viral video: ହାତଯୋଡ଼ି ଚଳନ୍ତା ଟ୍ରେନ ଆଗରେ ଛିଡ଼ା ହେଲେ ଯୁବକ, ପରେ ଘଟିଲା ଏମିତି….

ବରପାଲି,୧୧।୩(ଚିତ୍ତରଞ୍ଜନ ସାହୁ): ହାତଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣାର ଭିଡିଓ ଏବେ ସୋସିଆଲ ମିଡ଼ିଆରେ ଘୂରି ବୁଝୁଛି। ଘଟଣାଟି ବରଗଡ଼ ଜିଲା ବରପାଲି ରେଳ ଷ୍ଟେଶନ ନିକଟର ବୋଲି ଚର୍ଚ୍ଚା ଚାଲିଛି। ସେହିପରି ଯୁବକ ଜଣକ ବରପାଲି ଥାନା ରେମତା ଗ୍ରାମର ବୋଲି ଲୋକେ କହୁଛନ୍ତି। ଭାଇରାଲ ଭିଡିଓରୁ ଯାହା ଜଣାପଡୁଛି, ଯୁବକ ଜଣକ ହାତ ଯୋଡ଼ି ଚଳନ୍ତା ଟ୍ରେନ ଆଗକୁ ଯାଇ ଛିଡା ହୋଇ ଥିବାବେଳେ ଟ୍ରେନଟି ଧକ୍କା ଦେଇଛି। ସୌଭାଗ୍ୟ ବଶତଃ ସେ ବଞ୍ଚି ଯାଇ ଥିବାବେଳେ ତାଙ୍କ ଗୋଡ କଟି ଯାଇଛି। ଯୁବକ ଜଣକ ବୁର୍ଲା ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା

ମୋହନା,୧୧ା୩(ମନ୍ମଥ ମିଶ୍ର): ରାସ୍ତା ଖରାପ ପାଇଁ ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ। ଫଳରେ ଜଣେ ମହିଳା ଘରେ ସନ୍ତାନ ପ୍ରସବ କରିଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ

ଜଗତସିଂହପୁର, ୧୧।୩: ୯ ମଣ୍ଡି ନୋଡାଲ ଅଫିସଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ। ମାର୍ଚ୍ଚ ମାସରେ ଦରମା ବନ୍ଦ କଲେ ଜଗତସିଂହପୁର ଜିଲାପାଳ। ନୋଡାଲ ଅଫିସର ଧାନ…

ଖାଲି ହାତରେ ବାଘ ସହ ଲଢୁଥିଲେ ଯୁବକ: ୧୨ରୁ ୧୫ ମିନିଟ୍‌ ପରେ ଘଟିଲା…

ଶିମ୍‌ଲା ,୧୧ା୩:ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ଯୁବକ କଲରାପତରିଆ ବାଘ ହାବୁଡ଼ରେ ପଡ଼ିବା ପରେ ଜୀବନରକ୍ଷା ପାଇଁ ଖାଲି ହାତରେ ଲଢ଼େଇ କରିବା ଏହାକୁ ମାରିଦେବା…

ରାଜ୍ୟବାସୀଙ୍କ ପାଇଁ ଖୁସିଖବର: ୩୦ଟି ଜିଲାରେ ହେବ MSME ଇ-ପାର୍କ

ଭୁବନେଶ୍ୱର,୧୧।୩: ରାଜ୍ୟର ୩୦ଟି ଜିଲାରେ ହେବ MSME ଇ-ପାର୍କ। ଏ ନେଇ ଗୃହରେ MSME ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ଏହା ୧୪ ଜିଲାରେ ଶେଷ…

IPL 2026: ପ୍ରଥମ ମ୍ୟାଚରେ ହେବ ବଡ଼ ଧମାକା, ଏହି ଦୁଇ ଟିମ୍ ଭିତରେ….

ନୂଆଦିଲ୍ଲୀ,୧୧।୩: ଆଉ କିଛି ଦିନ ପରେ ଆରମ୍ଭ ହୋଇଯିବ IPL ୨୦୨୬ । ଏନେଇ ସମସ୍ତେ ଉତ୍ସାହର ସହ ଅପେକ୍ଷା କରି ରହିଛନ୍ତି । ଏହା ଚଳିତ…

ପୁଅର ଇଚ୍ଛାମୃତ୍ୟୁ ପାଇଁ ବାପା କରିଥିଲେ ଆବେଦନ: ସୁପ୍ରିମକୋର୍ଟ ଦେଲେ ଅନୁମତି

ନୂଆଦିଲ୍ଲୀ,୧୧।୩: ପାସିଭ୍‌ ୟୁଥନେସିଆ ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ବଡ଼ ରାୟ ଦେଇଛନ୍ତି। ୧୨ ବର୍ଷରୁ ଅଧିକ ସମୟ ଧରି କୋମାରେ ଥିବା ଜଣେ ୩୧ ବର୍ଷୀୟ…

ଭୁବନେଶ୍ୱରରେ ଏତେ ବଢିଗଲା ଗ୍ୟାସଦର, ଆଜି କରନ୍ତୁ ବୁକିଂ, ନହେଲେ ଆଗକୁ ଆହୁରି…

ନୂଆଦିଲ୍ଲୀ,୧୧।୩: ମଧ୍ୟପ୍ରାଚ୍ୟ (ପଶ୍ଚିମ ଏସିଆ)ରେ ବଢ଼ୁଥିବା ଉତ୍ତେଜନାର ତାତି ଏବେ ଆପଣଙ୍କ ରୋଷେଇ ଘରକୁ ପହଞ୍ଚିଛି। ଗତ କିଛି ଦିନ ମଧ୍ୟରେ, ଭାରତରେ ଘରୋଇ ଏବଂ କର୍ମସିଆଲ…

ଜଙ୍ଗଲ ସୁରକ୍ଷାରେ ଅବହେଳା, ୩ ବନ କର୍ମଚାରୀ ନିଲମ୍ବିତ

କେନ୍ଦୁଝର,୧୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ) : ମୁଖ୍ୟାଳୟରୁ ଅନଧିକୃତ ଅନୁପସ୍ଥିତି, ପ୍ରଶାସନିକ ଅନୁଶାସନ ଏବଂ ଜଙ୍ଗଲ ଅଗ୍ନିକାଣ୍ଡ ସମେତ ବନ କାର୍ଯ୍ୟର ଭୁଲ ପରିଚାଳନା ଓ ହାତୀ ଫସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri