Posted inଫୁରସତ

ସୁପରହିରୋ ଭଳି ତିନି ମହଲା କୋଠା ଉପରକୁ ଏମିତି ଚଢ଼ୁଛନ୍ତି ବ୍ୟକ୍ତି, ଭିଡିଓ ଦେଖିଲେ ଆପଣ ହୋଇଯିବେ ଆଶ୍ଚର୍ଯ୍ୟ

ଦୁନିଆର ଅନେକ ଲୋକ ଏପରି କିଛି ବିପଜ୍ଜନକ କାର୍ଯ୍ୟ କରନ୍ତି, ଯାହା ବିଷୟରେ ଭାବିଲେ ଡର ଲାଗିଥାଏ। ସେହିପରି ଅଗ୍ନିଶମ କର୍ମଚାରୀମାନେ ଅଗ୍ନିକାଣ୍ଡରେ ଲୋକଙ୍କୁ ବଞ୍ଚାଇବା ପାଇଁ ନିଜ ଜୀବନକୁ ବିପଦରେ ପକାଇବାକୁ ପଛାନ୍ତି ନାହିଁ । ପ୍ରାୟତଃ ଆପଣ ଅଗ୍ନିଶମ କର୍ମଚାରୀମାନେ ନିଆଁରେ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ବଡ଼ ବିଲ୍ଡିଂରେ ଚଢ଼ୁଥିବା ଦେଖିଥିବେ। ନିକଟରେ ସୋସିଆଲ ମିଡିଆରେ ସ୍ପାଇଡର୍‌-ମ୍ୟାନ ବେଗରେ କୋଠା ଉପରକୁ ଚଢ଼ୁଥିବା ଏଭଳି ଜଣେ ଅଗ୍ନିଶମ କର୍ମଚାରୀଙ୍କ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯିଏ ସୋସିଆଲ ମିଡିଆରେ ଏହି ଭିଡିଓ ଦେଖୁଛନ୍ତି, ଆଶ୍ଚର୍ଯ୍ୟ ହୋଇଯାଉଛନ୍ତି। ଭିଡିଓରେ ଜର୍ଜ ନାମକ ଜଣେ ବ୍ୟକ୍ତିଙ୍କୁ ଦେଖିବାକୁ ମିଳୁଛି। ଏହି ବ୍ୟକ୍ତି ବୁଲଗେରିଆର ବାସିନ୍ଦା ଏବଂ ବୃତ୍ତି ଅନୁଯାୟୀ ଅଗ୍ନିଶମ କର୍ମଚାରୀ । ଭିଡିଓରେ ବ୍ୟକ୍ତି ଜଣକ ହାତରେ ଏକ ସିଡ଼ି ଧରି ତିନି ମହଲା କୋଠା ଆଡକୁ ଦୌଡ଼ନ୍ତି ଏବଂ ଅତି ଶୀଘ୍ର ଗୋଟିଏ ପରେ ଗୋଟିଏ କୋଠା ଉପରକୁ ଚଢ଼ିଯାଉଛନ୍ତି। ଇଣ୍ଟରନେଟରେ ଲୋକମାନେ ଏହି ବ୍ୟକ୍ତିଙ୍କୁ ସ୍ପାଇଡର୍‌-ମ୍ୟାନ ଆଖ୍ୟା ଦେଇଛନ୍ତି। ଏହି ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri