୬ ମାସରେ ପଦାର୍ପଣ କଲେ ବିରୁଷ୍କାଙ୍କ ଲାଡ୍‌ଲୀ

ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲି ଏବଂ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ ଲାଡଲୀ ତଥା ଝିଅ ଭାମିକା ୬ ମାସରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ବିରୁଷ୍କା ଧୁମ୍‌ଧାମ୍‌ରେ ଝିଅର ୬ ମାସିକ ପାଳନ କରିଛନ୍ତି। ଏହାର ଫଟୋ ଅନୁଷ୍କା ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଫଟୋ ବିରାଟ ଝିଅ ଭାମିକାଙ୍କୁ ଧରି ଗେହ୍ଲା କରୁଥିବାବେଳେ ଅନ୍ୟ ଏକ ଫଟୋରେ ଅନୁଷ୍କାଙ୍କ ପେଟ ଉପରେ ଭାମିକା ଶୋଇଥିବାର ନଜର ଆସିଛନ୍ତି। ଫଟୋ ଶେୟାର କରି ଅନୁଷ୍କା କ୍ୟାପଶନ୍‌ ଦେଇଛନ୍ତି, ତା’ର ଗୋଟିଏ ହସ, ଆମ ସାରା ଦୁନିଆ ବଦଳାଇ ଦିଏ। ସୂଚନାଯୋଗ୍ୟ, ବିରୁଷ୍କା ଏବେ ଭାରତୀୟ ଦଳ ସହ ଇଂଲଣ୍ଡରେ ଅଛନ୍ତି। ଇଂଲଣ୍ଡ ସହ ଟେଷ୍ଟ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ୨୦ ଦିନିଆ ବ୍ରେକ ମିଳିଛି। ଏହି ସମୟରେ ଖେଳାଳିମାନେ ନିଜ ପରିବାର ସହ ସମୟ ବିତାଉଛନ୍ତି।

 विराट कोहली भी अपनी बेटी वामिका के साथ ज्‍यादा से ज्‍यादा समय बिताने की कोशिश कर रहे हैं. अनुष्‍का ने कोहली के साथ बेटी वामिका के 6 महीने पूरे होने का जश्‍न मनाया.

 अनुष्‍का ने लिखा कि उसकी एक मुस्‍कान हमारी पूरी दुनिया को बदल सकती है. मुझे उम्‍मीद है कि हम दोनों उस प्‍यार पर खरे उतर सकते हैं , जिसके साथ आप हमें देखती हैं, नन्‍हीं परी.


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?