Posted inଫୁରସତ

ଗୀତ ବାଜିବାରୁ ନାଚିଲା ମଇଁଷି, ଭିଡିଓ ଦେଖି ହସି ହସି ଗଡିବେ

ସୋସିଆଲ ମିଡିଆରେ ଏମିତି କିଛି ଭିଡିଓ ଭାଇରାଲ ହୁଏ, ଯାହା ଲୋକଙ୍କୁ ହସିବାର ଖୋରାକ ଯୋଗାଇଥାଏ। ନିକଟରେ ମଇଁଷିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ମଇଁଷି ବଲିଉଡ୍‌ ଫିଲ୍ମ ଗୀତରେ ନାଚୁଥିବାର ନଜର ଆସିଛି। FreeSoulSimi ନାମକ ଜଣେ ଉପଭୋକ୍ତା ଏହି ଭିଡିଓକୁ ନିଜ ଟୁଇଟରରେ ଶେୟାର କରି କହିଛନ୍ତି ଯେ, ଏହି ମଇଁଷିର ଭିଡିଓ ତାଙ୍କୁ ତାଙ୍କ ଭଉଣୀ ପଠାଇଛନ୍ତି ଏବଂ ତାଙ୍କ ଘର ନିକଟରେ କେହି ଜଣେ ମଇଁଷି ସହ ନାଚିବାକୁ ଭଲ ପାଆନ୍ତି। ଏହି ଭିଡିଓରେ ଜଣେ ମହିଳା ମଇଁଷିକୁ ନାଚିବାକୁ କହୁଛନ୍ତି ଏବଂ ସେହି ମଇଁଷିଟି ମଧ୍ୟ ସେହି ମହିଳାଙ୍କ କଥା ଶୁଣି ନାଚିବା ଆରମ୍ଭ କରୁଛି। ପ୍ରଥମେ ମହିଳା ନିଜେ ‘ଢୋଲକ ବାଜଦା’ ଗୀତ ଗାଇ ମଇଁଷି ସାମ୍ନାରେ ନାଚୁଛନ୍ତି, ତା’ପରେ ସେ ମଇଁଷିକୁ ନୃତ୍ୟ କରିବାକୁ କହୁଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି ଯେ ମଇଁଷି ମଧ୍ୟ ସେହି ମହିଳାଙ୍କ କଥା ଶୁଣି ନାଚୁଛି। ଟୁଇଟରରେ ଏହି ଭିଡିଓକୁ ଲୋକମାନେ ବହୁତ ପସନ୍ଦ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଡେଲ ନୁହନ୍ତି, ଇଲେକ୍ଟ୍ରିସିଆନ୍‌

ଗ୍ଲାସ୍‌ଗୋ: ସମାଜରେ ଏପରି କିଛି ବୃତ୍ତି ରହିଛି, ଯାହା ମହିଳାମାନଙ୍କ ପାଇଁ ଉପଯୁକ୍ତ ନୁହେଁ ବୋଲି ବିବେଚନା କରାଯାଇଥାଏ। ଜଣେ ବିଜୁଳି ମସ୍ତ୍ରି ବା ଇଲେକ୍ଟ୍ରିସିଆନ୍‌ଙ୍କର...

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ...

ମହାକାଶରୁ ଫେରିଲେ ୩ ଚାଇନା ଆଷ୍ଟ୍ରୋନଟ୍‌

ବେଜିଂ: ଚାଇନାର ୩ ମହାକାଶଚାରୀ ଗତ ୬ ମାସ ଧରି ଟିଆନ୍‌ଗୋଙ୍ଗ୍‌ ମହାକାଶ ଷ୍ଟେଶନରେ ବିତାଇବା ପରେ ସୋମବାର ସୁରକ୍ଷିତ ଭାବେ ପୃଥିବୀକୁ ଫେରି ଆସିଛନ୍ତିଛନ୍ତି।...

ସୁନାମି ସଚେତନତା ନିହାତି ଜରୁରୀ

ପ୍ରତିବର୍ଷ ନଭେମ୍ବର ୫ରେ ବିଶ୍ୱ ସୁନାମି ସଚେତନତା ଦିବସ ପାଳନ କରାଯାଏ। ସୁନାମି ବିଷୟରେ ସଚେତନତା ବୃଦ୍ଧି କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ଏହି...

ସରକାରୀ ଡାକ୍ତରଖାନାରେ ୟୁଟ୍ୟୁବ୍‌ ଦେଖି  ଇସିଜି କରୁଛନ୍ତି ଲ୍ୟାବ ଆଟେଣ୍ତାଣ୍ଟ: ଭିଡିଓ ଭାଇରାଲ ପରେ…

  ସ୍ବାସ୍ଥ୍ୟ ସେବାରେ ଅଭାବନୀୟ ଘଟଣା। ୟୁଟ୍ୟୁବ୍‌ ଦେଖି ଚାଲିଛି ରୋଗୀଙ୍କ ଚିକିତ୍ସା ।  ଡାକ୍ତର ନୁହଁନ୍ତି ଲ୍ୟାବ ଆଟେଣ୍ତାଣ୍ଟ ୟୁଟ୍ୟୁବ୍‌ ଦେଖି କରୁଛନ୍ତି ଇସିଜି...

କ୍ଷୀରଚୋରା ଗୋପୀନାଥଙ୍କ ମନ୍ଦିର ନିର୍ମାଣ ପାଇଁ ସୀତାଦେବୀଙ୍କ ଇଚ୍ଛାପତ୍ର

କୋଣାର୍କରେ ମନ୍ଦିର ନିର୍ମାଣ ସମୟରେ ଭାରତର ତଥା ଓଡ଼ିଶାର ବହୁ ବିଶିଷ୍ଟ ବ୍ୟକ୍ତି ବାସ୍ତୁଜ୍ଞାନୀ, ଶାସ୍ତ୍ରଜ୍ଞ, ସାଧୁସନ୍ଥ, ଅନୁଭବୀ ଶିଳ୍ପୀଙ୍କୁ ଗଜପତି ଲାଙ୍ଗୁଳା ନରସିଂହଦେବ ଆମନ୍ତ୍ରଣ...

ବୃହତ୍‌ ଡାଇନୋସର କଙ୍କାଳର ନିଲାମି ହେବ

ପ୍ୟାରିସ୍‌: ଆସନ୍ତା ୧୬ରେ ଫ୍ରାନ୍ସର ପ୍ୟାରିସ୍‌ରେ ବିଶ୍ୱର ସବୁଠୁ ବଡ଼ ଡାଇନୋସରଙ୍କ ମଧ୍ୟରୁ ଅନ୍ୟତମ ଭଲ୍‌କେନ୍‌ର କଙ୍କାଳର ନିଲାମ କରାଯିବ। ଏନେଇ ଫରାସୀ ଅକ୍ସନ ହାଉସ୍‌ ‘କୋଲିନ୍‌...

ଏତେ ବଡ଼ ଜିନ୍ସ !

ଜିନ୍ସର ଫ୍ୟାଶନ୍‌ କାହିଁ କେବେଠୁ ରହି ଆସିଛି। ଖାସ୍‌କରି ଯୁବପିଢିଙ୍କ ମଧ୍ୟରେ ଏହାର କ୍ରେଜ୍‌ ଅଧିକ ଥାଏ। ବହୁତ କମ୍‌ ଲୋକ ଥିବେ ଯେଉଁମାନେ କି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri