ବିରାଟ କୋହଲିଙ୍କ ଝିଅକୁ ବଳାତ୍କାର ଧମକ ଦେଇଥିବା ଯୁବକ ଗିରଫ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କୁ ବଳାତ୍କାର ଧମକ ଦେଇଥିବା ଯୁବକ ବୁଧବାର ଗିରଫ ହୋଇଛନ୍ତି। ସେହି ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ରାମନାଗେଶ ଅଲିବଥିନି (୨୩) । ହାଇଦ୍ରାବାଦରୁ ମୁମ୍ବାଇର ସାଇବର ସେଲ ପୋଲିସ ରାମନାଗେଶକୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତ ରାମନାଗେଶ ପେଶାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିଅର।

ଦୁବାଇରେ ଚାଲିଥିବା ଟି-୨୦ ବିଶ୍ୱ କପ୍‌ ମ୍ୟାଚରେ ପାକିସ୍ତାନ ଠାରୁ ଭାରତ ହାରିବା ପରେ ବିରାଟ କୋହଲି ଏବଂ ତାଙ୍କ ପରିବାରକୁ ଧମକ ମିଳିଥିଲା। ଏକ ଅଜଣା ଟୁଇଟ୍‌ର ମାଧ୍ୟମରେ ଭାମିକାଙ୍କୁ ବଳାତ୍କାର କରିବାକୁ ଧମକ ମିଳିଥିଲା। ଟୁଇଟ୍‌ ପରେ ସେ ଆକାଉଣ୍ଟକୁ ଡିଲିଟ୍‌ କରି ଦିଆଯାଇଥିଲା।
ଏହି ଧମକ ଆସିବା ପରେ ଦିଲ୍ଲୀ ମହିଳା କମିଶନ୍‌ ପୋଲିସକୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଦିଲ୍ଲୀ ମହିଳା କମିଶନର ସ୍ବାତୀ ମାଲିୱାଲ ଘଟଣାକୁ ନିନ୍ଦା କରିବା ସହ ଜଣେ ୯ ମାସ ଝିଅକୁ ଧମକ ଦେବା ଅତ୍ୟନ୍ତ ଲଜ୍ଜାଜନକ ବୋଲି କହିଥିଲେ। କୋହଲି ମଧ୍ୟ ଏ ନେଇ ପୋଲିସରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri