Posted inଫୁରସତ

Viral Video: ବିମାନ ଭିତରେ ଏୟାର ହୋଷ୍ଟେସ କଲେ ଏପରି କିଛି କାର୍ଯ୍ୟ, ଲୋକମାନେ ଭିଡିଓକୁ ଦେଖୁଛନ୍ତି ବାରମ୍ବାର

ଆଜିକାଲି ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେବାରେ ଲାଗିଛି। କିଛି ଲୋକ ଭୁଲରେ ଏପରି କିଛି କାର୍ଯ୍ୟ କରନ୍ତି ତାହା ସୋସିଆଲ ମିଡିଆରେ ଭାଇରାଲ ହୋଇଯାଏ। କିଛି ଲୋକ ଭାଇରାଲ ହେବା ପାଇଁ ଅଜବ କାର୍ଯ୍ୟ କରନ୍ତି। ଆଜିକାଲି ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି। ଭିଡିଓରେ ଜଣେ ଏୟାର ହୋଷ୍ଟେସ ବିମାନରେ ଏପରି କାର୍ଯ୍ୟ କରିଛନ୍ତି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଲୋକମାନେ ଏହି ଭିଡିଓକୁ ବାରମ୍ବାର ଦେଖୁଛନ୍ତି।
ଏହି ଭିଡିଓରେ ଜଣେ ଏୟାର ହୋଷ୍ଟେସ ଦୁଇଟି ସିଟ ମଧ୍ୟରେ ହାତ ରଖି ଅଜବ କୌଶଳ ପ୍ରଦର୍ଶନ କରିବା ଆରମ୍ଭ କରନ୍ତି। ଭିଡିଓରେ ଏହା ଦେଖାଯାଇପାରେ ଯେ ଲଗେଜ ଷ୍ଟୋରେଜ ସ୍ପେସ ଉପରେ ଥିବା ବାକ୍ସଗୁଡ଼ିକ ଖୋଲା ଅଛି। ସେଗୁଡିକୁ ହାତରେ ବନ୍ଦ କରିବା ପରିବର୍ତ୍ତେ ଏୟାର ହୋଷ୍ଟେସ ତାକୁ ଗୋଡ଼ ସାହାଯ୍ୟରେ ବନ୍ଦ କରୁଛନ୍ତି। ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ @ TheFigen_ ନାମକ ଜଣେ ୟୁଜର୍ସ ଶେୟାର କରିଛନ୍ତି। ଏହି ଭିଡିଓ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧.୫ କୋଟି ଥର ଦେଖାଯାଇଛି।

https://twitter.com/im_Sana0/status/1703588012242997643


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତୀକରଣ ପାଇଁ ଜବରଦଖଲ ଉଚ୍ଛେଦ

ନୂଆପଡା/ସିନାପାଲି,୬ା୩(ମକାରୁ ବେମାଲ/ମନଫୁଲ ମେହେର)- ସିନାପାଲି- ଖଡ଼ିଆଳ ମୁଖ୍ୟ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶୁକ୍ରବାର ଜିଲା ଓ ବ୍ଲକ ପ୍ରଶାସନର ପ୍ରତିଶ୍ରୁତି ମୁତାବକ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ…

ବୁମରାଙ୍କ ବ୍ରହ୍ମାସ୍ତ୍ର ଆଗରେ ସବୁ ଫେଲ୍‌! କେଉଁ ସ୍ପେଶାଲ୍ ପ୍ଲାନରେ ବ୍ୟାଟରଙ୍କୁ ନାକେଦମ୍ କରୁଛନ୍ତି ଏହି ୟର୍କର କିଙ୍ଗ?

ନୂଆଦିଲ୍ଲୀ,୬।୩: ଭାରତୀୟ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍‌ ଇଣ୍ଡିଆ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ୍‌ର ଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ…

ମା’ ତାରାତାରିଣୀଙ୍କ ଚୈତ୍ରଯାତ୍ରା ଲାଗି ପ୍ରସ୍ତୁତି ବଳି ପକାଇଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ପୁରୁଷୋତ୍ତମପୁର,୬ା୩ (ସବିତା ମିଶ୍ର): ଚଳିତବର୍ଷ ମାର୍ଚ୍ଚ ୧୦ରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ ହେବ। ଏନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

କେସିଙ୍ଗା ଆଦର୍ଶ ଥାନା ଉଦ୍‌ଘାଟନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ

କେସିଙ୍ଗା,୬।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନାର ଶୁଭ ଉଦ୍‌ଘାଟନ ଭିଡିଓ କନ୍ଫରେନ୍ସ ମାଧ୍ୟମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା  ଶୁକ୍ରବାର ସନ୍ଧ୍ୟାରେ ଉଦ୍‌ଘାଟିତ…

ସୂର୍ଯ୍ୟ-ଗମ୍ଭୀରଙ୍କ ହଜିଲା ନିଦ…ଫାଇନାଲ ପୂର୍ୱରୁ ଟେନଶନରେ ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର କେବଳ ଏକ ମ୍ୟାଚ ନୁହେଁ, ବରଂ 2023 ର କ୍ଷତର ହିସାବ ହେବ! ନ୍ୟୁଜିଲାଣ୍ଡ ବିପକ୍ଷରେ T20 ବିଶ୍ୱକପ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କୋକସରା,୬।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମଧନ୍ଦା ନ ପାଇ ହାଇଦ୍ରାବାଦ ସହରକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri