Posted inଜାତୀୟ

ବ୍ରିଜରେ ଫସିଲା ଏୟାର ଇଣ୍ଡିଆ ବିମାନ

ନୂଆଦିଲ୍ଲୀ,୫।୧୦ : ବ୍ରିଜ ତଳେ ଫସିଥିବା ଏୟାର ଇଣ୍ଡିଆର ଏକ ବିମାନକୁ ନେଇ ଏବେ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ହେଉଛି। ଭାଇରାଲ ହେଉଥିବା ଏକ ଭିଡିଓରେ ଦିଲ୍ଲୀ ବିମାନ ବନ୍ଦରରୁ ନିଆଯାଉଥିବା ସ୍କ୍ରାପଡ୍‌ ବିମାନ ଏକ ବ୍ରିଜରେ ଅଟକି ଯାଇଥିବା ଦେଖିବାକୁ ମିଳିଛି। ଓ୍ବିଙ୍ଗ୍ସ (ପଙ୍ଖ) ନ ଥିବା ବିମାନକୁ ଦିଲ୍ଲୀ-ଗୁରୁଗ୍ରାମ ହାଇଓ୍ବେରେ ନିଆଯାଉଥିଲା।

ତେବେ ବ୍ରିଜ୍‌ରେ ବିମାନ ଫସି ଯିବାରୁ ରାସ୍ତାରେ ଆଂଶିକ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। କିନ୍ତୁ ଭିଡିଓରେ ହାଇଓ୍ବେର ଅନ୍ୟ ପାର୍ଶ୍ୱରେ ଗାଡ଼ି ଚଳାଚଳ ଜାରି ରହିଥିବା ଦେଖିବାକୁ ମିଳିଛି।

ଏୟାର ଇଣ୍ଡିଆ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ପଞ୍ଜୀକୃତ ତାଲିକାରୁ ହଟା ଯାଇଥିବା ବିମାନକୁ ବିକ୍ରି କରାଯାଇଛି। ଏହାକୁ ଶନିବାର ରାତିରେ ଗ୍ରାହକ ନେଉଥିବା ବେଳେ ଏହା ଫୁଟ୍‌ ଓଭରବ୍ରିଜରେ ଫସି ଯାଇଥିଲା। ଏଥିରେ ବିମାନ ସହ ଏୟାର ଇଣ୍ଡିଆର କୌଣସି ସହଭାଗୀଦାରିତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଟେନ ଫେରନ୍ତା ଭାରତୀୟ କରୋନା ପଜିଟିଭ: ନୂଆ ରୂପକୁ ନେଇ ସରକାର ସତର୍କ

ନୂଆଦିଲ୍ଲୀ,୨୪ ।୧୨: ବ୍ରିଟେନରେ ଦେଖାଦେଇଥିବା କରୋନା ଭାଇରସର ନୂଆ ରୂପକୁ ନେଇ ଏବେ ବିଶ୍ୱବାସୀ ଡରି ଯାଇଛନ୍ତି । ଭାଇରସର ନୂଆ ରୂପକୁ ନେଇ ଭାରତ...

‘ବିଦ୍ରୋହୀ ବିଧାୟକ ପଶ୍ଚିମବଙ୍ଗ ଆସନ୍ତୁ, ଭଲ ଅତିଥି ସତ୍କାର କରିବୁ’

କୋଲକାତା,୨୩।୬: ବିରୋଧୀଙ୍କୁ ସବୁବେଳେ ସମାଲୋଚନା କରି ଚର୍ଚ୍ଚାରେ ରହୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟକୁ...

କେଦାରନାଥ ଯାତ୍ରା ବନ୍ଦ ଯୋଗୁ ଫସିଲେ ୧୦ ହଜାର ଶ୍ରଦ୍ଧାଳୁ

ଡେରାଡୁନ,୨୪ ।୫: କେଦାରନାଥରେ ପ୍ରବଳ ବର୍ଷା ଓ ଘନ କୁହୁଡି ଯୋଗୁ ପ୍ରଶାସନ ପକ୍ଷରୁ ତୁରନ୍ତ କେଦାରନାଥ ଯାତ୍ରାକୁ ବନ୍ଦ କରି ଦିଆଯାଇଛି । ଏହି...

ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌

ନୂଆଦିଲ୍ଲୀ,୧୧।୧: ଦେଶ ସ୍ବାଧୀନ ହେବା ପରେ ପ୍ରଥମ ଥର ପାଇଁ ସଂସଦରେ ପେପର ଲେସ୍‌ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି। ଫେବୃୟାରୀରେ ହେବାକୁଥିବା ବଜେଟ ଅଧିବେଶନରେ...

ପାଣିରୁ ବ୍ୟାପେ ନାହିଁ କରୋନା ସଂକ୍ରମଣ: ବିଶେଷଜ୍ଞ

ଲକ୍ଷ୍ନୌ/ପାଟନା,୧୩।୫: କରୋନା ମହାମାରୀ ଦେଶରେ ତାଣ୍ଡବ ରଚିବାରେ ଲାଗିଛି। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ତିମ ସଂସ୍କାର...

ସିଏଏ, ଏନ୍‌ଆର୍‌ସି ଭାରତର ଆଭ୍ୟନ୍ତରୀଣ ବ୍ୟାପାର: ଶେଖ ହସିନା

ଦୁବାଇ,୧୯।୧: ନାଗରିକତ୍ୱ ସଂଶୋଧିତ ଆଇନ୍‌(ସିଏଏ) ଏବଂ ଜାତୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ବିରୋଧ କରି ଦେଶର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଉଥିଲାବେଳେ ଏହାକୁ ନେଇ ରାଜନୀତି...

୮୦ ବର୍ଷରେ ପଦାର୍ପଣ କଲେ ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୨୨।୧୧: ସମାଜବାଦୀ ପାର୍ଟି ନେତା ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ନେତାଜୀଙ୍କୁ ଶୁଭେଚ୍ଛା...

ଭାରତ ସୀମାରେ ପାକିସ୍ତାନୀ ମୋବାଇଲ୍‌ ନେଟଓ୍ବାର୍କ ସକ୍ରିୟ…

ଜୟପୁର,୨୦।୭: ସୀମାରେ ପାକିସ୍ତାନୀ ନାଗରିକଙ୍କ ଅନୁପ୍ରବେଶ ସାଧାରଣ କଥା। ତେବେ ଏବେ ପାକିସ୍ତାନୀ ମୋବାଇଲ୍‌ ନେଟ୍‌ଓ୍ବାର୍କ ଭାରତ ସୀମାର ୪ କିଲୋମିଟର ଭିତରେ ମଧ୍ୟ ସକ୍ରିୟ...

Advertisement
Archives

Model This Week