Posted inଫୁରସତ

VIDEO: ଚାକିରିଆଙ୍କୁ ଷ୍ଟ୍ରିଟ୍‌ ଫୁଡ୍‌ ଦୋକାନୀଙ୍କ କଟାକ୍ଷ-କମ୍‌ ପଢ଼ିଥିଲି ବୋଲି ଅଧିକ ରୋଜଗାର କରୁଛି, ନହେଲେ ୩୦-୪୦ ହଜାର ପକେଟକୁ ଆସିଥାନ୍ତା

କର୍ପୋରେଟ୍‌ରେ କାମ କରୁଥିବା କର୍ମଚାରୀମାନଙ୍କ ଜୀବନ ଚାକିରିରେ ହିଁ ସୀମିତ ଥାଏ। ସକାଳୁ ସଞ୍ଜ ଯାଏ କାମ କରିବା ତାଙ୍କ ଦୈନିକ ଜୀବନଚର୍ଯ୍ୟା ପାଲଟିଯାଏ। ହେଲେ ଦରମା ତାଙ୍କର ସୀମିତ ଥାଏ। ଏହି କ୍ରମରେ ଏକ ଏଭଳି ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିବା ପରେ ଚାକିରି କରିଥିବା ପ୍ରତ୍ୟେକ ବ୍ୟକ୍ତି ଇର୍ଷା କରୁଛନ୍ତି। ଭିଡିଓଟି ଜଣେ ଷ୍ଟ୍ରିଟ୍‌ ଫୁଡ୍‌ ଦୋକାନୀଙ୍କର ହୋଇଥିବା ବେଳେ ସେ କର୍ପୋରେଟରେ କାମ କରୁଥିବା ବ୍ୟକ୍ତିଙ୍କର ମଜା ଉଡାଇଛନ୍ତି।

ଭିଡିଓ ଆରମ୍ଭରେ ଜଣେ ଷ୍ଟ୍ରିଟ୍‌ ଫୁଡ୍‌ ସେଲର୍‌ ନଜର ଆସୁଛନ୍ତି। ତାଙ୍କ ହାତରେ ବଟର୍‌ର ଖଣ୍ଡ ରହିଛି। ଏହାକୁ ଦେଖାଇ କର୍ପୋରେଟ୍‌ କର୍ମଚାରୀଙ୍କୁ ସେ କହୁଛନ୍ତି, ଦେଖନ୍ତୁ ସାର୍‌, ଏହା ଅମୁଲ ବଟର୍‌ ନା ଟିକେ ଦେଖନ୍ତୁ, ମୁଁ ଟିକେ କମ୍‌ ପଢ଼ିଛି ତ। ପରେ ସେ ମଜାରେ କୁହନ୍ତି-କମ୍‌ ପଢ଼ିଛି ବୋଲି ଅଧିକ ରୋଜଗାର କରୁଛି। ଯଦି ଅଧିକ ପଢ଼ିଥାନ୍ତି ତେବେ ୩୦-୪୦ ହଜାର ହିଁ ରୋଜଗାର କରିପାରିଥାନ୍ତି। ଏହି ସମୟରେ ସେ ତାତ୍ସଲ୍ୟ କରିବା ଢଙ୍ଗରେ ହସିଦେଉଛନ୍ତି।

ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ବେଳେ ଲୋକେ ନାନାଦି ପ୍ରକାର କମେଣ୍ଟ କରୁଛନ୍ତି। ଦୋକାନୀ କିଛି ଭୁଲ କହିନାହାନ୍ତି ବୋଲି ବ୍ୟବହାରକାରୀ କହୁଥିବା ବେଳେ କିଛି ତାଙ୍କୁ ଟ୍ରୋଲ ମଧ୍ୟ କରୁଛନ୍ତି। ଆପଣ ବି ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

ଏକୁଟିଆ ପାଇ ମହିଳାଙ୍କ ଘରେ ପଶିଥିଲେ ଏନଆରଇଜିଏ ସହାୟକ, ହଠାତ୍‌ ଚାଲିଆସିଲେ ମହିଳାଙ୍କ ସ୍ବାମୀ, ଆଉ ତା’ପରେ…

ଭବାନୀପାଟଣା, ୭। ୩(ଉତ୍ତମ କୁମାର ଦାଶ ): ଚର୍ଚ୍ଚାରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଏନଆରଇଜିଏ ସହାୟକ ବିରଞ୍ଚି ଗହୀର। ତାଙ୍କ କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ…

IND vs NZ ଫାଇନାଲ ପୂର୍ବରୁ ଅଭିଷେକ ଶର୍ମାଙ୍କୁ ମିଳିଲା ‘ଗୁରୁ ମନ୍ତ୍ର’: ଭାରତୀୟ କିମ୍ବଦନ୍ତୀଙ୍କ ପରାମର୍ଶ ପରେ ଏବେ ଚୌକା, ଛକା ବର୍ଷା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ମାର୍ଚ୍ଚ ୮ ତାରିଖରେ ଅନୁଷ୍ଠିତ ହେବ। ଭାରତ ଏବଂ ନ୍ୟୁଜିଲାଣ୍ଡ ପରସ୍ପରର ସାମ୍ନା କରିବେ। ଉଭୟ ଦଳ ଟୁର୍ନାମେଣ୍ଟରେ ଅସାଧାରଣ…

ସହକାରୀ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ୭ ସ୍ଥାନରେ ଏକକାଳୀନ ଚଢ଼ାଉ

ଡେରାବିଶ, ୭/୩ (ବେବର୍ତ୍ତା ଅଜୟ ଦାସ): ଆୟ ବହିର୍ଭୁତ ସମ୍ପତ୍ତି ଥିବା ଅଭିଯୋଗରେ କେନ୍ଦ୍ରାପଡା ଜିଲ୍ଲା ଜଳ ସମ୍ପଦ ବିଭାଗ ଅଧିନ ଛତା ସବ ଡିଭିଜନର ସହକାରୀ…

୨ ଦିନ ପ୍ରବଳ ବର୍ଷିବ, ୪୦-ରୁ ୫୦ କିମି ବେଗରେ ବହିବ ପବନ: ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୭ା୩(ବନ୍ଦନା ସେଠୀ):ମାର୍ଚ୍ଚ ଆରମ୍ଭରୁ ରାଜ୍ୟରେ ଗ୍ରାଷ୍ମପ୍ରବାହ ଜାରି ରହିଛି। ସକାଳୁ ପ୍ରବଳ ଖରା ସହ ମଧ୍ୟାହ୍ନରୁ ଝାଞ୍ଜି ପବନ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ଇତିମଧ୍ୟରେ ପାରଦ…

ଯୁଦ୍ଧ ମଧ୍ୟରେ ଇରାନକୁ ସାହାଯ୍ୟ କଲା ଭାରତ: ଯୁଦ୍ଧଜାହାଜକୁ…

ତେହରାନ,୭।୩: ତେହରାନର ଅନୁରୋଧରେ ଭାରତ ଏକ ଇରାନୀ ଯୁଦ୍ଧଜାହାଜକୁ ଦକ୍ଷିଣ କୋଚି ବନ୍ଦରରେ ଡକିଂ କରିବାକୁ ଅନୁମତି ଦେଇଛି ଏବଂ ଜାହାଜର ୧୮୩ ସଦସ୍ୟ ବିଶିଷ୍ଟ କର୍ମଚାରୀଙ୍କୁ…

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାର୍ଯ୍ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri