Posted inଖେଳ

ବିରାଟ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ-ରୋହିତଙ୍କୁ ଭୟ କରନ୍ତି ବୋଲର: ଏହି କ୍ରିକେଟର କଲେ ପ୍ରଶଂସା…

କୋଲକାତା,୮।୨ : ଭାରତୀୟ ଦଳର ତାରକା ଦ୍ରୁତ ବୋଲର ମହମ୍ମଦ ଶାମି ଏକ ସାକ୍ଷାତକାର ସମୟରେ ଟିମ୍‌ ଇଣ୍ଡିଆର ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କୁ ପ୍ରଶଂସା କରିଛନ୍ତି। ଯେତେବେଳେ ତାଙ୍କୁ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିଷୟରେ ପଚରାଯାଇଥିଲା, ସେ କହିଥିଲେ ବିରାଟ କୋହଲି ବର୍ତ୍ତମାନ ଦୁନିଆର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ। ଶାମି ବିରାଟଙ୍କ ବିଷୟରେ ଆଉ ଏକ ମଜାଦାର କାହାଣୀ କହିଥିଲେ। ଶାମି କହିଛନ୍ତି ବୋଲର ୱିକେଟ ନିଅନ୍ତି କିନ୍ତୁ ବିରାଟ କୋହଲି ଏଥିରୁ ଅଧିକ ଖୁସି ପାଆନ୍ତି। ୱିକେଟ ପାଇବା ମାତ୍ରେ ବିରାଟ ଆନନ୍ଦରେ ଡେଇଁପଡନ୍ତି। ଏହା ବ୍ୟତୀତ ରୋହିତ ଶର୍ମାଙ୍କ ବିଷୟରେ ସେ କହିଛନ୍ତି ରୋହିତ ଶର୍ମା ଦୁନିଆର ସବୁଠାରୁ ବିପଜ୍ଜନକ ଏବଂ ବିସ୍ଫୋରକ ବ୍ୟାଟ୍ସମ୍ୟାନ। ଯେପର୍ଯ୍ୟନ୍ତ ସେ କ୍ରିଜ ଉପରେ ରହିଛନ୍ତି, ସେ ବୋଲର ତାଙ୍କୁ ଭୟ କରନ୍ତି ।

ମହମ୍ମଦ ଶାମି ଟିମ ଇଣ୍ଡିଆ ପାଇଁ ୬୪ ଟି ଟେଷ୍ଟ, ୧୦୧ ଟି ଏକଦିବସୀୟ ଏବଂ ୨୩ ଟି-୨୦ ମ୍ୟାଚ ଖେଳିଛନ୍ତି। ୬୪ ଟି ଟେଷ୍ଟ ମ୍ୟାଚରେ ମହମ୍ମଦ ଶାମି ୨୨୯ ୱିକେଟ ନେଇଛନ୍ତି। ଏହା ବ୍ୟତୀତ ୧୦୧ ଟି ଦିନିକିଆ ମ୍ୟାଚରେ ୧୯୫ ୱିକେଟ ନେଇଛନ୍ତିି। ୨୩ ଟି-୨୦ ମ୍ୟାଚରେ ୨୪ ୱିକେଟ ନେଇଛନ୍ତି। ବର୍ତ୍ତମାନ ଶାମି ଆହତ କାରଣରୁ ଟିମ ଇଣ୍ଡିଆଠାରୁ ବାହାରେ ରହିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri