Posted inଫୁରସତ

ପେଟ୍ରୋଲ ଦର ବୃଦ୍ଧି ପାଉଛି ବୋଲି ଏଭଳି ଉପାୟ ଆପଣାଇଲେ ବ୍ୟକ୍ତି; ଭିଡିଓ ଦେଖିଲେ…

ଦିନକୁ ଦିନ ପେଟ୍ରୋଲ-ଡିଜେଲର ଦରଦାମ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଚିନ୍ତାରେ ଖାଉଟି। ମହଙ୍ଗା ମାଡ଼ ଯୋଗୁ ଲୋକମାନେ ସେଥିରୁ ବାହାରିବା ଲାଗି ଭଳିକି ଭଳି ଉପାୟ ଆପଣାଉଛନ୍ତି। ସେଭଳି ଏକ ଦେଶୀ ଯୋଗାଡ଼କୁ ନେଇ ଭିଡିଓ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଛି। ଏହାକୁ ଦେଖି ଯେକେହି ଘଡ଼ିଏ ଅଟକି ଯାଉଛନ୍ତି।

ଭାଇରାଲ ଭିଡିଓରେ ଜଣେ ବ୍ୟକ୍ତି ଭିନ୍ନ ଢ଼ଙ୍ଗରେ ବାଇକର ଦୁଇପଟେ ଲୋକଙ୍କୁ ବସାଇ ନେଉଛନ୍ତି। ବ୍ୟବହାରକାରୀ ଏହାକୁ ପ୍ରଶଂସା କରୁଛନ୍ତି।

ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ...

ମୋଦି-ରାହୁଲଙ୍କ ଉପରେ କ’ଣ ରହିବ ସୂର୍ଯ୍ୟ ପରାଗର ପ୍ରଭାବ

ନୂଆଦିଲ୍ଲୀ: ଜୁନ୍‌ ୨୧ରେ ପଡୁଥିବା ସୂର୍ଯ୍ୟ ପରାଗକୁ ନେଇ ଜ୍ୟୋତିର୍ବିଦମାନେ ନାନା ଗଣନା କରିଛନ୍ତି। ଏହି ସୂର୍ଯ୍ୟ ପରାଗର ପ୍ରଭାବ କିଛି ରାଶି ଉପରେ ଭଲ...

ଭିକାରିଙ୍କ ପୋଷାକରୁ ଟଙ୍କା ବର୍ଷା, ଭିଡ଼ିଓ ଭାଇରାଲ…

ନାଗଡା, ୧୫।୧୨: ମଧ୍ୟପ୍ରଦେଶର ଉଜ୍ଜୟନୀ ଜିଲାର ନାଗଡା ଜଙ୍କଶନରେ ଜଣେ ଭିକାରୀଙ୍କ ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ମାନସିକ ବିକୃତ ଭିକାରି...

ସୁନ୍ଦର ପୁରୁଷଙ୍କୁ ଦେଖିବା ମାତ୍ରେ ବେହୋସ୍‌ ହୋଇଯାଆନ୍ତି ଏହି ମହିଳା: ଆଖି ସହ ଆଖି ମିଶାଇବାକୁ….

ସୁନ୍ଦର ପୁରୁଷଙ୍କ ପ୍ରତି ମହିଳାଙ୍କ ଦୁର୍ବଳତା ରହିଥାଏ। ହେଲେ ଯଦି କେହି ହ୍ୟାଣ୍ଡସମ୍‌ ବ୍ୟକ୍ତିଙ୍କୁ ଦେଖିଲେ ଆପଣ ଚେତାଶୂନ୍ୟ ହୋଇଯିବେ କି ବୋଲି ପ୍ରଶ୍ନ କରନ୍ତି...

ପ୍ରଥମଥର ଟ୍ରେନ୍‌ ଦେଖି ଏମିତି ପ୍ରତିକ୍ରିୟା ଦେଲେ କୁନି ଝିଅ, ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ଏବେ ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଲୋକେ ବାରମ୍ବାର ଦେଖୁଛନ୍ତି। ଭିଡିଓରେ ଦେଖିବାକୁ ମିଳିଛି ଏକ କୁନି ଝିଅ ରେଲ୍‌ଓ୍ବେ ଷ୍ଟେଶନରେ...

ସବୁଠାରୁ ଧନୀ ଗଣେଶ

ମୁମ୍ବାଇ,୨।୯: ସମଗ୍ର ଦେଶରେ ସୋମବାର ଗଣେଶ ପୂଜା ପାଳନ କରାଯାଇଛି। ଏନେଇ ଗାଁଠୁ ସହର ଚଳଚଞ୍ଚଳ ହୋଇଉଠିଥିବା ବେଳେ ମୁମ୍ବାଇର ବଡ଼ ପର୍ବ ଭାବେ ଜଣାଶୁଣା...

ଜମିରେ ନାଗମଣି ଦେଖି ଲୋକଙ୍କ ପୂଜାର୍ଚ୍ଚନା

କର୍ନାଟକ: ଦୁନିଆରେ ପ୍ରତିଦିନ କିଛି ନା କିଛି ନୂଆ ଘଟଣା ଦେଖିବାକୁ ମିଳୁଛି। କିଛି ଘଟଣାକୁ ଲୋକେ ଚମତ୍କାର ଆଖ୍ୟା ଦେଇ ପୂଜାର୍ଚ୍ଚନା କରିଥାନ୍ତି। ଏମିତି...

କରୋନା ରୋଗୀଙ୍କ ସେବା କରୁଛି ରୋବର୍ଟ: ସମୟରେ ଦେଉଛି ଖାଦ୍ୟ, ଔଷଧ

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସେମାନଙ୍କ ଯତ୍ନ ନେବାରେ ସମସ୍ୟା ମଧ୍ୟ ହେଉଛି। ଏଭଳି ସ୍ଥିତିରେ ଗୁଜୁରାଟର ଭଦୋଦରାସ୍ଥିତ ସର୍‌...

Advertisement
Archives

Model This Week