Posted inଫୁରସତ

Video: ଚଳନ୍ତା ବାଇକ୍‌ରେ ଖୁଲମ୍‌ଖୁଲ୍ଲା ରୋମାନ୍ସ କରୁଥିଲେ ପ୍ରେମୀଯୁଗଳ, ବସ୍‌ ଡ୍ରାଇଭର କରିଦେଲେ ଏଭଳି କାରନାମା

ସୋସିଆଲ ମିଡିଆରେ ଭାଇରାଲ ହେବାକୁ ଆଜିକାଲି ଲୋକେ କିଛି ବି କରିବାକୁ ପ୍ରସ୍ତୁତ ହୋଇଯାଉଛନ୍ତି। ଯେପରି ତାଙ୍କର ମାନ ସମ୍ମାନ ଚାଲିଗଲେ ବି କିଛି ପରବାଏ ନାହିଁ। ପୂର୍ବରୁ ଆପଣ ଅନେକ ଭିଡିଓ ଦେଖିଥିବେ ଯେଉଁଥିରେ ପ୍ରେମୀଯୁଗଳ ଚଳନ୍ତା ବାଇକ୍‌ରେ ରୋମାନ୍ସ କରୁଥିବା ନଜର ଆସିଥିବ। ଏହିଭଳି ଏକ ଭିଡିଓ ପୁଣି ସାମ୍ନାକୁ ଆସିଛି। ଭିଡିଓଟି ଛତିଶଗଡ଼ର ବିଳାସପୁର ଅଞ୍ଚଳର, ଯେଉଁଠାରେ ଏକ ପ୍ରେମୀଯୁଗଳ ସର୍ବସମ୍ମୁଖରେ ରୋମାନ୍ସ କରୁଥିବା ଦେଖାଯାଉଛି।
ଭିଡିଓରେ ଦେଖିବାକୁ ମିଳୁଛି ଯେ ବିଳାସପୁରର ସରକଣ୍ଡା ଥାନା ଅଞ୍ଚଳରେ ଏକ ପ୍ରେମୀଯୁଗଳ ଫିଲ୍ମଷ୍ଟାଇଲ୍‌ରେ ବାଇକ୍‌ରେ ରୋମାନ୍ସ କରୁଛନ୍ତି। ଯୁବତୀଜଣଙ୍କ ବାଇକ୍‌ ଟାଙ୍କିରେ ବସିଥିବା ବେଳେ ଯୁବକଜଣଙ୍କ ବାଇକ୍‌ ଚଳାଇବା ଅବସ୍ଥାରେ ରୋମାନ୍ସ କରି ଚାଲିଛନ୍ତି। ଅଧାରାତିରେ ସେ ଦୁହେଁ ନିର୍ଡର ହୋଇ ବୁଲୁଛନ୍ତି। ସେମାନଙ୍କର କେହି ଭିଡିଓ କରିବ ବୋଲି ଅନୁମାନ କରିବା ବି ଅସମ୍ଭବ। ଶେଷରେ ତାହା ହୋଇଛି। କେହିଜଣେ ଭିଡିଓ କରି ଶେୟାର କରିଦେବା ପରେ ତାହା ଭାଇରାଲ ହେଉଛି।
ତେବେ ଭୟଶୂନ ହୋଇ ପ୍ରେମୀଯୁଗଳ ବାଇକ୍‌ରେ ବୁଲୁଥିବାବେଳେ ସେହି ରାସ୍ତା ଦେଇ ଏକ ବସ୍‌ ଯାଉଥିଲା। ବସ୍‌ ଡ୍ରାଇଭର ତାଙ୍କର ଭିଡିଓ କରି ସୋସିଆଲ ମିଡିଆରେ ଛାଡ଼ି ଦେଇଥିଲେ। ଭିଡିଓ ଦେଖି ଲୋକେ ଏହା ଯାତାୟାତ ନିୟମର ଉଲ୍ଲଘଂନ ବୋଲି କହୁଛନ୍ତି। ଏହାଛଡ଼ା ଦୁହିଁଙ୍କୁ କିଛି ଲୋକେ ଭତ୍ସନା ବି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri