‘ପୁଷ୍ପା’ ଫିଲ୍ମ ଗୀତ ନୁହେଁ, ଏହି ଗୀତରେ ନାଚି ସମସ୍ତଙ୍କ ହୃଦୟ ଜିତିଲେ ଅଲ୍ଲୁ ଅର୍ଜୁନଙ୍କ କୁନି ଝିଅ

ଫିଲ୍ମ ‘ପୁଷ୍ପା’ର ସଫଳତା ପରେ ଅଲ୍ଲୁ ଅର୍ଜୁନ ଏବେ ସୁପରଷ୍ଟାର ହୋଇଯାଇଛନ୍ତି। ସାଧାରଣ ଯୁବକମାନଙ୍କଠାରୁ ଆରମ୍ଭ କରି କ୍ରିକେଟରଙ୍କ ପର୍ଯ୍ୟନ୍ତ ସମସ୍ତେ ତାଙ୍କ ଫିଲ୍ମକୁ ପସନ୍ଦ କରୁଛନ୍ତି। ‘ପୁଷ୍ପା’ ଫିଲ୍ମର ସଂଳାପ, ଗୀତ ଏବଂ ଅଲୁ ଅର୍ଜୁନଙ୍କ ଡ୍ୟାନ୍ସ ଶୈଳୀକୁ ନେଇ ଲକ୍ଷ ଲକ୍ଷ ରିଲ ତିଆରି କରାଯାଇଛି। କିନ୍ତୁ ଏବେ ‘କଚା ବାଦାମ’ ଗୀତ ମଧ୍ୟ ଭାଇରାଲ ହେବାରେ ଲାଗିଛି। କେବଳ ଦେଶ ନୁହେଁ, ଅନେକ ବିଦେଶୀ ମଧ୍ୟ ଏହି ଗୀତରେ ରିଲ୍‌ କରୁଥିବାର ଦେଖାଯାଇଛି। ଏବେ ଅଲୁ ଅର୍ଜୁନଙ୍କ ଝିଅ ଆରାହ ମଧ୍ୟ ଏହି ଗୀତରେ ନୃତ୍ୟ କରିଛନ୍ତି। ଏହାର ଭିଡିଓ ଅଲୁ ଅର୍ଜୁନ ନିଜେ ରେକର୍ଡ କରିଛନ୍ତି ଏବଂ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏବେ ଏହା ଭାଇରାଲ ହେବାରେ ଲାଗିଛି। ଆରାହଙ୍କ ଏହି ଭିଡିଓକୁ ୨୪ ଘଣ୍ଟା ମଧ୍ୟରେ ୨ ମିଲିୟନରୁ ଅଧିକ ଲୋକ ଦେଖିସାରିଛନ୍ତି। ସମସ୍ତେ ତାଙ୍କ ହସକୁ ପ୍ରଶଂସା କରୁଛନ୍ତ୨୨ ହଜାର କମେଣ୍ଟ ମଧ୍ୟ ଆସିଛି। ଭିଡିଓ ଶେୟାର କରି ଅଲୁ ଅର୍ଜୁନ କ୍ୟାପସନରେ ଲେଖିଛନ୍ତି, ମୋ ଛୋଟ ବାଦାମ ଆରହା …’।
ଆରହାଙ୍କୁ ଗୁନାସେଖରଙ୍କ ନିର୍ଦ୍ଦେଶିତ ସାମନ୍ଥାରୁଥ୍‌ ପ୍ରଭୁଙ୍କ ଅଭିନୀତ ଫିଲ୍ମ ‘ଶକୁନ୍ତଲାମ’ରେ ଦେଖିବାକୁ ମିଳିବ। ୫ ବର୍ଷୀୟା ଆରହା ତାଙ୍କର ପ୍ରଥମ ଫିଲ୍ମ ‘ଶକୁନ୍ତଲାମ’ରେ ପ୍ରିନ୍ସ ଭାରତ ଭୂମିକାରେ ଅଭିନୟ କରିବେ।

 

View this post on Instagram

 

A post shared by Allu Arjun (@alluarjunonline)


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri