ବିରାଟ କୋହଲି-ଅନୁଷ୍କାଙ୍କ ପିଲା ବିଷୟରେ ଏମିତି କହିଥିଲେ ଶର୍ମିଲା ଟାଗୋର

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଖୁବ୍‌ଶୀଘ୍ର ମା’ବାପା ହେବାକୁ ଯାଉଛନ୍ତି। ବିରାଟ ଅନୁଷ୍କାଙ୍କ ସହ ଏକ ଫଟୋ ଶେୟାର କରି ଏହା ଜଣାଇଛନ୍ତି। ସେ କହିଛନ୍ତି, ୨୦୨୧ରେ ଆମେ ୨ରୁ ୩ ହେବାକୁ ଯାଉଛି। ଫଟୋରେ ଅନୁଷ୍କାଙ୍କୁ ବେବି ବମ୍ପ୍‌ ସହ ଦେଖିବାକୁ ମିଳୁଛି। ଅନୁଷ୍କା ମଧ୍ୟ ନିଜ ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଏହା ପରଠାରୁ ସେମାନଙ୍କୁ ପ୍ରଶଂସକଙ୍କଠାରୁ ଅଭିନନ୍ଦନ ମିଳିବା ଆରମ୍ଭ ହୋଇଯାଇଛି। ଏହାମଧ୍ୟରେ କରୀନା କପୁରଙ୍କ ଶାଶୁ ଅର୍ଥାତ୍‌ ଶର୍ମିଲା ଟାଗୋରଙ୍କ ଏକ ପୂରୁଣା ଭିଡିଓ ଏବେ ଚର୍ଚ୍ଚାକୁ ଆସିଛି। ଯେଉଁଥିରେ ସେ ଅନୁଷ୍କା-ବିରାଟଙ୍କ ପିଲା ବିଷୟରେ କହୁଥିବା ଶୁଣିବାକୁ ମିଳୁଛି।
ଶର୍ମିଲାଙ୍କ ଏହି ଭିଡିଓ ବର୍ଷେ ତଳର। ସେ କରୀନା କପୁରଙ୍କ ଶୋ’ ‘ଇଶ୍କ ଏଫ୍‌ଏମ୍‌’ରେ ନଜର ଆସୁଛନ୍ତି। ଏହି ଟକ୍‌ ଶୋ’ରେ ଶର୍ମିଲା ପଟୌଦୀ ପରିବାର ଏବଂ ଫିଲ୍ମ ଇଣ୍ଡଷ୍ଟ୍ରି ସହ ଜଡିତ ଅନେକ ବିଷୟରେ କଥା ହେଉଛନ୍ତି। ଏହାମଧ୍ୟରେ କରୀନା ତୈମୁରଙ୍କ ସହ ଜଡିତ ପ୍ରଶ୍ନ ପଚାରୁଛନ୍ତି। ଶର୍ମିଲା କହୁଛନ୍ତି, ସୋସିଆଲ ମିଡିଆ ଚିନ୍ତାର ବିଷୟ। ଏହା ପ୍ରଥମେ ତୁମକୁ ବହୁତ ଉପରକୁ ଉଠାଇଦେବ ପରେ ତଳେ ପକାଇଦେବ। କାଲି ବିରାଟ କୋହଲି-ଅନୁଷ୍କା ଶର୍ମାଙ୍କ ପିଲା ହେଲେ ତୈମୁରକୁ ଲୋକେ ଭୁଲିଯିବେ। ଏହା ପରେ କରୀନା କହୁଛନ୍ତି, ମୁଁ ଆଶା କରୁଛି ସେମିତି ହେଉ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଶୀଘ୍ର ଆଈ ହେବାକୁ ଯାଉଛନ୍ତି ନୀନା ଗୁପ୍ତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ନୀନା ଗୁପ୍ତାଙ୍କ ଘରକୁ କୁନି ଅତିଥି ଆସିବାକୁ ଆଉ ବେଶୀ ସମୟ ବାକି ନାହିଁ। ଅଭିନେତ୍ରୀଙ୍କ ଝିଅ ମାସାବା ଖୁବଶୀଘ୍ର ମା’...

ଶଳା ସଲମାନ୍‌ ନୁହେଁ, ବରଂ ଫିଲ୍ମ କରିବା ପୂର୍ବରୁ ପୋଷାକୁକୁର ସହ କଥା ହୁଅନ୍ତି ଆୟୁଷ  

ବମ୍ବେ: ବଲିଉଡର ଦବଙ୍ଗ ଖାନ୍‌ଙ୍କ ସାନ ଉଭଣୀ ଅର୍ପିତା ଖାନ୍‌ଙ୍କ ସ୍ବାମୀ ହେଉଛନ୍ତି ଆୟୁଷ ଶର୍ମା। ଖ୍ୟାତନାମା ଫିଲ୍ମନିର୍ମାତା ସଲୀମ ଖାନ୍‌ଙ୍କ ସେ ଜ୍ୱାଇଁ ହୋଇଥିବାରୁ...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ନୂଆ ରେକର୍ଡ କଲା ଅଲୁ ଅର୍ଜୁନଙ୍କ ପୁଷ୍ପା ୨, ଏହି ପ୍ଲାଟଫର୍ମକୁ ୨୭୫ କୋଟି ଟଙ୍କାରେ ବିକ୍ରୀ କଲା ଡିଜିଟାଲ୍ ରାଇଟ୍

ମୁମ୍ବାଇ: ଅଲୁ ଅର୍ଜୁନଙ୍କ ପୁଷ୍ପା ୨ ଟିଜର ଆସିବା ପରଠାରୁ ଏହା ହେଡଲାଇନରେ ରହିଛି। ଏବେ ଖବର ଆସିଛି ଯେ, ବହୁ ପ୍ରତୀକ୍ଷିତ ସୁକୁମାରଙ୍କ ନିର୍ଦ୍ଦେଶିତ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

ରାଜ କୁନ୍ଦ୍ରାଙ୍କ ୯୭.୭୯ କୋଟିର ସମ୍ପତ୍ତି ଜବତ କଲା ଇଡି, ଶିଳ୍ପାଙ୍କ ବଙ୍ଗଳା ବି ହେଲା ସିଜ୍‌

ମୁମ୍ବାଇ,୧୮।୪: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ କୁନ୍ଦ୍ରା ପୁଣି ଏକ ବଡ଼ ଅଡ଼ୁଆରେ ଫସିଛନ୍ତି। ଇଡି ତାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତିକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri