Posted inଖେଳ

କୋହଲିଙ୍କୁ ବଡ଼ ଉପହାର ଦେଲା ବିସିସିଆଇ

ନୂଆଦିଲ୍ଲୀ,୧।୩: ଭାରତ-ଶ୍ରୀଲଙ୍କା ମଧ୍ୟରେ ଦୁଇ ଟେଷ୍ଟ ମ୍ୟାଚ୍‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ମୋହାଲିରେ ଖେଳାଯିବ। ଏହି ମ୍ୟାଚ୍‌ରେ ରୋହିତ ଶର୍ମା ପ୍ରଥମ ଥର ପାଇଁ ଟେଷ୍ଟ ଅଧିନାୟକ ପଦ ନିର୍ବାହ କରିବେ। ସେହିଭଳି ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ଏହା ୧୦୦ତମ ଟେଷ୍ଟ ମ୍ୟାଚ୍‌ ହେବ। ମ୍ୟାଚ୍‌ର ସ୍ବତନ୍ତ୍ରତାକୁ ଦୃଷ୍ଟିରେ ରଖି ବିସିସିଆଇ ଏବେ ବଡ଼ ନିଷ୍ପତ୍ତି ନେଇଛି।

ବିରାଟଙ୍କୁ ଉପହାର ଦେବାକୁ ଯାଇ ବିସିସିଆଇ ମୋହାଲି ଟେଷ୍ଟରେ ୫୦% ଦର୍ଶକଙ୍କ ଉପସ୍ଥିତିକୁ ଅନୁମତି ଦେଇଛି। ଫଳରେ ଦର୍ଶକମାନେ ତାଙ୍କର ଏହି ଟେଷ୍ଟ ମ୍ୟାଚ୍‌କୁ ଆଖିରେ ଦେଖିପାରିବେ।

କହିରଖୁଛୁ, ଜଣେ ସୁପରଷ୍ଟାର ବ୍ୟାଟ୍ସମ୍ୟାନ ଭାବେ କୋହଲି ପରିଚିତ। ସଚିନ ତେନ୍ଦୁଲକରଙ୍କ ପରେ ସେ ସବୁଠାରୁ ଅଧିକ ୭୧ ଶତକ ମାରିଛନ୍ତି। ଏଣୁ ନିଜର ୧୦୦ତମ ଟେଷ୍ଟ ମ୍ୟାଚ୍‌ରେ ପୁଣି ଥରେ ବିରାଟଙ୍କୁ ଫର୍ମରେ ଦେଖିବାକୁ ଅପେକ୍ଷା କରି ରହିଛନ୍ତି ପ୍ରଶଂସକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଗଲ୍ଫ ଖେଳାଳି କାବ୍ରେରାଙ୍କୁ ୨ବର୍ଷ ଜେଲ

ବୁଏନ୍ସଏୟାର୍ସ, ୯ା୭(ଏପି)-ପୂର୍ବତନ ମାଷ୍ଟର୍ସ ଓ ୟୁଏସ୍‌ ଓପନ୍‌ ଚାମ୍ପିୟନ ଆର୍ଜେଣ୍ଟିନା ଗଲ୍ଫ ଖେଳାଳି ଆଞ୍ଜେଲ କାବ୍ରେରାଙ୍କୁ ୨ ବର୍ଷ ଜେଲଦଣ୍ଡ ହୋଇଛି। ୫୧ ବର୍ଷୀୟ କାବ୍ରେରା...

ପୃଥ୍ବୀ ଶ’ଙ୍କୁ ‘ଶୋ-ଷ୍ଟପର୍‌’ ଭାବନ୍ତି ଏହି କ୍ରିକେଟର, କହିଲେ-ବ୍ୟାଟିଂ ବେଳେ ତାଙ୍କ…

ନୂଆଦିଲ୍ଲୀ,୨୪।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜକୁ ୨-୧ରେ ଜିତିଛି। ଏହି ସିରିଜରେ ସୂର୍ଯ୍ୟକୁମାର ଯାଦବ ଏବଂ ପୃଥ୍ବୀ ଶ’ ଉଲ୍ଲେଖନୀୟ...

