Posted inଖେଳ

ରିଙ୍କୁଙ୍କ ପାଇଁ ଅଶୁଭ ପାଲଟିଲା କୋହଲିଙ୍କ ଏହି ଜିନିଷ

ନୂଆଦିଲ୍ଲୀ,୧୫।୧୧: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ସହ ରିଙ୍କୁ ସିଂଙ୍କ ସମ୍ପର୍କ ବେଶ ନିବିଡ଼। ନିକଟରେ ରିଙ୍କୁ ତାଙ୍କ ସହ ଖେଳିବାକୁ ଇଚ୍ଛା ପ୍ରକାଶ କରିଥିଲେ। ହେଲେ ଏହି ଇଚ୍ଛା ପୂରଣ ହେବା ପୂର୍ବରୁ ବିରାଟଙ୍କ ଗୋଟିଏ ଉପହାର ଅଶୁଭ ପାଲଟିଛି। ସେ ଟିମ୍‌ ଇଣ୍ଡିଆରୁ ବାଦ୍‌ ପଡ଼ିବାର ଆଶଙ୍କା ଦେଖାଦେଇଛି।

ବିରାଟ ପ୍ରାୟତଃ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ ତାଙ୍କ ବ୍ୟାଟ୍‌ ଉପହାରରେ ଦେଉଥିବା ଦେଖାଯାଏ। ଆଇପିଏଲ୍‌ ସମୟରେ ରିଙ୍କୁ ଏହା ଦାବି କରିଥିଲେ। ବିରାଟ ମଧ୍ୟ ତାଙ୍କର ଆଶା ପୂର୍ଣ୍ଣ କରିଥିଲେ। ହେଲେ ସେବେଠାରୁ ଅନ୍ତର୍ଜାତୀୟ କ୍ରିକେଟରେ ତାଙ୍କର ଦୁର୍ଭାଗ୍ୟ ଆରମ୍ଭ ହୋଇଛି। ଦୀର୍ଘଦିନ ଧରି ରିଙ୍କୁଙ୍କ ବ୍ୟାଟିଂ ବିପର୍ଯ୍ୟୟ ଘଟିଥିବା ବେଳେ ସେ ଦଳରୁ ବାଦ୍‌ ପଡ଼ିପାରନ୍ତି ବୋଲି ଚର୍ଚ୍ଚା ହେଉଛି।

ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ମୁକାବିଲାରେ ରିଙ୍କୁ ସଂଘର୍ଷ କରୁଥିବା ନଜର ଆସିଛି। ପ୍ରଥମ ମୁକାବିଲାରେ ୧୦ ବଲ୍‌ରେ ୧୧ ରନ୍‌, ଦ୍ୱିତୀୟରେ ୧୧ ବଲ୍‌ରେ ୯ ରନ୍‌ କରିଛନ୍ତି। ଗତ ୭ ଇନିଂସ ବିଷୟରେ କହିଲେ ସେ ୧୨୮.୧୬ ଷ୍ଟ୍ରାଇକ୍‌ରେଟ୍‌ରେ ମାତ୍ର ୯୧ ରନ୍‌ କରିଛନ୍ତି। ଟି୨୦ ଅନ୍ତର୍ଜାତୀୟ କ୍ୟାରିୟରରେ ରିଙ୍କୁ ୧୬୫ ଷ୍ଟ୍ରାଇକ୍‌ ରେଟ୍‌ରେ ବ୍ୟାଟିଂ କରିଛନ୍ତି। କ୍ରିକେଟ ବିଶେଷଜ୍ଞମାନେ ରିଙ୍କୁଙ୍କ ଫର୍ମକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri