Advertisement

ପିତାଙ୍କୁ ସ୍ୱିଗିରେ କାମ ମିଳିବାରୁ ଖୁସିରେ ଆତ୍ମହରା ହେଲେ କୁନି ଝିଅ: ଭିଡିଓ ଭାଇରାଲ

ନୂଆଦିଲ୍ଲୀ, ୧୭ ।୧୦: ସାରା ବିଶ୍ୱରେ ପିତା ପୁତ୍ରିର ସମ୍ପର୍କ ସବୁଠାରୁ ନିଆରା । ଏ ଦୁହେଁ ଭାବନାର ଏମିତି ଏକ ବନ୍ଧନରେ ବାନ୍ଧି ହୋଇଥାଆନ୍ତି ଯାହାକୁ ଆଉ କେହି ବୁଝିବା କଷ୍ଟ । ଝିଅର ଖୁସି ପାଇଁ ପିତା ସବୁକିଛି କରିପାରନ୍ତି । ଝିଅବି ପିତାଙ୍କ ଆଗରେ କାହାକଥା ଶୁଣନ୍ତି ନାହିଁ ।
ଏମିତି ଏକ ସମ୍ପର୍କର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଏହି ଭିଡିଓକୁ ପୂଜା ଅବନ୍ତିକା ନାମକ ଜଣେ ୟୁଜର୍ସ ଶେୟାର କରିଛନ୍ତି । ଭାଇରାଲ ଭିଡିଓରେ ଜଣେ କୁନି ଝିଅ ତାଙ୍କ ପିତାଙ୍କର ସ୍ୱିଗିରେ ନୂଆ କାମ ମିଳିବାରୁ ଏତେ ଖୁସି ହୋଇଯାଇଛନ୍ତି ଯେ ଖୁସିରେ ସେ ଆତ୍ମହରା ହୋଇ ଉଠିଛନ୍ତି । ଆଉ ପିତାଙ୍କୁ କୁଣ୍ଡାଇ ପକାଇ ନିଜର ଖୁସି ବ୍ୟକ୍ତ କରିଛନ୍ତି । ଏହି ଭିଡିଓକୁ ସୋସିଆଲ ମିଡିଆରେ ଖୁବ୍ ପସନ୍ଦ କରାଯାଉଛି । ୟୁଜର୍ସ ପିତା-ପୁତ୍ରୀଙ୍କ ପବିତ୍ର ସମ୍ପର୍କକୁ ଦେଖି ବହୁତ କିଛି ଲେଖିଛନ୍ତି ।
ଭିଡିଓରେ ଦେଖିବାକୁ ମିଳିଛି, ଜଣେ କୁନି ଝିଅ ଆଖି ବନ୍ଦ କରି ଠିଆ ହୋଇଛନ୍ତି । ଆଉ ସେ ଆଖି ଖୋଲିବା ବେଳକୁ ତାଙ୍କ ପିତା ସ୍ୱିଗିର ଏକ ଟିସର୍ଟ ଧରି ତାଙ୍କ ସାମ୍ନାରେ ଠିଆ ହୋଇଛନ୍ତି । ତେବେ ପିତା ସ୍ୱିଗିରେ ନୂଆ କାମ ପାଇଥିବା ଜାଣିବା ପରେ ଖୁସିରେ ଝୁମି ଉଠିଛନ୍ତି କୁନି ଝିଅଟି । ଏହି ଭିଡିଓଟି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’

ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ...

୫ମାସ ପରେ ଭାଜପା ନେତା ଚିନ୍ମୟାନନ୍ଦଙ୍କୁ ମିଳିଲା ଜାମିନ

ପ୍ରୟାଗରାଜ,୩।୨: ଉତ୍ତରପ୍ରଦେଶ ଶାହଜହାଁପୁରର ଲ’ ଛାତ୍ରୀଙ୍କୁ ଯୌନ ନିର୍ଯାତନା ମାମଲାରେ ଗିରଫ ହୋଇଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଜାମିନ ମିଳିଛି।...

ଶବ୍ଦକୁ ନେଇ ଅତିଷ୍ଠ ବ୍ୟକ୍ତି ଏସି ଭିତରର ଦୃଶ୍ୟ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ

ସାଧାରଣତଃ ଯଦି ଏସିରୁ କୌଣସି ଶବ୍ଦ ବାହାରେ, ତେବେ ଆମେମାନେ ତାକୁ ଖୋଲି ସଫା କରିଦେଉ। ହେଲେ ଯଦି ଏହି ଶବ୍ଦ କୌଣସି ଯାନ୍ତ୍ରିକ ତ୍ରୁଟି...

କଙ୍ଗନାଙ୍କ ପଦ୍ମଶ୍ରୀ ଫେରାଇ ନିଅନ୍ତୁ କେନ୍ଦ୍ର ସରକାର: ନୱାବ ମଲିକ

ମୁମ୍ବାଇ,୧୨ ।୧୧: କଂଗ୍ରେସ ପରେ ଏବେ ବଲିଉଡ୍‌୍ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କୁ ଟାର୍ଗେଟ କରିଛନ୍ତି ମହାରାଷ୍ଟ୍ର ସରକାରଙ୍କ ବହୁ ଚର୍ଚ୍ଚିତ ମନ୍ତ୍ରୀ ତଥା ଏନ୍‌ସିପି ନେତା...

ଦୁଃଖଦ ଐତିହାସିକ ଘଟଣାର ରାଜନୀତିକରଣ କରୁଛନ୍ତି ପ୍ରଧାନମନ୍ତ୍ରୀ, କଂଗ୍ରେସର ସମାଲୋଚନା…

ନୂଆଦିଲ୍ଲୀ, ୧୪।୮ : କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରାଯାଇଛି। ରବିବାର କଂଗ୍ରେସ ଅଭିଯୋଗ କରିଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଗଷ୍ଟ...

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ...

ପିଆଇବି ପ୍ରମୁଖ ମହାନିର୍ଦ୍ଦେଶକ ଦାୟିତ୍ୱ ନେଲେ ଜୟଦୀପ

ନୂଆଦିଲ୍ଲୀ, ୨ା୩(ପିଆଇବି): ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଜୟଦୀପ ଭଟ୍ଟନାଗର ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୮୬ ବ୍ୟାଚର ଭାରତୀୟ ସୂଚନା...

ବୀରଭୂମ ହିଂସା ଘଟଣା: ମମତା ସରକାରଙ୍କୁ ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କୋଲକାତା,୨୩।୨: ପଶ୍ଚିମବଙ୍ଗର ବୀରଭୂମରେ ୮ ଜଣଙ୍କୁ ଜୀଅନ୍ତା ପୋଡି ଦିଆଯାଇଛି। ତୃଣମୂଳ କଂଗ୍ରେସର ଜଣେ କର୍ମୀଙ୍କ ହତ୍ୟା ପ୍ରତିଶୋଧରେ ଏଭଳି କାଣ୍ଡ ଘଟାଯାଇଥିବା ଅଭିଯୋଗ ହୋଇଛି।...

Advertisement
Archives

Model This Week