ବିରାଟ କୋହଲିଙ୍କ ଝିଅକୁ ବଳାତ୍କାର ଧମକ ଦେଇଥିବା ଯୁବକ ଗିରଫ

ମୁମ୍ବାଇ: ଭାରତୀୟ କ୍ରିକେଟ ଟିମ୍‌ର ଅଧିନାୟକ ବିରାଟ କୋହଲିଙ୍କ ଝିଅ ଭାମିକାଙ୍କୁ ବଳାତ୍କାର ଧମକ ଦେଇଥିବା ଯୁବକ ବୁଧବାର ଗିରଫ ହୋଇଛନ୍ତି। ସେହି ଅଭିଯୁକ୍ତ ଜଣଙ୍କ ହେଉଛନ୍ତି ରାମନାଗେଶ ଅଲିବଥିନି (୨୩) । ହାଇଦ୍ରାବାଦରୁ ମୁମ୍ବାଇର ସାଇବର ସେଲ ପୋଲିସ ରାମନାଗେଶକୁ ଗିରଫ କରିଥିବା ଜଣାପଡିଛି। ଅଭିଯୁକ୍ତ ରାମନାଗେଶ ପେଶାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିଅର।

ଦୁବାଇରେ ଚାଲିଥିବା ଟି-୨୦ ବିଶ୍ୱ କପ୍‌ ମ୍ୟାଚରେ ପାକିସ୍ତାନ ଠାରୁ ଭାରତ ହାରିବା ପରେ ବିରାଟ କୋହଲି ଏବଂ ତାଙ୍କ ପରିବାରକୁ ଧମକ ମିଳିଥିଲା। ଏକ ଅଜଣା ଟୁଇଟ୍‌ର ମାଧ୍ୟମରେ ଭାମିକାଙ୍କୁ ବଳାତ୍କାର କରିବାକୁ ଧମକ ମିଳିଥିଲା। ଟୁଇଟ୍‌ ପରେ ସେ ଆକାଉଣ୍ଟକୁ ଡିଲିଟ୍‌ କରି ଦିଆଯାଇଥିଲା।
ଏହି ଧମକ ଆସିବା ପରେ ଦିଲ୍ଲୀ ମହିଳା କମିଶନ୍‌ ପୋଲିସକୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଦିଲ୍ଲୀ ମହିଳା କମିଶନର ସ୍ବାତୀ ମାଲିୱାଲ ଘଟଣାକୁ ନିନ୍ଦା କରିବା ସହ ଜଣେ ୯ ମାସ ଝିଅକୁ ଧମକ ଦେବା ଅତ୍ୟନ୍ତ ଲଜ୍ଜାଜନକ ବୋଲି କହିଥିଲେ। କୋହଲି ମଧ୍ୟ ଏ ନେଇ ପୋଲିସରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେରଳ ବିଧାନସଭା ନିର୍ବାଚନ: ସିପିଆଇଏମ୍‌ ଜାରି କଲା ୮୩ ଜଣିଆ ପ୍ରାର୍ଥୀ ତାଲିକା

ଥିରୁଭାନନ୍ତପୁରମ୍‌,୧୦।୩: ଆଗକୁ କେରଳରେ ବିଧାନସଭା ନିର୍ବାଚନ। ଶାସକ ସିପିଆଇଏମ୍‌ ପକ୍ଷରୁ ୮୩ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ କନ୍ନୁର ଜିଲାର...

କାନ୍ଦି ପକାଇଲେ ହରକ ସିଂ ରାୱତ, କହିଲେ ଏତେ ବଡ ନିଷ୍ପତ୍ତି ବିଷୟରେ ଆଗରୁ ଜଣା ନ ଥିଲା

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬...

ସଚିନଙ୍କ ଉଇକେଟ୍‌ ନେଇ କ’ଣ ସ୍ପେଶାଲ ଗିଫ୍ଟ ପାଇଥିଲେ ପ୍ରଜ୍ଞାନ

ହାଇଦ୍ରାବାଦ, ୨୮।୬- ଭାରତୀୟ ଦଳର ପ୍ରାକ୍ତନ ସ୍ପିନର ତଥା ଓଡ଼ିଆ କ୍ରିକେଟର୍‌ ପ୍ରଜ୍ଞାନ ଓଝା ୨୦୦୯ରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ...

ଇନ୍ଦିରା ଗାନ୍ଧୀଙ୍କ ପୂଣ୍ୟତିଥି: ଶ୍ରଦ୍ଧାଞ୍ଜଳି ଦେଲେ ମୋଦି-ଶାହ-ସୋନିଆ-ମନମୋହନ

ନୂଆଦିଲ୍ଲୀ,୩୧।୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୩୫ତମ ପୂଣ୍ୟ ତିଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ ଟୁଇଟ୍‌ କରି ଇନ୍ଦିରାଙ୍କୁ ବିନମ୍ର...

ବନ୍ୟା ଯୋଗୁ ଚାଷ ଜମିରେ ଫସି ରହିଥିବା ୧୨ କୃଷକଙ୍କୁ ଉଦ୍ଧାର କଲା ସେନା ହେଲିକପ୍ଟର

ହାଇଦ୍ରାବାଦ,୧୬।୮: ତେଲେଙ୍ଗାନାରେ କିଛିଦିନ ହେବ ଲଗାତାର ଭାବେ ବର୍ଷା ହୋଇ ଚାଲିଛି। ଫଳରେ ଏଠାକାର ଅଧିକାଂଶ ଅଞ୍ଚଳରେ ବନ୍ୟା ଦେଖାଦେଇଛି। ବନ୍ୟାଯୋଗୁ ନିକଟରେ ୧୨ ଜଣ...

ପଡ଼ିଲା ପ୍ରଥମ ଉଇକେଟ

ଅକ୍‌ଲାଣ୍ଡ,୨୬।୧- ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ଉଇକେଟ ହରାଇଛି। ଦଳୀୟ ସ୍କୋର ୬ ଓଭରରେ ୪୮ ରନ୍‌ ହୋଇଥିବାବେଳେ...

ମୋଦିଙ୍କ ସିଏଏ ସମର୍ଥନ ଅଭିଯାନକୁ ବିରୋଧ: ୨୪ ଘଣ୍ଟାରେ ୬ ଲକ୍ଷରୁ ଅଧିକ ଟୁଇଟ୍‌

ନୂଆଦିଲ୍ଲୀ,୩୧।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ସମର୍ଥନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଏକ ଟୁଇଟର ଅଭିଯାନ ଆରମ୍ଭ କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କ ଏହି ଅଭିଯାନକୁ ବିରୋଧ...

ଯାହାର ରାଜ୍ୟପାଳ ତାହାର ସରକାର: ଅଖିଳେଶ ଯାଦବ

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ର ରାଜନୀତିରେ ଅଚାନକ ରାତିକ ମଧ୍ୟରେ ରାଜନୈତିକ ସମୀକରଣ ବଦଳି ଯାଇଛି। ପୁଣିଥରେ ଦେବେନ୍ଦ୍ର ଫଡ଼ନବିସ ମୁଖ୍ୟମନ୍ତ୍ରୀ ଡୋର ଧରିଛନ୍ତି। ଏହାକୁ ନେଇ ସମାଜବାଦୀ...

Advertisement
Archives

Model This Week