Posted inଖେଳ

ବିରାଟ କୋହଲି ଏମିତି ପାଳିଲେ ନୂଆବର୍ଷ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ତାଙ୍କ ବନ୍ଧୁଙ୍କ ସହ ନୂଆବର୍ଷ ପାଳନ କରିଛନ୍ତି। ଏହି ସମୟର କିଛି ଫଟୋ କୋହଲି ନିଜର ଇନ୍‌ଷ୍ଟାଗ୍ରାମ୍‌ରେ ଶେୟାର କରିଛନ୍ତି। ଏହି ଫଟୋରେ କୋହଲିଙ୍କୁ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସମେତ ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ୍‌ଙ୍କ ସହ ଦେଖିବାକୁ ମିଳୁଛି। କୋହଲି ଏହି ଫଟୋ ପୋଷ୍ଟ କରି ଲେଖିଛନ୍ତି, ନକାରାତ୍ମକ ସମୟରେ ବନ୍ଧୁମାନଙ୍କ ସହ ଏକାଠି ରୁହନ୍ତୁ ଏବଂ ସକାରାତ୍ମକ ସମୟରେ ଏକାଠି ସମୟ ବିତାନ୍ତୁ। ସୁରକ୍ଷିତ ପରିବେଶରେ ବନ୍ଧୁମାନଙ୍କ ସହ ଏକାଠି ସମୟ ବିତାଇବାଠାରୁ ଆଉ କ’ଣ ବା ଭଲ ହୋଇପାରେ। ଏହି ନୂତନ ବର୍ଷ ଆପଣମାନଙ୍କ ପାଇଁ ଆଶା, ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ନେଇ ଆସୁ ବୋଲି କୋହଲି ଲେଖିଛନ୍ତି। କୋହଲିଙ୍କ ଦ୍ୱାରା ଶେୟାର ହୋଇଥିବା ଏହି ଫଟୋରେ ପ୍ରଶଂସକମାନେ ନିଜର ପ୍ରତିକ୍ରିୟା ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?