Posted inରାଜ୍ୟ

ଆର.ଏମ୍‍.ଆର.ସି.ରେ ଏଚ୍‍ଆଇଭି ସଂକ୍ରମିତଙ୍କ ଭାଇରାଲ ଲୋଡ ପରୀକ୍ଷା କରାଯିବ

ଭୁବନେଶ୍ୱର,୯ା୧୨: ଏଣିକି ରାଜ୍ୟରେ ଏଚ୍‍ଆଇଭି-ଏଡ୍‍ସ୍‍ ସଂକ୍ରମିତଙ୍କ ଭୂତାଣୁ (ଭାଇରାଲ୍‍ ଲୋଡ) ପରୀକ୍ଷା କରାଯିବ । ରାଜଧାନୀ ଭୁବନେଶ୍ୱରସ୍ଥିତ ଆଇ.ସି.ଏମ୍‍.ଆର.-ଆର.ଏମ୍‍.ଆର.ସିର ଅତ୍ୟାଧୁନିକ କୋବାସ୍‍ ଲ୍ୟାବ୍‍ରେ ଏହି ପରୀକ୍ଷା କରାଯିବ । ଏ ନେଇ ଓକାକସ୍‍ ଓ ଆର.ଏମ୍‍.ଆର.ସି ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।

ଏଚ୍‍ଆଇଭି ସଂକ୍ରମିତ ବା ଏଡ୍‍ସ୍‍ ରୋଗୀଙ୍କ ଶରୀରରେ ଭୂତାଣୁ ସଂକ୍ରମଣ କେତେ ରହିଛି ତାହା ଜାଣିବା ପାଇଁ ଭାଇରାଲ୍‍ ଲୋଡ୍‍ ପରୀକ୍ଷା କରାଯାଇଥାଏ । ପୂର୍ବରୁ ଏଥିପାଇଁ ରୋଗୀଙ୍କ ନମୁନା ଅନ୍ୟ ରାଜ୍ୟକୁ ପରୀକ୍ଷା ପାଇଁ ପଠାଯାଉଥିଲା । ଏଣିକି ରାଜ୍ୟର ଆର.ଏମ୍‍.ଏସ୍‍.ସି ଲାବ୍‍ରେ ଆର.ଟି.ପି.ସି.ଆର ଏଚ୍‍.ଆଇ.ଭି ୱାନ୍‍ ଭାଇରାଲ ଲୋଡ୍‍ ନମୁନାର ପରୀକ୍ଷା ଗୋଟିଏ ଦିନରେ କରାଯାଇ ରିପୋର୍ଟ ମିଳିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶିକାର କରିବାକୁ ଘରୁ ଡାକିନେଲେ ସାଥୀ, ଜଙ୍ଗଲରେ ମୋ’ ସ୍ବାମୀଙ୍କୁ ଗୁଳିକରି ମାରିଥିବା ଅଭିଯୋଗ ଆଣି ସ୍ତ୍ରୀ କହିଲେ…

ତୁମୁଡ଼ିବନ୍ଧ,୨ା୫(ଦୀପକ କୁମାର ପରାସେଠ୍‌): ଶିକାର କରିବାକୁ ଯାଇ ଶବ ପଲଟିଲେ। ସାଥୀ ଶିକାରୀଙ୍କ ଗୁଳିରେ ଚାଲିଗଲା ଜୀବନ। ଘରୁ ଡାକି ନେଇ ଗୁଳିକରି ହତ୍ୟା କରିଛନ୍ତି ବୋଲି…

ଜିତୁ ମୁଣ୍ଡା ଘଟଣା: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନବୀନ, ନିବେଦନ କରି କହିଲେ…

ଭୁବନେଶ୍ୱର,୨ା୫: କେନ୍ଦୁଝରର ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ନବୀନରେ ଚିଠିରେ…

ତରଭୁଜ ଖାଇ ୪ ଜଣଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଅପଡେଟ, ଫଳରେ ନ ଥିଲା ବିଷ ପୀଡ଼ିତଙ୍କ ଶରୀରରୁ ମିଳିଲା ଅସାଧାରଣ ପଦାର୍ଥ

ମୁମ୍ବାଇ,୨।୫: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ତରଭୁଜ ଖାଇବା ପରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଥିବା ମାମଲା ସମ୍ପର୍କରେ ଏକ ବଡ଼ ଅପଡେଟ ଆସିଛି। ସୂତ୍ର ଅନୁଯାୟୀ,…

ହିଲ୍ସ ପିନ୍ଧି ନାଚୁଥିଲେ ଅକ୍ଷୟ କୁମାର: ଆଉ ତା’ପରେ ଘଟିଲା

ବଲିଉଡ ଅଭିନେତା ଅକ୍ଷୟ କୁମାର ବର୍ତ୍ତମାନ ତାଙ୍କ ଫିଲ୍ମ ‘ଭୂତ ବଙ୍ଗଳା’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ହରର କମେଡି ଫିଲ୍ମଟି ବକ୍ସ ଅଫିସରେ ଭଲ ପ୍ରଦର୍ଶନ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ୩ ଦିନ ଧରି…

ଫୁଲବାଣୀ,୨ା୫(ରାକେଶ କୁମାର ରାଉତ): ଫୁଲବାଣୀରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଭଡ଼ାଘରୁ ସ୍ବୟଂ ଶାସିତ ମହାବିଦ୍ୟାଳୟର ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଦେଖି ଲୋକଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

US-Iran War: ଶେଷ ହେଲା ଆମେରିକା-ଇରାନ ଯୁଦ୍ଧ? US ସାଂସଦଙ୍କୁ ଚିଠି ଲେଖିଲେ ଟ୍ରମ୍ପ, ଜାଣନ୍ତୁ ଡିଲକୁ ନେଇ କ’ଣ କହିଛନ୍ତି

ଓ୍ବାଶିଂଟନ,୨।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ US ସାଂସଦମାନଙ୍କୁ ସୂଚନା ଦେଇଛନ୍ତି ଯେ ଇରାନ ବିରୁଦ୍ଧରେ ଯୁଦ୍ଧ ଶେଷ ହୋଇଛି; ତେଣୁ, ସାମରିକ କାର୍ଯ୍ୟାନୁଷ୍ଠାନ ପାଇଁ କଂଗ୍ରେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri