Posted inଖେଳ

ସମାନ ଶର୍ଟକୁ ଏକା ଭଳି ଚୁଟି…କୋହଲି-ବାବର ଲାଗୁଛନ୍ତି ଯାଆଁଳା ଭାଇ

ନୂଆଦିଲ୍ଲୀ,୧।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସହ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ତୁଳନା କରାଯାଇଥାଏ। କେତେବେଳେ ରେକର୍ଡକୁ ନେଇ ତ କେବେ ଖେଳ ଏବଂ ବ୍ୟାଟିଂଶୈଳୀକୁ ନେଇ ଚର୍ଚ୍ଚା ହୋଇଥାଏ। ହେଲେ ଏବେ କିଛି ଭିନ୍ନ କାରଣକୁ ନେଇ ଉଭୟ ଖେଳାଳି ଖବର ଶିରୋନାମା ପାଲଟିଛି।

କୋହଲି ଏବଂ ବାବରଙ୍କ ପିଲାଦିନର ଫଟୋ ଭାଇରାଲ ହେଉଛି। ଏଥିରେ ଉଭୟ ଖେଳାଳି ପୋଷାକ ଏବଂ ହେୟାରଷ୍ଟାଇଲ୍‌କୁ ନେଇ ଯାଆଁଳା ଭଳି ନଜର ଆସୁଛନ୍ତି। ଫେସକଟ୍‌ ଅଲଗା ହେଲେ ହେଁ ଫ୍ୟାଶନ ମାମଲାରେ ଉଭୟ ଏକଭଳି କହିପାରିବେ।

ତେବେ ୩୩ ବର୍ଷୀୟ କୋହଲି ୨୦୦୮ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ବର୍ତ୍ତମାନ ସେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଜଣେ। ଏଯାବତ ସେ ଅନ୍ତର୍ଜାତୀୟ କ୍ରିକେଟରେ ୭୧ ଶତକ ମାରିଛନ୍ତି। ସେହିଭଳି ୨୭ ବର୍ଷୀୟ ବାବର ୨୦୧୫ରେ ଡେବ୍ୟୁ କରିଥିଲେ। ଏବେ ସେ ବିଶ୍ୱ କ୍ରିକେଟରେ ଦୁନିଆର ଶ୍ରେଷ୍ଠ ୧୦ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ପରିଗଣିତ ହେୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌: ଗିଲଖ୍ରୀଷ୍ଟ ଚାମ୍ପିୟନ

ମେଲବୋର୍ନ,୧୩।୧୦(ପି.ଟି.)- ଏଠାରେ ଅନୁଷ୍ଠିତ ବିଶ୍ୱ ବିଲିୟାଡର୍‌ସ ଚାମ୍ପିୟନଶିପ୍‌ରେ ସିଙ୍ଗାପୁରର ପିଟର ଗିଲଖ୍ରୀଷ୍ଟ ଭାରତର ସୌରଭ କୋଠାରୀଙ୍କୁ ହରାଇ ଟାଇଟଲ ହାସଲ କରିଛନ୍ତି। କୋଠାରୀଙ୍କୁ ୧୩୦୭- ୯୬୭ରେ...

ରେକର୍ଡ ବର୍ଷା କଲେ ସୂର୍ଯ୍ୟକୁମାର

ମାଉଣ୍ଟ ମାଙ୍ଗାନୁଇ,୨୦।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଉଛି। ଏହି ମ୍ୟାଚରେ ବିଶ୍ୱର...

ରାବାଡ଼ା କ୍ଷଣକୋପୀ ନୁହନ୍ତି

କୋଲକାତା, ୭ା୬ (ପି.ଟି.)- ଖେଳ ପଡ଼ିଆରେ ଆକ୍ରମଣାତ୍ମକ ଆଚରଣ ଯୋଗୁ ଅନେକ ଥର ଅଡୁଆରେ ପଡ଼ିଛନ୍ତି ଦକ୍ଷିଣଆଫ୍ରିକା ସ୍ପିଡ୍‌ଷ୍ଟର କାଭିସୋ ରାବାଡ଼ା। ଏଥିପାଇଁ ଅନେକେ ତାଙ୍କୁ...

ବେଲଜିୟମ କୋଚ୍‌ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି

ବ୍ରସେଲ୍ସ,୪।୫(ଏଏଫ୍‌ପି): ବେଲ୍‌ଜିୟମ ଫୁଟବଲ କୋଚ୍‌ ରୋବେର୍ଟୋ ମାର୍ଟିନେଜଙ୍କ କାର୍ଯ୍ୟକାଳ ବୃଦ୍ଧି ହୋଇଛି। କାତାରରେ ଆୟୋଜନ ହେବାକୁ ଥିବା ଫିଫା ବିଶ୍ୱକପ୍‌ ପର୍ଯ୍ୟନ୍ତ ସେ କୋଚ୍‌ ପଦରେ...

ପାକିସ୍ତାନ ଦଳ ସହ ରହିବେ ରିଜଓ୍ବାନ, ଆବିଦ୍‌

କରାଚି, ୨୮।୫(ପି.ଟି.)-ବ୍ୟାଟ୍ସମ୍ୟାନ ମହମ୍ମଦ ରିଜଓ୍ବାନ ଓ ଆବିଦ୍‌ ଅଲି ବିଶ୍ୱକପ୍‌ ପର୍ଯ୍ୟନ୍ତ ପାକିସ୍ତାନ ଦଳ ସହ ରହିବେ। ଜାତୀୟ ଟିମ୍‌ ମ୍ୟାନେଜମେଣ୍ଟଙ୍କ ଅନୁରୋଧକ୍ରମେ ମଙ୍ଗଳବାର ପାକିସ୍ତାନ...

୨୧ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିଲେ ପାଣ୍ଡ୍ୟା-ଜାଡେଜା ଯୋଡି

କାନବେରା,୨।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଅନ୍ତିମ କାନବେରା ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଦଳ...

୩୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ଖେଳାଳିଙ୍କୁ ମିଳିଥିଲା ଅଡ୍ଡି କାର: ପାକିସ୍ତାନକୁ ୮ ଉଇକେଟରେ ହରାଇ ଜିତିଥିଲେ ମିନି ବିଶ୍ୱକପ୍‌

କ୍ରିକେଟ ଦୁନିଆରେ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି ହେଉଥିବା ବେଳେ ରେକର୍ଡ ଭାଙ୍ଗିଥାଏ ମଧ୍ୟ। ଠିକ୍‌ ସେହିପରି ମାର୍ଚ୍ଚ ୧୦ ଭାରତୀୟ କ୍ରିକେଟ ଇତିହାସରେ ସ୍ବର୍ଣ୍ଣ...

ଲର୍ଡସ ଲଢ଼େଇରେ ଇଂଲଣ୍ଡର ବାଜିମାତ୍‌

ଲଣ୍ଡନ,୧୫।୭(ପି.ଟି.) – କ୍ରିକେଟର ଜନକ କୁହାଯାଉଥିବା ଇଂଲଣ୍ଡ ଶେଷରେ ବିଶ୍ୱକପ୍‌ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଖେଳାଯାଇଥିବା କଡ଼ା ସଂଘର୍ଷପୂର୍ଣ୍ଣ...

Advertisement
Archives

Model This Week