Posted inଖେଳ

ଟେଷ୍ଟ ଅଧିନାୟକ ପଦ ଛାଡ଼ିବା ନେଇ ଘୋଷଣା

ନୂଆଦିଲ୍ଲୀ,୧୫।୧: ଟି-୨୦, ଦିନିକିଆ ପରେ ଏବେ ଟେଷ୍ଟ ଅଧିନାୟକ ପଦ ଛାଡ଼ିଛନ୍ତି ବିରାଟ କୋହଲି। ଏନେଇ ସେ ଶନିବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ନିଜ ଟୁଇଟ୍‌ରେ ସେ ଦୀର୍ଘ ୭ ବର୍ଷ ଧରି ଦଳର ସଫଳତା ଲାଗି କାର୍ଯ୍ୟ କରିଥିବା ନେଇ ଉଲ୍ଲେଖ କରିଛନ୍ତି।

ଦୀର୍ଘ ପଥ ଯାତ୍ରାରେ ଉତ୍ଥାନ,ପତନ ଦେଇ ଗତି କରିଛି। କେବେ ବି ଉଦ୍ୟମ ଓ ବିଶ୍ୱାସରେ ଅବହେଳା କରିନାହିଁ। ଅଧିନାୟକ ଭାବେ ୧୨୦% ଦେବାକୁ ଉଦ୍ୟମ କରିଛି। କେବେ ବି ଟିମ୍‌ର ସମ୍ମାନହାନୀ ହେବା ଭଳି କାମ କରିନାହିଁ ବୋଲି କୋହଲି ଲେଖିଛନ୍ତି। ଏହାଛଡ଼ା ସେ ସମର୍ଥନ ଲାଗି ବିସିସିଆଇ ଏବଂ ଦଳର ଖେଳାଳି, ପୂର୍ବତନ କୋଚ୍‌ ରବି ଶାସ୍ତ୍ରୀ, ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri