Posted inଫୁରସତ

ପ୍ରଥମ ଥର ପାଇଁ ମା’ଙ୍କୁ ଏଟିଏମ୍‌ରୁ ଟଙ୍କା ବାହାର କରିବା ଶିଖାଇଲେ ଝିଅ, ଦୃଶ୍ୟ ଦେଖି ଆଖିରେ ଆସୁଛି ଲୁହ-Video

ଆଜିକାଲିର ସମାଜକୁ ଦେଖିଲେ ଏଭଳି କହିବା ଠିକ ହେବ ଯେ ଆମମାନଙ୍କର ମା’ ହେଉଛନ୍ତି ଅନ୍ତିମ ଜେନେରେଶନ୍‌, ଯାହାଙ୍କୁ ମୋବାଇଲ ଏବଂ ଅନ୍ୟ ଆଧୁନିକ ଉପକରଣ ଚଳାଇ ଆସେନା। ଏହାର ଅନେକ ଭିଡିଓ ଏବଂ ପ୍ରମାଣ ଆପଣ ଦେଖିପାରନ୍ତି। ଆଜି ଆମେ ଆପଣଙ୍କ ପାଇଁ ଏଭଳି ଏକ ଭାବବିହ୍ବଳ କଲା ଭଳି ଭିଡିଓ ନେଇ ଆସିଛୁ, ଯେଉଁଥିରେ ଜଣେ ମହିଳା ପ୍ରଥମ ଥର ପାଇଁ ଟଙ୍କା ବାହାର କରି ଖୁସିରେ ଆତ୍ମହରା ହେଉଥିବା ଦେଖାଯାଉଛି।
ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ଜଣେ ପାକିସ୍ତାନୀ ଯୁବତୀ ନିଜ ମା’ଙ୍କୁ ଏଟିଏମରେ ଟଙ୍କା ବାହାର କରିବା ଶିଖାଉଛନ୍ତି। ଟଙ୍କା ବାହାରିବା ପରେ ଯେତେବେଳେ ମହିଳା ତାକୁ ଗଣନ୍ତି, ବେଶ ଖୁସି ହୋଇଯାଆନ୍ତି। ଏହି ଦୃଶ୍ୟ ବେଶ ଭାବବିହ୍ବଳ କରୁଛି। କାରଣ ମଧ୍ୟବିତ୍ତ ପରିବାରର ମା’ଙ୍କ ପାଇଁ ଏହା ବଡ଼ କଥା ବୋଲି ଅନେକେ କହୁଛନ୍ତି।
ଇନଷ୍ଟାଗ୍ରାମରେ ଭିଡିଓକୁ ଦେଖି ଅନେକେ ନିଜର ପ୍ରତିକ୍ରିୟା ଦେଉଛନ୍ତି। ଏହି ଦୃଶ୍ୟ ଦେଖି ନିଜ ମା’ଙ୍କ କଥା ମନେ ପଡ଼ି ଯାଇଥିବା ଅନେକ କହୁଛନ୍ତି।
ଦେଖନ୍ତୁ ଭିଡିଓ:

 

View this post on Instagram

 

A post shared by Bubbly And Ammi (@madiha.rajpoot2)


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?