ଧୋନୀଙ୍କୁ ମିସ୍‌ କରୁଛନ୍ତି ‘ନଂ ଓ୍ବାନ୍‌ ଫ୍ୟାନ୍‌’: କହିଲେ ଏମିତି

କରୋନା ଯୋଗୁୁ ଚଳିତ ବର୍ଷ ଆଇପିଏଲ ଭାରତରେ ନୁହେଁ ୟୁଏଇରେ ଆୟୋଜିତ ହେଉଛି। କରୋନାଙ୍କ ବିପଦକୁ ଦେଖି ଅନେକ ଖେଳାଳି ଏଥର ନିଜ ପରିବାରକୁ ସାଙ୍ଗରେ...

ପରାଜୟରେ ନିଜକୁ ଉତ୍ତରଦାୟୀ କରିଥାନ୍ତି ଧୋନୀ: ମୋହିତ

ନୂଆଦିଲ୍ଲୀ,୨୬।୫ (ପି.ଟି.): ଭାରତୀୟ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି ଦ୍ରୁତ ବୋଲର ମୋହିତ ଶର୍ମା। ସେ ଜଣେ ପ୍ରକୃତ ଅଧିନାୟକ।...

ସିଏସ୍‌ଏ ଶ୍ରେଷ୍ଠ ପୁରସ୍କାର: ନର୍ଜେ, ମାରକ୍ରାମଙ୍କ ନାମ ସୁପାରିସ

ଜୋହାନ୍ସବର୍ଗ,୨୫।୫(ପି.ଟି.): କ୍ରିକେଟ ସାଉଥ୍‌ ଆଫ୍ରିକା (ସିଏସ୍‌ଏ) ପ୍ଲେୟର ଅଫ୍‌ ଦି ଇୟର ପୁରସ୍କାର ଦୌଡ଼ରେ ସାମିଲ ହୋଇଛନ୍ତି ଦ୍ରୁତ ବୋଲର ଏନରିଚ୍‌ ନର୍ଜେ ଓ ବ୍ୟାଟ୍ସମ୍ୟାନ...

ଭାରତୀୟ ଦଳ ପାଇଁ ଖରାପ ଖବର,ହସ୍ପିଟାଲ ଗଲେ ଏହି ଖେଳାଳି

ଚେନ୍ନାଇ,୧୬।୨: ଚେନ୍ନାଇ ଟେଷ୍ଟରେ ଭାରତୀୟ ଦଳ ବିଜୟ ଆଡକୁ ଗତି କରିଛି। ଏହି ଟେଷ୍ଟରେ ଯଦିଓ ଭାରତ ବିଜୟ ସୁନିଶ୍ଚିତ ରହିଛି, କିନ୍ତୁ ଭାରତୀୟ ଦଳ...

ଏକ ଦିବସୀୟ ଫୁଟବଲ୍‌: ନିମେଇସାପୁର ଚାମ୍ପିୟନ

ବିରିଡ଼ି/ବାଲିଆ,୧୩ା୧୧(ଡି.ଏନ.ଏ): ବିରିଡି ବ୍ଲକ ୨୨ମୌଜା ମଇଁନ୍ଦିପୁର-କମଳପୁର ଯୁବକ ସଂଘ ଆନୁକୂଲ୍ୟରେ ୩୭ତମ ଏକଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ସ୍ଥାନୀୟ ବୈଦ୍ୟନାଥ କ୍ରୀଡ଼ା ସଂସଦ ଖେଳପଡିଆରେ ମଙ୍ଗଳବାର ଅନୁଷ୍ଠିତ...

ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ରୋଚ୍‌ ଆଗ୍ରହୀ

ଲଣ୍ଡନ, ୨୯ା୫ (ଏଏଫ୍‌ପି)-କରୋନାଭାଇରସ୍‌ ଆଶଙ୍କା ସତ୍ତ୍ୱେ ଓ୍ବେଷ୍ଟଇଣ୍ଡିଜ ଦଳ ସହ ଇଂଲଣ୍ଡ ଟୁର୍‌ରେ ଯିବା ଲାଗି ମୋର ଆଗ୍ରହ ରହିଛି ବୋଲି କହିଛନ୍ତି ଫାଷ୍ଟ ବୋଲର...

Advertisement
Archives

Model This Week