ଅନୁଷ୍କାଙ୍କ ସହ ଭଜନ-କୀର୍ତ୍ତନରେ ସାମିଲ ଥିବା ନଜର ଆସିଲେ ବିରାଟ

ଲଗାତାର ବିରାଟ କୋହଲି ଖରାପ ପ୍ରଦର୍ଶନ କରୁଛନ୍ତି। ତେବେ ବର୍ତ୍ତମାନ ସୋସିଆଲ ମିଡିଆରେ ତାଙ୍କର କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଏଥିରେ ଏହା ଦେଖିବାକୁ ମିଳେ ଯେ କୋହଲି ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ଭଜନ-କିର୍ତ୍ତନରେ ବ୍ୟସ୍ତ ଅଛନ୍ତି।
କୋହଲି ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି। ତାଙ୍କ ସହ ଅନୁଷ୍କା ମଧ୍ୟ ଯାଇଛନ୍ତି। କୋହଲି ଓ ଅନୁଷ୍କାଙ୍କର ସୋସିଆଲ ମିଡିଆରେ କିଛି ଫଟୋ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ସେ ଲଣ୍ଡନର କୃଷ୍ଣ ଦାସ କିର୍ତ୍ତନରେ ଯୋଗ ଦେଇଛନ୍ତି। ଏହି କୀର୍ତ୍ତନର ଭିଡିଓ ମଧ୍ୟ ଖୁବ ଭାଇରାଲ ହେବାରେ ଲାଗିଛି ।
ଲଣ୍ଡନରେ ଆମେରିକୀୟ ଗାୟକ କୃଷ୍ଣ ଦାସଙ୍କ ଦ୍ୱାରା ଏହି କୀର୍ତ୍ତନ ଆୟୋଜିତ ହୋଇଥିଲା। ସେ ଭଜନ ଗୀତ ପାଇଁ ବେଶ ଜଣାଶୁଣା । କୃଷ୍ଣ ଦାସଙ୍କ ଶିଷ୍ୟ ହନୁମାନ ଦାସ ଇନଷ୍ଟାଗ୍ରାମରେ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କ ସହ ତାଙ୍କର ଏକ ଫଟୋ ଓ ଭିଡିଓ ସେୟାର କରିଛନ୍ତି। ଏହି କାର୍ଯ୍ୟକ୍ରମ ୧୪ରୁ ୧୫ ଜୁଲାଇ ପର୍ଯ୍ୟନ୍ତ ଆୟୋଜିତ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri