Posted inଜାତୀୟ

ଚା’ ମାଗିବାରୁ ସ୍ବାମୀଙ୍କର ଏଭଳି ଅବସ୍ଥା କଲେ ସ୍ତ୍ରୀ, ଜାଣନ୍ତୁ ପୂରା ଘଟଣା…

ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶର ବାଗପତ ଜିଲାରେ ଘଟିଥିବା ଏକି ଆଶ୍ଚର୍ଯ୍ୟଜନକ ଘଟଣା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଲୋକମାନେ ଏହି ଘଟଣାକୁ ସେମାନଙ୍କର ସୋସିଆଲ ଆକାଉଣ୍ଟ ଫେସବୁକ, ଏକ୍ସ ଏବଂ ଇନଷ୍ଟାଗ୍ରାମ ଇତ୍ୟାଦିରେ ବହୁଳ ମାତ୍ରାରେ ପୋଷ୍ଟ କରୁଛନ୍ତି । ବାସ୍ତବରେ ଜଣେ ବ୍ୟକ୍ତି ତାଙ୍କ ପତ୍ନୀଙ୍କୁ ଚା ’ପାଇଁ କହିଲେ କିନ୍ତୁ ଚା’ଦେବା ପରିବର୍ତ୍ତେ ପତ୍ନୀ ତାଙ୍କ ସ୍ବାମୀଙ୍କ ଆଖିକୁ ଛୁରିରେ ଭୁଷିଦେଇଥିଲେ। ଅନ୍ୟପକ୍ଷରେ ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ପହଞ୍ଚିବା ପୂର୍ବରୁ ଅଭିଯୁକ୍ତ ମହିଳା ଜଣଙ୍କ ଘରୁ ପଳାଇ ଯାଇଥିଲେ।

ସୂଚନାଯୋଗ୍ୟ, ବୁଧବାର ବାରାଉଲିର ରୋଡ ଷ୍ଟ୍ରିଟ -୬ରେ ରହୁଥିବା ଅଙ୍କିତ ତାଙ୍କ ପତ୍ନୀଙ୍କୁ ଚା’ ମାଗିଥିଲେ। ପତ୍ନୀ ରାଗିଯାଇ ତାଙ୍କ ସ୍ବାମୀଙ୍କ ଆଖିକୁ ଛୁରୀରେ ଆଘାତ କରିଛନ୍ତି। ଯାହା ପରେ ଅଙ୍କିତଙ୍କ ରକ୍ତସ୍ରାବ ହୋଇଥିଲା। ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଙ୍କିତ ତିନି ବର୍ଷ ପୂର୍ବେ ରମଲା ପୋଲିସ ଷ୍ଟେଶନ ଅଞ୍ଚଳର ସୁପ ଗାଁର ଜଣେ ଯୁବତୀଙ୍କୁ ବିବାହ କରିଥିଲେ। ବିବାହ ପରେ କିଛି ଦିନ ପାଇଁ ସବୁକିଛି ଠିକ୍‌ ଚାଲିଥିଲା, କିନ୍ତୁ ଗତ ଦେଢ ବର୍ଷ ଧରି ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନମାଳିନ୍ୟ ଆରମ୍ଭ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଜାହାଜ ସୁରକ୍ଷିତ ଛାଡିବାକୁ ଦୁଇଟି ସର୍ତ୍ତ ରଖିଲା ଇରାନ

ନୂଆଦିଲ୍ଲୀ,୧୬।୩: ଗଲ୍ଫ ଅଞ୍ଚଳରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଭାରତୀୟ ଜାହାଜଗୁଡ଼ିକର ସୁରକ୍ଷିତ ଯାତାୟାତ ପାଇଁ କୂଟନୈତିକ ସ୍ତରରେ ବଡ଼ ଧରଣର ଆଲୋଚନା ଆରମ୍ଭ ହୋଇଛି। ହର୍ମୁଜ…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri