Posted inଫୁରସତ

ଟ୍ରେନ୍‌ରେ ଯୁବତୀଙ୍କୁ ନାଚୁଥିବା ଦେଖି ଖାକିପୋଷାକରେ ଥିବା ଭୁଲିଗଲେ  ପୋଲିସ ବାବୁ , ପରେ ଯାହା କଲେ…

ବର୍ତ୍ତମାନ ସମସ୍ତେ ରିଲ୍‌ ନିଶାରେ ପାଗଳ। ଆଜିର ଯୁବପିଢ଼ି ରିଲ୍‌ ପାଇଁ  ଯେକୌଣସି ସ୍ଥାନକୁ ବାଛି ଦେଉଛନ୍ତି। ତାହା ବିପଦପୂର୍ଣ୍ଣ ସ୍ଥାନ ହେଉ ଅବା ଦିଲ୍ଲୀ ମେଟ୍ରୋ ଟ୍ରେନ୍‌ ସବୁଠି ରିଲ୍‌ର ଝଲକ ଦେଖିବାକୁ ମିଳୁଛି। ତେବେ ବର୍ତ୍ତମାନ ଏକ ଲୋକାଲ ଟ୍ରେନ୍‌ର ଭିଡିଓ ଭାଇରାଲ ହେଉଛି।
ଭିଡିଓରେ  ଜଣେ ଯୁବତୀଙ୍କୁ ଟ୍ରେନ୍‌ରେ ନାଚୁଥିବା ଦେଖିବାକୁ  ମିଳୁଛି।  ଯୁବତୀ ଜଣଙ୍କ  ଯେଉଁ ସମୟରେ ଅନୁଭବ କଲେ ତାଙ୍କ ପଛରେ ପୋଲିସ ଛିଡା ହୋଇଛି। ସେ ଦ୍ୱିଧାବୋଧ କରିବାକୁ ଲାଗିଲେ । ମତ୍ର  କିଛି କ୍ଷଣ ପରେ ସେ ନାଚିବା ଆରମ୍ଭ କଲେ ।
ପରବର୍ତ୍ତୀ ମୁହୂର୍ତ୍ତରେ ପୋଲିସ  ଜଣଙ୍କ ଖାକି ପୋଷାକରେ ଥିବା ଭୁଲିଯାଇ ନାଚିବାକୁ ଲାଗିଲେ। ଏହି ଭିଡିଓ ଭାଇରାଲ ପରେ ଅନେକ ୟୁଜର୍ସ ପ୍ରତିକ୍ରିୟା ଦେଇଛନ୍ତି। କେତେଜଣ କହିଛନ୍ତି, ଯେଉଁମାନେ ଏପରି ଲୋକଙ୍କୁ ଅଟକାଇବା ଆବଶ୍ୟକ  ସେମାନେ ନିଜେ ନାଚୁଛନ୍ତି ।
ଡିସେମ୍ବର ୮ରେ ଏକ୍ସରେ @Vivekspeaks_ନାମକ ଆକାଉଣ୍ଟରୁ  ଏହି ଭିଡିଓ ପୋଷ୍ଟ କରାଯାଇଛି।

https://twitter.com/Vivekspeaks_/status/1733059647979114524?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1733059647979114524%7Ctwgr%5E2e500d0372e96d5ee98a3ed20a1979f956eb85a5%7Ctwcon%5Es1_&ref_url=https%3A%2F%2Fnavbharattimes.indiatimes.com%2Fviral%2Ftrending%2Fladki-ka-dance-video-girl-danced-in-local-train-front-of-policeman-video-goes-viral%2Farticleshow%2F105862561.cms

 


Enter your email to get our daily news in your inbox.

All Right Reserved By Dharitri.Com

Read more

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲା ଡହ ଜଳସମ୍ପଦ ବିଭାଗ ଏସଡିଓ ପଞ୍ଚୁ ବେହେରାଙ୍କୁ ଶୁକ୍ରବାର ଗିରଫ କରିଛି ଭିଜିଲାନ୍ସ ବିଭାଗ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

ରାମନବମୀରେ ବିରଳ ସଂଯୋଗ, ଏହି ୩ ରାଶିର ଖୋଲିବ ଭାଗ୍ୟ

୨୭ ମାର୍ଚ୍ଚ ୨୦୨୬, ପ୍ରେମ ଏବଂ ସମ୍ପର୍କ ଦୃଷ୍ଟିରୁ ବିଶେଷ ଦିନ ହେବାକୁ ଯାଉଛି । ଆଜି ସାରା ଦେଶରେ ରାମନବମୀ ପାଳନ ହେଉଥିବା ବେଳେ ଅନେକ…

ପ୍ରଭୁ ରାମଙ୍କ ସୂର୍ଯ୍ୟାଭିଷେକ: ଦେଖିବାକୁ ପ୍ରବଳ ଭିଡ଼

ନୂଆଦିଲ୍ଲୀ,୨୭।୩: ରାମ ନବମୀ ଅବସରରେ ଅଯୋଧ୍ୟାରେ ଭକ୍ତଙ୍କ ସୁଅ ଛୁଟିଛି। ସକାଳୁ ସକାଳୁ ପ୍ରଭୁ ରାମଙ୍କୁ ସ୍ନାନ କରାଯାଇଥିଲା ଏବଂ ଆକର୍ଷଣୀୟ ପୋଷାକ ପିନ୍ଧି ସଜ୍ଜିତ କରାଯାଇଥିଲା।…

କ୍ଲାସ୍‌ରୁମ୍‌ରେ ଛାତ୍ରୀଙ୍କୁ ପ୍ରେମ ନିବେଦନ କଲେ ପ୍ରଫେସର, ତା’ପରେ ଯାହା ଘଟିଲା… କ୍ୟାମ୍ପସରେ ହଇଚଇ

ବେଙ୍ଗାଲୁରୁ,୨୭।୩: ବେଙ୍ଗାଲୁରୁ ଗ୍ରାମୀଣ ଜିଲାର ଟି. ବେଗୁରରେ ଥିବା ଶ୍ରୀ ସିଦ୍ଧାର୍ଥ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ ଆଣ୍ଡ ରିସର୍ଚ୍ଚ ସେଣ୍ଟରରେ ବୁଧବାର ଏକ ଅଜବ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri