ଭାଇରାଲ ହେଉଛି ଅଭିନେତ୍ରୀଙ୍କ ବୋଲ୍ଡ ଫଟୋ

ମୁମ୍ବାଇ: ଅଭିନେତ୍ରୀ ନୁସରତ ଜାହାଁ ବ୍ୟାୟାମ କରିବା ପରେ ଥକ୍କା ହୋଇ ଏକ ସ୍କିନ୍‌ ଫିଟ୍‌ ଡ୍ରେସ୍‌ ପିନ୍ଧି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ବୋଲ୍ଡ ଦେଖାଯାଉଛନ୍ତି।

ନୁସରତ ଫଟୋଗୁଡ଼ିକୁ ଅନେକ ଲୋକଙ୍କ ସହ ଟ୍ୟାଗ୍‌ ବି କରିଛନ୍ତି। ଫଟୋ ଶେୟାର କରି ଏଥିରେ ସେ କ୍ୟାପଶନ ଲେଖିଛନ୍ତି, ‘ମୋ’ଆତ୍ମାକୁ ଜାଗ୍ରତ ହେବାକୁ ପଡ଼ିବ, ଯାହା ଫଳରେ ଏହା କିଛି ଭଲ କାମ କରିବ।’ ଏହାକୁ ସେ ବିଭିନ୍ନ ଲୋକଙ୍କୁ ଟ୍ୟାଗ୍‌ କରିଛନ୍ତି।

ନୁସରତଙ୍କ ଏହି ଫଟୋରେ ପ୍ରଶଂସକମାନେ ଫାୟାର ଏବଂ ହାର୍ଟ ଇମୋଜି ଦେଉଛନ୍ତି। ଏଥିରୁ ସ୍ପଷ୍ଟ ଯେ, ପ୍ରଶଂସକମାନେ ମଧ୍ୟ ନୁସରତଙ୍କ ବୋଲ୍ଡନେସ୍‌କୁ ପସନ୍ଦ କରିଛନ୍ତି।
ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର ହେବାର ମାତ୍ର ୧୪ ମିନିଟ୍‌ରେ ଏହା ଦୁଇ ହଜାରରୁ ଅଧିକ ଲାଇକ୍‌ ପାଇଛି। ଅନେକ ଲୋକ ଏହା ଉପରେ ମନ୍ତବ୍ୟ ମଧ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ପୂରା ହଟ୍‌। ଆଉ ଜଣେ ୟୁଜର ଲେଖିଛନ୍ତି, କି ଚାହାଣି?

ନୁସରତ ସ୍ବାମୀଙ୍କଠାରୁ ଅଲଗା ହେବା ପରେ ଏବେ ୟଶ ଦାସଗୁପ୍ତାଙ୍କୁ ସ୍ବାମୀ ପରିଚୟ ଦେଇଛନ୍ତି। ଏପରିକି ତାଙ୍କ ପୁଅର ପିତା ୟଶ ବୋଲି ସେ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

୨୦୨୭ ଆଇପିଏଲ୍‌ ଆଗୁଆ ହୋଇପାରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୮ା୬- ମେ’ ମାସର ଅତ୍ୟଧିକ ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ଲାଗି ବିସିସିଆଇ ଆଇପିଏଲ୍‌କୁ ଆଗୁଆ କରିବାକୁ ଯୋଜନା ଚଳାଇଛି। ଆସନ୍ତା ବର୍ଷଠାରୁ ପରବର୍ତ୍ତୀ ସଂସ୍କରଣ ଲାଗି ମାର୍ଚ୍ଚ…

ମ୍ୟାଚ୍‌ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ପାଖରେ ଖସିଲା ଡ୍ରୋନ

ଗୁଆଡାଲାଜାରା,୧୮ା୬: ମେକ୍ସିକୋ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ କୋରିଆର ଜାତୀୟ ଫୁଟବଲ ଦଳର ଟ୍ରେନିଂ କ୍ୟାମ୍ପ ପାଖରେ ଗୁରୁବାର ଉଡ଼ୁଥିବା ଏକ ଡ୍ରୋନକୁ ମେକ୍ସିକାନ ସାମରିକ ବାହିନୀ…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri