Posted inଫୁରସତ

ଜେଜେ ବୟସର ବ୍ୟକ୍ତିଙ୍କ ସହ ହେଲା ପ୍ରେମ: ଭିଡିଓ ଶେୟାର କରି ଏପରି କହିଲେ ଯୁବତୀ, ଥରେ ଶୁଣିଲେ… 

ବର୍ତ୍ତମାନ  ସମୟରେ ଯେ କେହି ରାତାରାତି ଭାଇରାଲ ହେବାକୁ ସର୍ବଦା ଚେଷ୍ଟା  ଚଲାଇଛନ୍ତି। ଏ ନେଇ ଇନ୍‌ଷ୍ଟାଗ୍ରାମ୍‌ ରିଲ୍‌ରେ ସେମାନେ ସମ୍ପର୍କ ଯୋଡ଼ି ସେସବୁକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି।  ଯେପରି କି ଜେଜେ ବାପା ବୟସର  ଲୋକଙ୍କୁ କେହି କେହି ସ୍ବାମୀ କହିବାକୁ ପଛାଉ ନ ଥିବା ବେଳେ  ଜେଜେ ମା’ ବୟସର ମହିଳାଙ୍କୁ ସ୍ତ୍ରୀ କହିବାକୁ ପଛାଉ ନାହାନ୍ତି। ଏପରି  ଭିଡିଓକୁ  ଅଧିକ ଲାଇକ୍‌ କମେଣ୍ଟ ଶେୟାର ଯାଉଥିବାରୁ ଭିଡିଓ ଭାଇରାଲ ହେଉଛି ବୋଲି କୁହାଯାଉଛି।
ତେବେ ବର୍ତ୍ତମାନ ସେଭଳି ଏକ ଭିଡିଓ ଭାଇରାଲ ହେଉଛି । ଯାହା କ୍ୟୁଟି  ଗୁଡି କୁମାରୀଙ୍କ ଆକାଉଣ୍ଟରୁ ପୋଷ୍ଟ କରାଯାଇଛି।  ଯେଉଁଥିରେ ଜଣେ ଯୁବତୀ ୬୦ କିମ୍ବା ୭୦ ବର୍ଷର ବୃଦ୍ଧଙ୍କୁ  ନିଜ ସ୍ବାମୀ କହିବା ସହିତ କେଉଁ ଏହା ଜନ୍ମର ପୁଣ୍ୟ ଫଳ ବୋଲି କହିଛନ୍ତି।  ତେବେ  ଯୁବତୀ ଜଣଙ୍କ ଏତେ ଖୁସିଥିବାରୁ ଏହି ଭିଡିଓ ମନୋରଞ୍ଜନ ଉଦ୍ଦେଶ୍ୟରେ  କରାଯାଇଥିବା କୁହାଯାଉଛି। ତେବେ ପୂର୍ବରୁ  ଏଭଳି ଅନେକ ଭିଡିଓ ଭାଇରାଲ ହୋଇଛି।

 

View this post on Instagram

 

A post shared by Guddi3 (@cuty_guddi_kumari_9011)


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri