Posted inଫୁରସତ

ଅନଲାଇନ୍‌ରେ ମଗାଇଥିଲେ ସାମଗ୍ରୀ, ପାର୍ସଲରୁ ବାହାରିଲା ବିଷଧର ନାଗ; ଭିଡିଓ ଦେଖିଲେ…

‘ଆମାଜନ’ରେ ମଗାଇଥିଲେ ସାମଗ୍ରୀ। ହେଲେ ପାର୍ସଲ ଖୋଲିବା ବେଳକୁ ଉଡିଗଲା ହୋସ। କାରଣ ସେଥିରୁ ଅନ୍ୟ ସାମଗ୍ରୀ ନୁହେଁ ବରଂ ଏକ ଜିଅନ୍ତା ସାପ ବାହାରିଥିଲା। ଏଭଳି ଏକ ଚକିତ କଲା ଭଳି ଘଟଣା ବାଙ୍ଗାଲୁରୁରୁ ଆସିଛି। ଏଠାରେ ଏକ ପରିବାର ଆମାଜନରୁ ଏକ ଏକ୍ସବକ୍ସ କଣ୍ଟ୍ରୋଲର ଅର୍ଡର କରିଥିଲା। ହେଲେ ମିଳିଥିବା ପ୍ୟାକେଟ୍‌ ଖୋଲିବା ପରେ ସେଥିରେ ବିଷଧର ସାପ ମିଳିଥିଲା। ପୁରା ଘଟଣା ସେ କ୍ୟାମେରାରେ କଏଦ କରିଥିଲେ। ତେବେ ସାପଟି ନାଜା ପ୍ରଜାତିର କୋବ୍ରା ବୋଲି ଜଣାପଡ଼ିଛି।
କ୍ୟାମେରାରେ ଘଟଣାର ପ୍ରତ୍ୟକ୍ଷଦର୍ଶୀ ଥିଲେ ହେଁ କମ୍ପାନୀର ଅବହେଳା ଯୋଗୁ ଡେଲିଭରିର ଦୁଇ ଘଣ୍ଟାରୁ ଅଧିକ ସମୟ ଯାଏ ଅପେକ୍ଷା କରିବାକୁ ପଡ଼ିଥିଲା। ଏଣୁ ଗ୍ରାହକ ଏକାକି ଏଭଳି ସ୍ଥିତିର ସମ୍ମୁଖୀନ ହୋଇଥିଲେ। ସାପଟି ପାର୍ସଲ ସହ ଲାଗି ରହିଥିବା ଯୋଗୁ ଘର କିମ୍ବା ଆପାର୍ଟମେଣ୍ଟରେ କାହାରି କ୍ଷତି କରି ନ ଥିଲା।
ଖବର ଲେଖାଯିବା ଯାଏ ପାର୍ସଲ ମଗାଇଥିବା ମହିଳାଙ୍କୁ ଟଙ୍କା ଫେରସ୍ତ ମିଳି ସାରିଛି। ହେଲେ ଏଭଳି ଭାବେ ଜୀବନ ବିପଦରେ ପକାଇବା ବଦଳରେ କ’ଣ ଏହା ହିଁ ଯଥେଷ୍ଟ ବୋଲି ସେ ପ୍ରଶ୍ନ କରିଛନ୍ତି। ଏହା ସ୍ପଷ୍ଟ ଭାବେ ଏକ ସୁରକ୍ଷା ଉଲ୍ଲଂଘନ, ଯାହାକି କମ୍ପାନୀର ଅବହେଳା ଏବଂ ଖରାପ ପରିବହନ ବ୍ୟବସ୍ଥା/ଗୋଦାମର ସ୍ବଚ୍ଛତାକୁ ଦର୍ଶାଉଛି ବୋଲି ସେ କହିଛନ୍ତି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

ସୋଫିଆ ଫିର୍ଦ୍ଦୋସ କଂଗ୍ରେସରୁ ନିଲମ୍ବିତ ପରେ ମୁହଁ ଖୋଲିଲେ ମହମ୍ମଦ ମୋକିମ: ମୋ ଝିଅକୁ କରାଯାଉଥିଲା…

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri