Posted inଖେଳ

ଶାହା ନୁହେଁ ଏହି କ୍ରିକେଟରଙ୍କୁ ଦିଆଯିବ ସୁଯୋଗ: କୋହଲି

ନୂଆଦିଲ୍ଲୀ,୪।୨: ଅନ୍ତଃରାଷ୍ଟ୍ରୀୟ କ୍ରିକେଟରୁ ମହେନ୍ଦ୍ର ସିଂହ ଧୋନୀ ସନ୍ୟାସ ନେବା ପରେ ଭାରତୀୟ କ୍ରିକେଟ ଟିମ୍‌ର ଉଇକେଟକିପର କିଏ ହେବ ସେ ନେଇ ଚର୍ଚ୍ଚା ଜାରି ରହିଛି। ପ୍ରାରମ୍ଭିକ ସମୟରେ ରିଦ୍ଧିମାନ ଶାହାଙ୍କ ଅନୁଭବକୁ ନେଇ ତାଙ୍କୁ ପ୍ରାଥମିକତା ଦିଆଯାଇଥିଲା। ହେଲେ ସେ ଆହତ ହେବା ପରେ ଏବଂ ବିଦେଶୀ ମଇଦାନରେ ରିଷଭ ପନ୍ତଙ୍କ ଦମଦାର ପ୍ରଦର୍ଶନକୁ ନେଇ ସ୍ଥିତି ବଦଳିଛି। ନିକଟରେ ଅଷ୍ଟ୍ରେଲିଆ ବିପକ୍ଷରେ ପନ୍ତଙ୍କ ଖେଳକୁ ନେଇ ଦଳ ପକ୍ଷରୁ ତାଙ୍କୁ ଉପହାରସ୍ବରୂପ ଉଇକେଟକିପର ଭାବେ ସୁଯୋଗ ମିଳିଛି। ଆସନ୍ତା ଇଂଲଣ୍ଡ ବିପକ୍ଷ ସିରିଜରେ ତାଙ୍କୁ ଉଇକେଟ ପଛରେ ଦେଖିବାକୁ ମିଳିବ। କୋହଲି ଗୁରୁବାର କହିଛନ୍ତି, ପ୍ରଥମ ଟେଷ୍ଟରେ ଶାହାଙ୍କ ସ୍ଥାନରେ ପନ୍ତଙ୍କୁ ସୁଯୋଗ ଦିଆଯିବ। କାରଣ ସେ ଭଲ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଡୋପିଂକୁ ରୋକିବା ପାଇଁ ବିଏଫ୍‌ଆଇର ନୂଆ ପ୍ରୟାସ

ନୂଆଦିଲ୍ଲୀ,୧୩।୧୨(ପି.ଟି.)- ଗତ କିଛି ଦିନ ମଧ୍ୟରେ ଏକାଧିକ ଭାରତୀୟ ବକ୍ସର ଡୋପ୍‌ ଟେଷ୍ଟରେ ବିଫଳ ହେବା ପରେ ବକ୍ସିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ବିଏଫ୍‌ଆଇ) ନିଦ...

ବଦଳିବ ନାହିଁ ନ୍ୟୁଟ୍ରାଲ ଅମ୍ପାୟର ନିୟମ

ଲଣ୍ଡନ,୧୩।୮(ପି.ଟି.)- କ୍ରିକେଟରେ ନିୟମ ପ୍ରସ୍ତୁତକାରୀ ଏମ୍‌ସିସି (ମାରିଲେବୋନ କ୍ରିକେଟ କ୍ଲବ) ଟେଷ୍ଟ ମ୍ୟାଚ୍‌ରେ ନ୍ୟୁଟ୍ରାଲ ଅମ୍ପାୟର ନିୟମକୁ ସମର୍ଥନ କରିଛି। ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟରେ...

ଆଙ୍ଗୁଳିରୁ ବାହାରୁ ଥିଲା ଧାର ଧାର ରକ୍ତ: ଖେଳିଚାଲିଥିଲେ ଧୋନୀ

ବର୍ମିଂହାମ, ୩।୭: ଚଳିତ ବିଶ୍ୱକପର ମଙ୍ଗଳବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମୁକାବିଲାରେ ବାଂଲାଦେଶ ୨୮ ରନରେ ଭାରତ ନିକଟରୁ ପରାସ୍ତ ହୋଇଛି। ଭାରତ ୧୩ ପଏଣ୍ଟ ସହ...

ଭଲ ଫିନିଶିଂ ଦେଲେ ସୂର୍ଯ୍ୟ-ଭେଙ୍କଟଶ

କୋଲକାତା,୨୦।୨: ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଚାଲିଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆକୁ ଭଲ ଫିନିଶିଂ ଦେଇଛନ୍ତି ସୂର୍ଯ୍ୟକୁମାର ଯାଦବ ଓ ଭେଙ୍କଟଶ...

ଅଲିମ୍ପିକ୍ସ ଯୋଗ୍ୟତା ହାସଲ କରିବୁ : ବୀରେନ୍ଦ୍ର

ଭୁବନେଶ୍ୱର, ୬।୧୦(ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଆ ହକି ତାରକା ତଥା ଅଭିଜ୍ଞ ଭାରତୀୟ ଡିଫେଣ୍ଡର ବୀରେନ୍ଦ୍ର ଲାକ୍ରା ୟୁରୋପ ଗସ୍ତ ସାରି ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶନିବାର ସକାଳେ...

ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍‌

ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ।...

କୋହଲି-ଗାଙ୍ଗୁଲିଙ୍କ ଝଗଡା ସମାଧାନ ହେବ କେମିତି: ଶାସ୍ତ୍ରୀ ଦେଲେ ଉପାୟ

ନୂଆଦିଲ୍ଲୀ,୬।୧:ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆ ଯିବା ପୂର୍ବରୁ ବିରାଟ କୋହଲି ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଶେଷ...

ଭାରତୀୟଙ୍କୁ ଜନ ସିନାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫।୮: ଦେଶର ୭୩ତମ ସ୍ବାଧୀନତା ଦିବସ ଅବସରରେ ବହୁ ଅନ୍ତର୍ଜାତୀୟ ସେଲିବ୍ରେଟି ଶୁଭେଚ୍ଛା ଜଣାଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଡବ୍ଲୁଡବ୍ଲଇ ସୁପରଷ୍ଟାର ଜନ ସିନା। ସେ...

Advertisement
Archives

Model This Week