Posted inଫୁରସତ

ଟକ୍‌ଟକ୍‌ ହୋଇ ଫୁଟୁଛି ପାଣି; ହାତ ଯୋଡ଼ି ଆରାମରେ ବସିଲେ ଶିଶୁ; ଭିଡିଓ ଦେଖିଲେ…

ଟକ୍‌ ଟକ୍‌ ହୋଇ ଫୁଟୁଛି ପାଣି। ତା ଭିତରେ ସମାଧିସ୍ଥ ହୋଇ ବେଶ୍‌ ଆରାମରେ ବସିଛନ୍ତି ଜଣେ ଶିଶୁ। ପାଖରେ ବହୁ ସଂଖ୍ୟାରେ ଲୋକ ଉପସ୍ଥିତ ଥିଲେ ହେଁ ତାଙ୍କୁ କେହି ବାହାରକୁ ଆଣିବା ଲାଗି ଚେଷ୍ଟା କରୁନାହାନ୍ତି। ଏଭଳି କିଛି ଭିଡିଓ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି।

କଳ୍ପନା କରନ୍ତୁ, ଯଦି ଚା’ କିମ୍ବା ଫୁଟୁଥିବା ପାଣି ଶରୀର ଉପରେ ପଡେ ତେବେ ଆମର ଅବସ୍ଥା କିଭଳି ଖରାପ ହୋଇଯାଏ। ହେଲେ ଭିଡିଓରେ ଦେଖୁଥିବା ଶିଶୁ ଏପରି କିଛି କରୁଛନ୍ତି ଯାହାକୁ ଦେଖିଲେ ଲୋମ ଟାଙ୍କୁରୀ ଉଠୁଛି। କାରଣ ପିଲାଟି ହାତଯୋଡ଼ି ବେଶ ଆରାମରେ ଫୁଟୁଥିବା ପାଣି ଭିତରେ ବସି ରହିଛନ୍ତି। ପାଣିରେ କିଛି ଫୁଲ ପଡ଼ିଥିବା ଦେଖାଯାଉଛି। ଲୋକମାନେ ଆଶ୍ଚର୍ଯ୍ୟ ହୋଇ ତାଙ୍କୁ ଚାହିଁ ରହିଛନ୍ତି।

ସୋସିଆଲ ମିଡିଆରେ ଭିଡିଓଟି ଧମାଲ କରୁଛି। ଭିଡିଓଟିକୁ ଶେୟାର କରିବା ବେଳେ ବ୍ୟକ୍ତିଜଣଙ୍କ ଏହା ହେଉଛି ୨୦୨୧ର ଭାରତ ବୋଲି କ୍ୟାପ୍‌ଶନ ଲେଖିଛନ୍ତି। ଇତି ମଧ୍ୟରେ ଲକ୍ଷ ଲକ୍ଷ ଲୋକ ଏହାକୁ ଦେଖିସାରିଲେଣି। ହଜାର ହଜାର ଲୋକ ମଧ୍ୟ ଏହାକୁ ପସନ୍ଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri