ଭାଜପାରେ ସାମିଲ ହେଲେ କାରଖାନା ଭାଉଜ

ଭୁବନେଶ୍ୱର,୧୫।୪: ରାଜଧାନୀ ଭୁବନେଶ୍ୱରରେ କାର୍‌ରେ ଖାଦ୍ୟ ବିକି ଚର୍ଚ୍ଚାକୁ ଆସିଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ ସୋମବାର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାର ମିଶ୍ରଣ ପର୍ବରେ ଏହି ଦୁଇ ଯା’ ଭାଜପାର ସଦସ୍ୟତା ହାସଲ କରିଥିଲେ। ଏହି ସମୟରେ ଭାଜପା ଏମ୍‌ପି ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ଦାସ, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
କାରଖାନା ବେଶ କିଛି ମାସ ହେଲାଣି ଲୋକଙ୍କର ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ଭୁବନେଶ୍ୱର ବି.ଏମ.ସି କାର୍ଯ୍ୟାଳୟ ତରଫରୁ ମଧ୍ୟ ଉକ୍ତ ମହିଳାଙ୍କ ଦୋକାନକୁ ବାରମ୍ବାର ବନ୍ଦ କରିବା ପାଇଁ ଚାପ ପକାଯାଉଛି। ଏହାସତ୍ତ୍ୱେ ଏହି ୨ ଯା’ ହାର ନ ମାନି ଲୋକଙ୍କୁ ଖାଦ୍ୟ ଯୋଗାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?