ବିବାହ ପରେ ମାତ୍ର ୨୧ ଦିନ ଏକତ୍ର ରହିଥିଲେ ବିରାଟ-ଅନୁଷ୍କା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି କୌଣସି ନା କୌଣସି ଖବରକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ବିବାହ ପୂର୍ବରୁ ମଧ୍ୟ ଏହି ଯୋଡି ଏକାଠି ସମୟ ବିତାଉଥିବାକୁ ନେଇ ଚର୍ଚ୍ଚାରେ ରହୁଥିଲେ। ଏବେ ପୁଣିଥରେ ଏହି ଯୋଡି ଚର୍ଚ୍ଚାକୁ ଆସିଛନ୍ତି। ଏବେ ଚର୍ଚ୍ଚା ସେମାନଙ୍କ ସମ୍ପର୍କକୁ ନେଇ। ବିରୁଷ୍କା ବିବାହ ପରେ ୬ ମାସ ପର୍ଯ୍ୟନ୍ତ କାମରେ ବ୍ୟସ୍ତ ରହିଥିଲେ। ତେଣୁ ସେମାନେ ମାତ୍ର ୨୧ ଦିନ ଏକାଠି ରହିଥିଲେ। ଏହି ଦିନଗୁଡିକୁ ଅନୁଷ୍କା ଭଲଭାବେ ଗଣି ମନେରଖିଛନ୍ତି। ଏକ ସାକ୍ଷାତକାରେ ନିଜେ ଅନୁଷ୍କା ଏହା କହିଛନ୍ତି। ଆହୁରି ମଧ୍ୟ ସେ କୁହନ୍ତି, ଯେତେବେଳେ ବିରାଟ ତାଙ୍କୁ ଭେଟିବାକୁ ଯାଉଥିଲେ କିମ୍ବା ସେ ବିରାଟଙ୍କୁ ଭେଟିବାକୁ ଯାଉଥିଲେ ସେମାନଙ୍କ ମଧ୍ୟରେ ଜଣେ ବ୍ୟସ୍ତ ରହୁଥିଲେ। ତେଣୁ ବିରୁଷ୍କା କେବଳ ଏକାଠି ଖାଇବାକୁ ସମୟ ପାଉଥିଲେ। ମାତ୍ର ଏହାକୁ ହଲିଡେ ମନାଉଥିବା ଲୋକେ କୁହନ୍ତି ବୋଲି ଅନୁଷ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଭଳି ନାଚୁଛି ପକ୍ଷୀ, ଦେଖନ୍ତୁ ଭିଡିଓ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଏନ୍‌ସିଏ ମୁଖ୍ୟ ଡ୍ରାଭିଡଙ୍କୁ ଭେଟିବେ ଗାଙ୍ଗୁଲି

ନୂଆଦିଲ୍ଲୀ, ୨୯|୧୦(ପି.ଟି.)- ଦୀର୍ଘଦିନ ଧରି ଟିମ୍‌ମେଟ୍‌ ରହିଆସିଥିବା ସୌରଭ ଗାଙ୍ଗୁଲି ଓ ରାହୁଲ ଡ୍ରାଭିଡ ବୁଧବାର ବେଙ୍ଗାଲୁରୁରେ ପରସ୍ପରକୁ ଭେଟିବେ। ଗାଙ୍ଗୁଲି ବର୍ତ୍ତମାନ ଭାରତୀୟ କ୍ରିକେଟ୍‌...

ପ୍ରଥମ ମହିଳା ସିଇଓ ପାଇଁ କ୍ରିକେଟ୍‌ ଅଷ୍ଟ୍ରେଲିଆ ପ୍ରସ୍ତୁତ:ପେରୀ

ମେଲବୋର୍ନ, ୧୯।୬ (ପି.ଟି.)- କ୍ରିକେଟ୍‌ ଅଷ୍ଟ୍ରେଲିଆ (ସିଏ) ପ୍ରଥମଥର ଲାଗି ଏହାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦରେ ଜଣେ ମହିଳାଙ୍କୁ ନିଯୁକ୍ତ କରିବାକୁ ପ୍ରସ୍ତୁତ...

ଓ୍ବେଷ୍ଟଇଣ୍ଡିଜକୁ ଜରିମାନା

କଲମ୍ବୋ,୨୩ା୨- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିଙ୍କୁ ଜରିମାନା କରାଯାଇଛି। କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ...

ସୁଦିରମାନ କପ୍‌:ପରାଜୟରୁ ଭାରତର ଅଭିଯାନ ଆରମ୍ଭ

ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ଡି’ର ପ୍ରଥମ ମ୍ୟାଚ୍‌ରେ ଭାରତ...

‘ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଲଣ୍ଡନ,୨୬।୫- ବିଶ୍ୱକପ୍‌ର ଅନ୍ୟତମ ଫେଭରାଇଟ୍‌ ଭାରତକୁ ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୬ ଉଇକେଟରେ ପରାସ୍ତ କରିଛି। ଟ୍ରେଣ୍ଟ ବୋଲ୍ଟ ଓ କଲିନ ଡେ ଗ୍ରାଣ୍ଡହୋମଙ୍କ...

୪୬ ବର୍ଷରେ ପ୍ରଥମ ଥର ପାଇଁ ୧୧୭ ଦିନ ବନ୍ଦ ରହିଲା କ୍ରିକେଟ୍‌

ଲଣ୍ଡନ, ୭।୭- ଘରୋଇ ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ କ୍ରିକେଟ୍‌ ଦଳ ମଧ୍ୟରେ ବହୁପ୍ରତୀକ୍ଷିତ ଟେଷ୍ଟ ସିରିଜ ବୁଧବାରଠାରୁ ସାଉଥାମ୍ପଟନରେ ଆରମ୍ଭ ହେବାକୁ ଯାଉଛି। ମହାମାରୀ କରୋନା...

ମୁଡି ସନରାଇଜର୍ସର କ୍ରିକେଟ ନିର୍ଦ୍ଦେଶକ

ନୂଆଦିଲ୍ଲୀ, ୧୬।୧୨ (ପି.ଟି.)-କ୍ରିକେଟରରୁ କୋଚ୍‌ ହୋଇଥିବା ଅଷ୍ଟ୍ରେଲିଆର ଟମ୍‌ ମୁଡି ମଙ୍ଗଳବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ଫ୍ରାଞ୍ଚାଇଜ୍‌ ସନରାଇଜର୍ସ ହାଇଦ୍ରାବାଦର କ୍ରିକେଟ ନିର୍ଦ୍ଦେଶକ ଭାବେ...

Advertisement

BGU

Archives

Model This Week

Why Dharitri