଗ୍ରେସ। ପୋଲିସର ଶେଷ B ବ୍ୟାରିକେଡ ଭାଙ୍ଗିବାକୁ କଂଗ୍ରେସ ଚେଷ୍ଟା କରିଛି। ଯାହାଦ୍ୱାରା ବିଧାନସଭା ଘେରାଉ କରିପାରିବ।

Image

ଲୋୟର ପିଏମଜିରେ ମୁହାଁମୁହିଁ ହେଲେ ପୋଲିସ ଓ କଂଗ୍ରେସ କର୍ମୀ । ପରିସ୍ଥିତି ଅଣାୟତ୍ତ ହେବାରୁ ଲାଠିଚାର୍ଜ କଲା ପୋଲିସ । ପୋଲିସ ଉପରକୁ କଂଗ୍ରେସକର୍ମୀଙ୍କୁ ପଥରମାଡ଼ । ଚେୟାର ସହ ବୋତଲ ଫିଙ୍ଗିଲେ କର୍ମୀ । ଲୋୟର ପିଏମଜିରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । କଂଗ୍ରେସ କର୍ମୀଙ୍କୁ ଘଉଡ଼ାଇବାକୁ ପାଣିମାଡ଼ କରୁଛି ପୋଲିସ ।  ପୋଲିସ୍‌ଙ୍କ ଉପରକୁ  କର୍ମୀ ଫିଙ୍ଗିଲେ ଢ଼େଲା ଏବଂ ଚେୟାର ।


Enter your email to get our daily news in your inbox.

All Right Reserved By Dharitri.Com

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

୧୨ ମାର୍ଚ୍ଚରେ ଯୁଦ୍ଧକୁ ନେଇ ବଡ଼ ଘୋଷଣା କରିବେ ଟ୍ରମ୍ପ! ୩ୟ ବିଶ୍ୱଯୁଦ୍ଧ ନେଇ…

ଓ଼୍ବାଶିଂଟନ୍‌,୭।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗତ ବର୍ଷ ୧୨ ଦିନିଆ ଯୁଦ୍ଧ ସମୟରେ “ବିନା ସର୍ତ୍ତରେ ଆତ୍ମସମର୍ପଣ” ବାକ୍ୟାଂଶ ପୋଷ୍ଟ କରିଥିଲେ, ଯାହା ମାତ୍ର ଛଅ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri