ଦେଶର ଅପମାନ କରିନାହିଁ, ଭାରତୀୟ ବୋଲି ମୁଁ ଗର୍ବ କରେ: ବୀର୍‌ ଦାସ

ବମ୍ବେ: ବିବାଦରେ ଅଭିନେତା ତଥା ଷ୍ଟାଣ୍ଡ ଅପ୍‌ କମେଡିଆନ୍‌ ବୀର ଦାସ। ଓ୍ବାଶିଂଟନ ଡିସିରେ ‘ଜନ୍‌ ଏଫ୍‌ କୈନେଡି ସେଣ୍ଟର ଫର୍‌ ଦ ପରଫର୍ମିଂ ଆଟ୍ସ’ରେ ନିଜର ପର୍‌ଫର୍ମାନ୍ସରେ ଭାରତୀୟଙ୍କ ଦୋମୁହାଁ ଚରିତ୍ର ବିଷୟରେ କହିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ବୀରଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଚାରିଆଡୁ ଟ୍ରୋଲିଂର ଶିକାର ହେବା ପରେ ଏବେ ସେ ନେଇ ସଫେଇ ଦେଇଛନ୍ତି।

ସୋସିଆଲ ମିଡିଆରେ ପୋଷ୍ଟ ଲେଖି ବୀର୍‌ କହିଛନ୍ତି, ମୋର ଉଦ୍ଦେଶ୍ୟ ଦେଶର ଅପମାନ କରିବା ନ ଥିଲା। ଏ ସବୁ ଘଟଣା ସତ୍ତ୍ୱେ ଆମ ଦେଶ ମହାନ ଥିଲା ବୋଲି ମନେପକାଇବାକୁ ଚାହୁଁଥିଲି। ମୁଁ ଗୋଟିଏ ବିଷୟରେ ଭିନ୍ନ ଭିନ୍ନ ବିଚାରଧାରାର ଲୋକଙ୍କ ବିଷୟରେ କହିଥିଲି। ଏହା କୌଣସି ରହସ୍ୟ ନୁହେଁ। ଏହା ସମସ୍ତେ ଜାଣିଛନ୍ତି। ଲୋକମାନେ ଭାରତକୁ ଭଲ ପାଇବା ଦୃଷ୍ଟିରେ ଦେଖିଥାନ୍ତି, ଘୃଣାରେ ନୁହେଁ। ସେମାନେ ଭାରତୀୟଙ୍କ ପାଇଁ ତାଳି ବଜାଇଥାନ୍ତି, ତାଙ୍କର ଇଜ୍ଜତ କରିଥାନ୍ତି। ମୁଁ ମୋ ଦେଶକୁ ନେଇ ଗର୍ବ କରେ। ଏହି ଗର୍ବ ସହ ମୁଁ ମୋ ଜୀବନ ଜିଇଁଥାଏ ବୋଲି ସେ କହିଛନ୍ତି। ଏହାଛଡ଼ା ବୀର ନିଜ ପ୍ରଶଂସକଙ୍କୁ ଛୋଟ ଛୋଟ ଭିଡିଓ ଦେଖି ବେଶି କିଛି ନ ଭାବିବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ଆଉ ଏକ ଝଟକା….ପୁଣି ଥରେ ବଢ଼ିଲା CNG ଦର, ୧୨ ଦିନ ମଧ୍ୟରେ ଚତୁର୍ଥ ଥର ପାଇଁ ବୃଦ୍ଧି

ନୂଆଦିଲ୍ଲୀ,୨୬।୫:  ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ସହିତ ଜଡ଼ିତ ସାଧାରଣ ଲୋକଙ୍କୁ ପୁଣି ମହଙ୍ଗା ମାଡ଼ । CNG ମଧ୍ୟ କ୍ରମଶଃ ମହଙ୍ଗା ହେଉଛି। ମଙ୍ଗଳବାର…

ବିଳମ୍ବିତ ରାତିରେ ପୁଣି ୨ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ପୋଲିସର ଏନ୍‌କାଉଣ୍ଟର

ଵ୍ରହ୍ମପୁର, ୨୬।୫:(ସୁବାସ ଚନ୍ଦ୍ର ପାଢ଼ୀ): ଆଉ ଅପରାଧୀଙ୍କୁ ତ୍ରାହି ନାହିଁ । ଵ୍ରହ୍ମପୁର ପୋଲିସ ବିଗତ କିଛି ଦିନ ହେବ ଅପରାଧୀଙ୍କୁ ଏନକାଉଣ୍ଟର ଜାରି ରଖିଛି ।…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri