Posted inଖେଳ

ସ୍ନେହରେ ପତ୍ନୀ ଅନୁଷ୍କାଙ୍କୁ ଏହି ନାମରେ ଡାକନ୍ତି ବିରାଟ: ଆପଣ ଜାଣନ୍ତି କି ତାଙ୍କର ଏସବୁ ସିକ୍ରେଟ୍‌…

ନୂଆଦିଲ୍ଲୀ,୨।୫: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ହେଉଛନ୍ତି ବିରାଟ କୋହଲୀ। ବ୍ୟକ୍ତିଗତ ଜୀବନ ସହ ଖେଳ ଜୀବନରେ ସଫଳତାର ଶୀର୍ଷରେ ପହଞ୍ଚିଥିବା ବିରାଟ ନିଜର ପ୍ରେମ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପରେ ଏହା କିଛିଟା କମିଥିଲେ ହେଁ ଆଇପିଏଲ୍‌ ମଇଦାନରେ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ଉପସ୍ଥିତି ଖବର ଶିରୋନାମା ପାଲଟିଥାଏ। ନିକଟରେ ପିତା ହୋଇଛନ୍ତି ବିରାଟ। ତେବେ ଆସନ୍ତୁ ଜାଣିବା ବିରାଟ-ଅନୁଷ୍କାଙ୍କ ସମ୍ପର୍କକୁ ନେଇ କିଛିଟା ଅଜଣା କଥା।

– ଓକିଲ ପ୍ରେମ କୋହଲୀଙ୍କ ପୁଅ ବିରାଟ ୧୯୮୮ ମସିହା ନଭେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ। ଦୀର୍ଘ ଦିନ ଧରି ସେ ଅନୁଷ୍କାଙ୍କୁ ଡେଟ୍‌ କରିବା ପରେ ୨୦୧୭ ମସିହା ଡିସେମ୍ବର ୧୧ ତାରିଖରେ ତାଙ୍କୁ ବିବାହ କରିଥିଲେ।

-ଇଟାଲୀରେ ବେଶ୍‌ ଗୋପନୀୟ ଭାବେ ଏହି ବିବାହ ଅନୁଷ୍ଠିତ ହୋଇଥିଲା। ଉଭୟ ପରସ୍ପରକୁ ବେଶ୍‌ ଭଲପାଉଥିବା ବେଳେ କାମକୁ ନେଇ ଜଣେ ଅନ୍ୟଜଣଙ୍କୁ ପ୍ରୋତ୍ସାହିତ କରିଥାନ୍ତି।

-ବିରାଟ ସ୍ନେହରେ ଅନୁଷ୍କାଙ୍କୁ ନୁଷ୍କି ବୋଲି ଡାକିଥାନ୍ତି।

-୨୦୧୩ରେ ବିରାଟ ଏବଂ ଅନୁଷ୍କା ଏକ ବିଜ୍ଞାପନରେ ପରସ୍ପରକୁ ଭେଟିଥିଲେ। ଏହା ପରେ ଉଭୟ ବନ୍ଧୁ ଏବଂ ପରେ ତାହା ବିବାହ ପର୍ଯ୍ୟନ୍ତ ଯାଇଥିଲା।

-ପ୍ରେମରେ ଥିବା ବେଳେ ବିରାଟ ଏକଦା ଦକ୍ଷିଣ ଆଫ୍ରିକା ଗସ୍ତ କରି ଅନୁଷ୍କାଙ୍କ ଘରେ ପହଞ୍ଚି ଯାଇଥିଲେ। ସେଭଳି ଅନୁଷ୍କା ମଧ୍ୟ ୨୦୧୪ରେ ନ୍ୟୁଜିଲାଣ୍ଡରେ ପହଞ୍ଚିଯାଇଥିଲେ। ଏହାପରେ ବିରାଟଙ୍କ ସହ ତାଙ୍କ ସମ୍ପର୍କ ଥିବା ସ୍ପଷ୍ଟ ହୋଇଯାଇଥିଲା।

-ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିରାଟ ଶତକ କରିଥିଲେ। ଏହା ପରେ ଅନୁଷ୍କାଙ୍କୁ ସେ ଫ୍ଲାଇଂ କିସ୍‌ ଦେଇଥିଲେ। ଉକ୍ତ ଭିଡିଓ ଏବେ ପର୍ଯ୍ୟନ୍ତ ଭାଇରାଲ ହେଉଛି।

-ଆଇପିଏଲ୍‌ର ଓପନିଂ ଉତ୍ସବବରେ ଅନୁଷ୍କା ଯୋଗଦେବାକୁ ପହଞ୍ଚିଥିଲେ। ଏହା ଦେଖି ବିରାଟ ବେଶ ଖୁସି ହୋଇଯାଇଥିଲେ। ଉକ୍ତ ସମୟର ଫଟୋ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?