Posted inଖେଳ

ଏହି ମହିଳାଙ୍କ ପାଇଁ ପ୍ରଥମେ କେକ୍‌ ପ୍ରସ୍ତୁତ କରିଥିଲେ କୋହଲି

କରୋନା ଯୋଗୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଘରେ ସମୟ ବିତାଉଛନ୍ତି। ଲକଡାଉନ ଆରମ୍ଭରୁ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ସେ ମୁମ୍ବାଇରେ ଅଛନ୍ତି ଏବଂ ଏହି ସମୟ ମଧ୍ୟରେ ଉଭୟ ସୋସିଆଲ ମିଡିଆରେ ଫଟୋ ଶେୟାର କରୁଛନ୍ତି। ଲକ୍‌ଡାଉନ୍‌ ସମୟରେ କୋହଲି ମଧ୍ୟ ଜୀବନରେ ପ୍ରଥମ ଥର ପାଇଁ ଏକ କେକ୍‌ ତିଆରି କରିଥିଲେ। ଅନୁଷ୍କାଙ୍କ ୩୨ ତମ ଜନ୍ମଦିନ ମେ ୧ରେ ଏକ କେକ୍‌ ପ୍ରସ୍ତୁତ କରିଥିଲେ। ବିସିସିଆଇ ଶୋ ଓପନ ନେଟ୍ସ ଓ୍ବିଥ୍‌ ମୟଙ୍କରେ ମୟଙ୍କ ଅଗ୍ରୱାଲଙ୍କ ସହ ବାର୍ତ୍ତାଳାପରେ କୋହଲି ଜୀବନରେ ପ୍ରଥମ ଥର ପାଇଁ କେକ୍‌ ତିଆରି କରିବାର ଅଭିଜ୍ଞତା ବାଣ୍ଟିଥିଲେ।
କୋହଲି କହିଛନ୍ତି ଯେ ଅନୁଷ୍କାଙ୍କ ଜନ୍ମଦିନରେ ମୁଁ ପ୍ରଥମ ଥର ପାଇଁ କେକ ତିଆରି କଲି। ଏହା ମୋ ପାଇଁ ଏକକ୍କ୍ବାରାଣ୍ଟାଇନର ଏକ କାହାଣୀ ହେବ। କାରଣ ଏହା ପୂର୍ବରୁ ମୁଁ କେବେ କେକ୍‌ ତିଆରି କରି ନ ଥିଲି। ପ୍ରଥମ ପ୍ରୟାସରେ ଏହା ଭଲ ହୋଇଗଲା। ଅନୁଷ୍କା ମୋତେ କହିଥିଲେ ଯେ ଏହା ବହୁତ୍‌, ଯାହା ମୋ ପାଇଁ ଅଧିକ ସ୍ବତନ୍ତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri