Posted inଫୁରସତ

୧୦୦ ବର୍ଷ ବୟସ୍କା ମହିଳା ମନାଇଲେ ୨୫ତମ ଜନ୍ମଦିନ, ଟ୍ବିଷ୍ଟ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଓକାଲୋହୋମାରେ ଜଣେ ମହିଳାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲେ ମଧ୍ୟ ବୃଦ୍ଧାଜଣଙ୍କ ତାଙ୍କର ୨୫ତମ ଜନ୍ମଦିନ ପାଳନ କରିଛନ୍ତି। ଆଜ୍ଞା ହଁ ଏହା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟି ସତ। ପ୍ରକୃତରେ ମହିଳା ଜଣକ ଅଧିବର୍ଷ ଅର୍ଥାତ୍‌ ୨୯ଫେବୃଆରୀରେ ଜନ୍ମ ହୋଇଥିଲେ ଏବଂ ଫେବୃଆରୀ ୨୯ ପ୍ରତି ଚାରି ବର୍ଷରେ ଥରେ ଆସେ। ଏହି କାରଣରୁ ବୃଦ୍ଧା ମହିଳା ଚଳିତ ବର୍ଷ ତାଙ୍କର ୨୫ ତମ ଜନ୍ମଦିନ ପାଳନ କରିଛନ୍ତି।

ମେରି ଲି ଫର୍ସିଥ ତାଙ୍କ ଜନ୍ମଦିନ ଫେବୃଆରୀ ୨୯ରେ ହିଁ ପାଳନ୍ତି। ବୃଦ୍ଧାଙ୍କ ଜନ୍ମଦିନ ପାଇଁ ଏକ ପାର୍ଟୀ ମଧ୍ୟ ଆୟୋଜିତ ହୋଇଥିଲା। ଯେଉଁଥିରେ କୁହାଯାଇଥିଲା ଯେ ସେ ସ୍କୁଲରେ ଗୀତ ଗାଇବା ଏବଂ ପିଆନୋ ବଜାଇବାକୁ ଭଲ ପାଆନ୍ତି। ଯେଉଁମାନେ ତାଙ୍କୁ ଜାଣିଥିଲେ ସେମାନେ କହିଥିଲେ ଯେ ମେରି ଏକ ଭଲ ଏବଂ ସୁଖମୟ ଜୀବନ ଅତିବାହିତ କରିଛନ୍ତି ଏବଂ ସେ ଏହି ସମ୍ମାନ ପାଇ ବହୁତ ଖୁସି ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

NITI Aayog: କ’ଣ ଏହି ନୀତି ଆୟୋଗ, କେଉଁମାନେ ହୁଅନ୍ତି ଏଥିରେ ସାମିଲ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୭।୭: ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ନୀତିି ଆୟୋଗ ବୈଠକ ଜାରି ରହିଛି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ଅଧ୍ୟକ୍ଷତା କରୁଛନ୍ତି। ଦେଶର ସମସ୍ତ...

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର...

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ...

ଜୀବନ୍ତ ଗିଳି ଦେବାକୁ ଚେଷ୍ଟା କରୁଥିଲା ଅଜଗର, ବ୍ୟକ୍ତି ଜଣଙ୍କ କଲେ ଏଭଳି, ଭିଡିଓ ଦେଖିଲେ…

ଭୋପାଳ,୨୬।୭: ମଧ୍ୟପ୍ରଦେଶର ଜବଲପୁରର କଲ୍ୟାଣପୁର ଗ୍ରାମରେ ୧୫ ଫୁଟ ଲମ୍ବର ଅଜଗର ସାପ ଆକ୍ରମଣ କରିବା ପରେ ଜଣେ ବ୍ୟକ୍ତି ମୃତ୍ୟୁ ମୁଖରୁ ରକ୍ଷା ପାଇଯାଇଛନ୍ତି।...

ଜନ୍ମନେଲେ ଅଜବ ଶିଶୁ: ରହିଛି ୨୫ ଆଙ୍ଗୁଠି

ବେଙ୍ଗାଲୁରୁ,୨୪।୭:କର୍ନାଟକର ବାଗଲକୋଟ ଜିଲାର ବନହଟ୍ଟି ଅଞ୍ଚଳର ସନ୍‌ସାଇନ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ମଙ୍ଗଳବାର ୨୫ ଆଙ୍ଗୁଠି ଥିବା ଏକ ଦୁର୍ଲଭ ଶିଶୁ ଜନ୍ମ ହୋଇଛି। ଏହି...

ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଲେ କେତେ ଟଙ୍କା ମିଳେ କ୍ଷତିପୂରଣ, ଜାଣିଲେ…

କାଠମାଣ୍ଡୁ/ନୂଆଦିଲ୍ଲୀ ,୨୪ା୭: ସୌର୍ଯ୍ୟ ଏୟାରଲାଇନ୍ସର ୯ଏନ୍‌-ଏଏମ୍‌ଇ (ସିଆରଜେ- ୨୦୦) ବିମାନ ଭାରତର ପଡ଼ୋଶୀ ଦେଶ ନେପାଳର ରାଜଧାନୀ କାଠମାଣ୍ଡୁର ତ୍ରିଭୂବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦୁର୍ଘଟଣାର ଶିକାର...

ଜୀବନରେ ‘ରିଫ୍ରେଶ’ ରହିବା ଜରୁରୀ

ପ୍ରତିବର୍ଷ ଜୁଲାଇ ମାସର ଚତୁର୍ଥ ଗୁରୁବାର ନ୍ୟାଶନାଲ୍‌ ରିଫ୍ରେଶ୍‌ମେଣ୍ଟ ଡେ’ ପାଳନ କରାଯାଏ। ଏହି ଦିନ ଲୋକମାନେ ଥଣ୍ଡା ଲେମ୍ବୁ, ବରଫଯୁକ୍ତ ଚା’, କୋଲ୍ଡ ପାନୀୟ,...

ବାପାଙ୍କୁ କୁଣ୍ଢାଇ ଧରି କାନ୍ଦିକାନ୍ଦି ଏମିତି କହିଲେ ଝିଅ: ବାପାଙ୍କ ଆଖିରେବି ରହିଲାନି ଲୁହ, ଭାଇରାଲ ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଚା’  ବିକାଳଙ୍କ  ଝିଅ ତାଙ୍କ ବାପାଙ୍କୁ କୁଣ୍ଢାଇ ଧରିି କହନ୍ତି, ପାପା,...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri