Posted inଫୁରସତ

Viral Video: ବିଲେଇ-ସାପ ମଧ୍ୟରେ ମୁହାଁମୁହିଁ ଲଢେଇ; ଫଳାଫଳ ଦେଖିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ବିଲେଇ ଏବଂ ସାପ ମଧ୍ୟରେ ଭୟଙ୍କର ମୁହାଁମୁହିଁ ଲଢେଇର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସାପକୁ ଭୟଭୀତ କରିବା ଏବଂ ଜୀବନ ରକ୍ଷା କରିବା ପାଇଁ ବିଲେଇମାନେ କିପରି ଚତୁର ପ୍ରଣାଳୀ ଗ୍ରହଣ କରନ୍ତି ତାହା ଭିଡିଓରେ ଦର୍ଶାଯାଇଛି। ଭିଡିଓଟି ଅନେକ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଶେୟାର କରାଯାଉଛି।
ଭାଇରାଲ ଭିଡିଓରେ ବିଲେଇ ଘରର କୋଣରେ ଥିବା ଏକ ବାକ୍ସ ଭିତରେ ବସିଥିବାର ନଜର ଆସିଛି। କିଛି ସମୟ ପରେ ଏକ ସାପ ବିଲେଇ ଆଡକୁ ଫଣା ଟେକି ମାଡି ଆସେ। କିଛି କ୍ଷଣ ପାଇଁ, ଲାଗୁଛି ଯେମିତି କୋବ୍ରା ବିଲେଇ ଉପରେ ଆକ୍ରମଣ କରିବାକୁ ଯାଉଛି, କିନ୍ତୁ ବିଲେଇ ହଠାତ୍‌ କୋବ୍ରାକୁ ତା ଗୋଡରେ ଧକ୍କା ଦେଇଛ।ଏହା କିଛି ସମୟ ପାଇଁ ଜାରି ରହିଥାଏ ଏବଂ ଶେଷରେ ସାପ ପରାଜୟକୁ ଗ୍ରହଣ କରେ ଏବଂ ସେଠାରୁ ପଳାୟନ କରେ।

Cat defends itself from attacking Cobra !
byu/Sans010394 inDamnthatsinteresting


Enter your email to get our daily news in your inbox.

All Right Reserved By Dharitri.Com

ଏହି ଗାଁର ୪୦ କୁମାରୀ ହେଲେ ଗର୍ଭବତୀ! ଲୋକେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର ବାରାଣସୀରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ସେଠାରେ ଥିବା ମଲହିୟା ଗାଁର ପ୍ରାୟ ୪୦ କୁମାରୀ...

ନବଜାତ ଶିଶୁ କାନ୍ଦନ୍ତି କାହିଁକି: କ’ଣ କୁହେ ବିଜ୍ଞାନ, ପୁରାଣ…

ଅସହନୀୟ ପ୍ରସବ ଯନ୍ତ୍ରଣା ପରେ ମା’ ଜନ୍ମଦିଏ ସନ୍ତାନକୁ। ଆଉ ଯେବେ ସେ ଶୁଣେ ଶିଶୁର ପ୍ରଥମ କୁଆଁ କୁଆଁ କାନ୍ଦ ତା’ ମନରେ ଭରିଯାଏ...

ପିଲା ମୋବାଇଲ ଛାଡି ବହି ଧରନ୍ତୁ

ଖବରକାଗଜ ଓ ପତ୍ରପତ୍ରିକା ବିନା ଏକ ଆଧୁନିକ ସମାଜର କଥା ଚନ୍ତା କରାଯାଇ ନ ପାରେ। ଯାହାକୁ ଖୁବ୍‌ ଭଲଭାବେ ଅନୁଭବ କରିଛନ୍ତି ଅନେକ ମଣିଷ।...

ପ୍ରଥମ ଦରମା ଟଙ୍କା ନେଇ ବାପାଙ୍କ ହାତରେ ଦେଇଥିଲି: ସାହିତି୍ୟକ ତଥା ପ୍ରଶାସନିକ ଅଧିକାରୀ ଧନଞ୍ଜୟ ସ୍ବାଇଁ

୧୯୯୦ ମସିହାର କଥା। ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହେଲା ପରେ ଅବିଭକ୍ତ କୋରାପୁଟ ଜିଲାରେ ପ୍ରଶିକ୍ଷଣ ନେବା ପାଇଁ ସଚିବାଳୟରୁ ଡାକରା ଆସିଲା।...

କୁନି ବୟସରେ ଦର୍ଶକଙ୍କ ହୃଦୟରେ ରାଜ୍‌ କରୁଛନ୍ତି ଏସବୁ ୟୁଟ୍ୟୁବର, ସାକ୍ଷାତକାରରେ ଅଧିକ ଜାଣନ୍ତୁ…

ଭଲରେ କଥା କହି ପାରୁ ନଥିବା ବୟସରେ ଏମାନେ ନାଚ, ଗୀତ, ଅଭିନୟ କରି ଦର୍ଶକଙ୍କ ମନ ଜିଣି ପାରିଛନ୍ତି। ତା’ସହିତ ସୋସିଆଲ ମିଡିଆରେ ଭାଇରାଲ୍‌...

ମଡେଲ ନୁହନ୍ତି, ଇଲେକ୍ଟ୍ରିସିଆନ୍‌

ଗ୍ଲାସ୍‌ଗୋ: ସମାଜରେ ଏପରି କିଛି ବୃତ୍ତି ରହିଛି, ଯାହା ମହିଳାମାନଙ୍କ ପାଇଁ ଉପଯୁକ୍ତ ନୁହେଁ ବୋଲି ବିବେଚନା କରାଯାଇଥାଏ। ଜଣେ ବିଜୁଳି ମସ୍ତ୍ରି ବା ଇଲେକ୍ଟ୍ରିସିଆନ୍‌ଙ୍କର...

ନା ଏସିର ପାଣି, ନା ଚରଣାମୃତ, ତେବେ ମନ୍ଦିରରେ କ’ଣ ପିଉଥିଲେ ଭକ୍ତ? ଭାଇରଲ ହେଉଛି ଭିଡିଓ

ଲକ୍ଷ୍ନୌ,୫।୧୧: ସୋମବାରଠାରୁ ଉତ୍ତର ପ୍ରଦେଶ ବାଙ୍କେ ବିହାରୀ ମନ୍ଦିରକୁ ନେଇ ଆଲୋଚନା ଚାଲିଛି। ମନ୍ଦିରର ଏକ ଭିଡିଓ ସାମ୍ନାକୁ ଆସିଥିଲା ଯେଉଁଥିରେ ଭକ୍ତମାନେ ହାତୀ ମୁହଁରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri