ବିରାଟଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅନୁଷ୍କା, ଭାଇରାଲ ହେଉଛି ପୋଷ୍ଟ

ମୁମ୍ବାଇ: ଭାରତୀୟ କ୍ରିକେଟର ବିରାଟ କୋହଲି ଶନିବାର ଅର୍ଥାତ୍ ୫ ନଭେମ୍ବରରେ ତାଙ୍କର ୩୪ ତମ ଜନ୍ମଦିନ ପାଳନ କରୁଛନ୍ତି । ସମସ୍ତେ ବିରାଟଙ୍କୁ ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଉଛନ୍ତି । ଏହି ବିଶେଷ ଦିନରେ ପତ୍ନୀ ଅନୁଷ୍କା ଶର୍ମା ବି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇ ସୋସିଆଲ ମିଡିଆରେ ତାଙ୍କର ବହୁତ କିଛି ଫଟୋ ଶେୟାର କରିଛନ୍ତି ଯାହା ତାଙ୍କ ପ୍ରଶଂସକଙ୍କୁ ପସନ୍ଦ ଆସିଛି । ଏହାସହ ଅନୁଷ୍କା କ୍ୟାପଶନ ସହ ଏହାକୁ କମ୍ପ୍ଲିଟ କରିଛନ୍ତି । ଏଥିରେ ସେ ଲେଖିଛନ୍ତି, ଆଜି ତୁମର ଜନ୍ମଦିନ, ଆଜିର ଦିନରେ ମୁଁ ତୁମର ସବୁଠାରୁ ଭଲ ଆଙ୍ଗଲ ଓ ଫଟୋ ବାଛିଛି । ସବୁବେଳେ ମୁଁ ତୁମକୁ ଭଲାଏ । ଅନୁଷ୍କାଙ୍କର ଏହି ପୋଷ୍ଟ ଭାଇରାଲ ହେବାରେ ଲାଗିଛି । ଅଭିନେତ୍ରୀଙ୍କ ଏହି ପୋଷ୍ଟରେ ତାଙ୍କ ପ୍ରଶଂସକ ରିଆକ୍ସନ ଦେବା ସହ ବିରାଟଙ୍କୁ ଜନ୍ମଦିନର ଶୁଭେଚ୍ଛା ବି ଜଣାଉଛନ୍ତି ।
ସୂଚନାଯୋଗ୍ୟ, ଏକ ବିଜ୍ଞାପନରେ ବିରାଟ ଓ ଅନୁଷ୍କା ଏକାଠି କାମ କରିବା ସମୟରେ ବିରାଟ ପ୍ରଥମେ ଅନୁଷ୍କାଙ୍କର ମଜାକ ଉଡାଇଥିଲେ । ହେଲେ ଏହାପରେ ସେ ପଡିଯାଇଥିଲେ ଏହି ବଲିଉଡ ନାୟିକାଙ୍କ ପ୍ରେମରେ । ଅନେକ ଥର ଏହି କପୁଲ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ଖୋଲା ଖୋଲି କଥା ବି ହୋଇଛନ୍ତି । ବିବାହ ପୂର୍ବରୁ ବିରାଟ ଅନୁଷ୍କାଙ୍କ ମଜାକ ଉଡାଇଥିବା ବେଳେ ଏବେ କିନ୍ତୁ ସେ ଅନୁଷ୍କାଙ୍କୁ ଖୁବ୍ ଭଲ ପାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri