Posted inଫୁରସତ

ଚଳନ୍ତା ଟ୍ରେନ୍‌ରେ ଏପରି ଅଜବ କାର୍ଯ୍ୟକଲେ ଯୁବକ, ହଠାତ୍‌ ମୁଣ୍ଡ ଉଠାଇ ଚାହିଁଲେ ଯାତ୍ରୀ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ରିଲ୍‌ କରି ଭାଇରାଲ ହେବା ନିଶାରେ ଆଜିର ଯୁବପିଢ଼ି, ଏ ନେଇ ସେ ଯେକୌଣସି ସ୍ତାନରେ ଭିଡିଓ କରୁଛନ୍ତି। ବର୍ତ୍ତମାନ ଇନ୍‌ଷ୍ଟାଗ୍ରାମ୍‌ରେ ”ଗୁଲାବୀ ଶାରାରା“ ଭାଇରାଲ ହେଉଛି। ପ୍ରାୟ ସମସ୍ତେ ଏହି ଗୀତରେ ନାଚି ଭିଡିଓ କରୁଛନ୍ତି। ଚଳନ୍ତା ଟ୍ରେନ୍‌ରେ ଏହି ଅଜବ ପ୍ରକାର ନାଚର ଭିଡିଓ @mr_hobbit_ ନାମକ ଇନ୍‌ଷ୍ଟା ଆକାଉଣ୍ଟରେ ପୋଷ୍ଟ କରାଯାଇଛି।

 

View this post on Instagram

 

A post shared by Satay Dev Nishad (@mr_hobbit_)


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ…

ବାଇକ୍‌ରେ ଯାଉଥିବା ବେଳେ ଉପରେ ପଡ଼ିଲା ତାଳ ଗଛ: ଚାଲିଗଲା ଯୁବକଙ୍କ ଜୀବନ,ଖବର ପାଇ ବିଷ ପିଇଦେଲେ ସ୍ତ୍ରୀ

ଯାଜପୁର,୨।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। ଏହାର ପ୍ରଭାବରେ ବଡଚଣା ବଡ଼ବାଲିକିୁଦା ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି।  ତାଳଗଛ…

ଦେବଗଡ଼ରେ ପାସହାର ୯୬.୨୬ ପ୍ରତିଶତ: ଅଲିଶା ହେଲେ ଜିଲା ଟପର

ଦେବଗଡ଼,୨।୫(ଶେଖର ଝାଙ୍କର): ଶନିବାର ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। ଦେବଗଡ଼ ଜିଲାରେ ପାସ ହାର ୯୬.୨୬ ପ୍ରତିଶତ ରହିଛି। ଚଳିତ ବର୍ଷ ୮୬ଟି ହାଇସ୍କୁଲର ୪୦୫୧…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

ନୋ ହ୍ୟାଣ୍ଡଶେକ ନୀତି ଉପରେ ପ୍ରଥମ ଥର ମୁହଁ ଖୋଲିଲେ ପାକିସ୍ତାନ ଅଧିନାୟକ ଆଘା

ଇସଲାମାବାଦ,୨ା୫: ଗତ ବର୍ଷ ଏସିଆ କପ୍‌ ବେଳେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଦଳ ଆପଣେଇଥିବା ନୋ ହ୍ୟାଣ୍ଡଶେକ ନୀତି ଏବେ ବି ପ୍ରଶଂସକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri