କେବଳ ଏହି କାରଣ ପାଇଁ ଝିଅର ନାମ ‘ଭାମିକା’ ରଖିଲେ ବିରୁଷ୍କା

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ୨୦୨୧ ଜାନୁୟାରୀ ୧୧ରେ ଏକ କନ୍ୟା ସନ୍ତାନ ଜନ୍ମ ହୋଇଥିଲା। ତେବେ ବିରାଟ ଏବଂ ଅନୁଷ୍କା ଶର୍ମାଙ୍କ ଝିଅ ଜନ୍ମ ହେବା ଦିନଠାରୁ ପ୍ରଶଂସକମାନେ ତାଙ୍କୁ ଦେଖିବାକୁ ଉତ୍ସାହିତ ଥିଲେ। ବର୍ତ୍ତମାନ ଉଭୟ ନିଜ ପ୍ରଶଂସକଙ୍କ ଏହି ଇଚ୍ଛା ପୂରଣ କରିଛନ୍ତି। ସେମାନେ ତାଙ୍କ ଝିଅର ପ୍ରଥମ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ତାଙ୍କ ପ୍ରଶଂସକଙ୍କ ଖୁବ୍‌ ପସନ୍ଦ କରିଛନ୍ତି। ଏହା ସହିତ ଉଭୟ ମଧ୍ୟ ତାଙ୍କ ଝିଅର ନାମ ପ୍ରକାଶ କରିଛନ୍ତି।

ସେମାନେ ଝିଅର ପ୍ରଥମ ଫଟୋ ଶେୟାର କରିବାବେଳେ କହିଛନ୍ତି ଯେ, ତାଙ୍କ ପ୍ରଥମ ସନ୍ତାନର ନାମ ହେଉଛି ‘ଭାମିକା’। ତେବେ ଝିଅର ନାମକୁ ନେଇ ସୋସିଆଲ ମିଡିଆରେ ବହୁତ ଚର୍ଚ୍ଚା ହେଉଛି। ସମସ୍ତେ ଜାଣିବାକୁ ଚାହୁଁଛନ୍ତି ଉଭୟ ଝିଅର ନାମ ଏପରି କାହିଁକି ରଖିଛନ୍ତି। ଏହି ନାମର ଅର୍ଥ କ’ଣ? ବାସ୍ତବରେ ବିରାଟ-ଅନୁଷ୍କାଙ୍କ ପ୍ରଶଂସକମାନେ ତାଙ୍କୁ ସ୍ନେହରେ ‘ବିରୁଷ୍କା’ ବୋଲି ଡାକନ୍ତି। ଏପରି ପରିସ୍ଥିତିରେ, ପ୍ରଶଂସକମାନେ ଅନୁମାନ କରୁଥିଲେ ଯେ ଉଭୟ ଝିଅର ନାମ ସେହିଭଳି କିଛି ରଖିବେ। କିନ୍ତୁ, ସେମାନେ ଝିଅର ନାମ ‘ଭାମିକା’ ବାଛିଛନ୍ତି।
ଏହି ନାମର ଅର୍ଥ ଦେବୀ ଦୁର୍ଗାଙ୍କ ସହ ଜଡିତ। ବାସ୍ତବରେ, ‘ଭାମିକା’ ଦେବୀ ଦୁର୍ଗାଙ୍କର ଏକ ବିଶେଷଣ। ଯାହା ତାଙ୍କ ବାମ ପାର୍ଶ୍ୱରେ ଅବସ୍ଥିତ ଯଥା ଭଗବାନ ଶିବ। ଭାମିକାଙ୍କ ମତ ହେଉଛି ଶିବ। ଭାମିକାର ଅର୍ଥ ବ୍ୟକ୍ତିର ସ୍ବଭାବ ସହିତ ଜଡିତ । ତେବେ, ଏହି ନାମରେ ବିରାଟ-ଅନୁଷ୍କାଙ୍କ ନାମ ମଧ୍ୟ କୌଣସି ପ୍ରକାର ଜଡ଼ିତ। ବିରାଟଙ୍କ ‘ଭି’ ଏବଂ ଅନୁଷ୍କାଙ୍କ ‘କାରୁ ‘ଭାମିକା’।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

ଧରିତ୍ରୀ ପ୍ରଭାବ: ରାସ୍ତାରୁ ହଟିଲା ବିପଜ୍ଜନକ ଚାମ୍ବର

ଥୁଆମୂଳ ରାମପୁର, ୧୦ା୭ (ଦୁର୍ଗା କୀର୍ତ୍ତି): ଧରିତ୍ରୀରେ ଖବର ପ୍ରକାଶ ପରେ ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ମୁଖ୍ୟ ରାସ୍ତାରେ ବିପଦସଙ୍କୁଳ ଅବସ୍ଥାରେ ଥିବା ଦୁଇଟି…

ବିଦେଶୀ ମଦ ଦୋକାନକୁ ନେଇ ତେଜୁଛି ଅସନ୍ତୋଷ

ଲାଞ୍ଜିଗଡ଼, ୧୦ା୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ରୁ ମୁନିଗୁଡ଼ାକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତା କଡ଼ରେ ଲଟେରି ମାଧ୍ୟମରେ ଖୋଲାଯାଇଥିବା ଠିପି ବନ୍ଦ ବିଦେଶୀ ମଦ ଦୋକାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri