Posted inଫୁରସତ

ଶିଡ଼ିରୁ ଏପରି ଓହ୍ଲାଉଛି କୁନି ପିଲା, ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ଛୋଟ ପିଲାଙ୍କ ବଦମାସି ସମସ୍ତଙ୍କୁ ପସନ୍ଦ। ମାତ୍ର ବେଳେବେଳେ ସେମାନେ ଏପରି କିଛି କାର୍ଯ୍ୟ କରନ୍ତି ଯାହାକୁ ଦେଖିଲେ ହୋସ ଉଡିଯାଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି।
ଏହି ଭିଡିଓରେ ଏହା ଦେଖିବାକୁ ମିଳୁଛି ଯେ, ଛୋଟ ପିଲାଟି ଏକ ଅଦ୍ଭୁତ ଉପାୟରେ ଶିଡ଼ିରୁ ଓହ୍ଲାଉଛି । ଯଦିଓ ଏହି ଦୃଶ୍ୟ ଦେଖିଲେ ଆଶ୍ଚର୍ଯ୍ୟ ଲାଗୁଛି। କିନ୍ତୁ ପିଲାଟି ଏଭଳି ଚଢ଼ି ତଳକୁ ଓହ୍ଲାଇବା ବିପଦପୂର୍ଣ୍ଣ ଅଟେ। ଭିଡିଓଟି ଇନଷ୍ଟାଗ୍ରାମରେ ମେମ୍‌ ପେଜ ‘ଘଣ୍ଟା’ ଦ୍ୱାରା ଅପଲୋଡ ହୋଇଛି। ଏହି ପୋଷ୍ଟକୁ ଏପର୍ଯ୍ୟନ୍ତ ୧ ଲକ୍ଷରୁ ଅଧିକ ଲାଇକ ମିଳିଛି। ଏହା ସହିତ ଅନେକ ଲୋକ ଏହି ଭିଡିଓକୁ ସୋସିଆଲ ମିଡିଆରେ ମଧ୍ୟ ଶେୟାର କରିଛନ୍ତି ।

 

View this post on Instagram

 

A post shared by memes | news | comedy (@ghantaa)


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri