ଲଳିଥା ପ୍ୟାଲେସ୍‌ରେ ବିରାଜିବେ ମା’

ଭୁବନେଶ୍ୱର,୧୯।୯(ବ୍ୟୁରୋ):ପାଖେଇ ଆସିଲାଣି ଦୁୁର୍ଗାପୂଜା। ବିରାଜମାନ କରିବେ ମା’। ଏବେ ରାଜଧାନୀ ଉତ୍ସବମୁଖର। ଦୀର୍ଘ ୨ବର୍ଷ ପରେ ବଡ଼ ଧୁମଧାମରେ ପାଳନ ହେବ ଦୁର୍ଗାପୂଜା। ଏଥିପାଇଁ ବମିଖାଲ ଦୁର୍ଗା ମଣ୍ଡପ ବେଶ୍‌ ସଜେଇ ହେଲାଣି। ଚଳିତବର୍ଷ ମହୀଶୂରର ଲଳିଥା ମହଲ ପ୍ୟାଲେସ୍‌ରେ ମନ ମୋହିବେ ମା’। ଜନ୍ମାଷ୍ଟମୀରେ ମାଟି ଅନୁକୂଳ କରାଯାଇ ମୂର୍ତ୍ତି ଓ ସାଜସଜ୍ଜା ଆରମ୍ଭ ହୋଇଗଲାଣି। ମୂର୍ତ୍ତି ଓ ମେଢ଼ର ଉଚ୍ଚତା ୨୦ଫୁଟ ରହିବ। ତୋରଣ ୭୫ଫୁଟ ଉଚ୍ଚତା ବିଶିଷ୍ଟ ହେବା ସହ ଓସାର ୧୧୦ ଫୁଟ ରହିବ। କୋଲକାତାରୁ ୩୫ଜଣ କାରିଗର ମୂର୍ତ୍ତି ତିଆରି କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଚଳିତବର୍ଷର ବଜେଟ୍‌ ୩୨ଲକ୍ଷ ରଖାଯାଇଛି। ୫ଦିନ ଧରି ମା’ଙ୍କ ପୂଜା ଉତ୍ସବ ଚାଲିବ। ଅଷ୍ଟମୀ ଦିନ ପ୍ରାୟ ୨୫୦୦ଲୋକଙ୍କୁ ପ୍ରସାଦ ବଣ୍ଟାଯିବାର ଆୟୋଜନ କରାଯାଇଛି। ପ୍ରତ୍ୟେକ ଦିନ ମା’ଙ୍କୁ ଖେଚୁଡି ଭୋଗ ଦିଆଯିବ। କେବଳ ନବମୀ ଦିନ ଦହି ପଖାଳ ଭୋଗ ଲଗାଯିବ। ଚଳିତବର୍ଷ ଭିଡ଼ର ସମ୍ଭାବନା ଅଧିକ ଥିବାରୁ ସିସି ଟିଭି, ବୟସ୍କ ଓ ଭିନ୍ନକ୍ଷମଙ୍କ ପାଇଁ ହ୍ବିଲ ଚେୟାର ବ୍ୟବସ୍ଥା କରାଯାଇଛି। ବମିଖାଲ ଗ୍ରାମରୁ ୫୦ଜଣ ଓ ୩୦ଜଣ ଘରୋଇ ସୁରକ୍ଷା କର୍ମୀ ନିୟୋଜିତ ରହିବେ। ବୌଦ୍ଧ ଜିଲାର ପାରମ୍ପରିକ ବାଦ୍ୟରେ ମା’ଙ୍କର ଭସାଣି ଅନୁଷ୍ଠିତ ହେବ। ଏଥିସହ ୫ଦିନ ପାଇଁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪(ଅସମାପିକା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୪ ମେ’ ୬ରୁ ଆରମ୍ଭ ହେବ। ସିବିଟି ମୋଡ୍‌ରେ ହେବାକୁ ଥିବା ଏହି ପରୀକ୍ଷା ମେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri