Posted inଖେଳ

ଆଫ୍ରିକା ମାଟିରେ ଏହି ରେକର୍ଡ ହାସଲ କଲେ କୋହଲି, କ୍ରିକେଟ ଇତିହାସରେ କିଏ ବି କରିପାରିବେନି ଏମିତି

ସେଞ୍ଚୁରିଅନ୍‌,୨୮।୧୨: ଭାରତୀୟ କ୍ରିକେଟର ବିରାଟ କୋହଲି ନିଜ ନାଁରେ ଐତିହାସିକ ରେକର୍ଡ ସୃଷ୍ଟି କରିବାରେ ଶୀର୍ଷ ସ୍ଥାନରେ ରହନ୍ତି। ସେଞ୍ଚୁରିଅନ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ କୋହଲି ତାଙ୍କ ନାମରେ ଏକ ବିଶେଷ ରେକର୍ଡ କରିଛନ୍ତି। ଆଫ୍ରିକା ବିପକ୍ଷ ଟେଷ୍ଟ ମାଧ୍ୟମରେ କୋହଲି ଏହି କ୍ୟାଲେଣ୍ଡର ବର୍ଷରେ (୨୦୨୩) ୨୦୦୦ ଅନ୍ତର୍ଜାତୀୟ ରନ୍‌ ପୂରା କରିଛନ୍ତି।

୨୦୨୩ରେ ୨୦୦୦ରନ୍‌ ମାର୍କ ଛୁଇଁ କୋହଲି ସାତୋଟି କ୍ୟାଲେଣ୍ଡର ବର୍ଷରେ ୨୦୦୦ କିମ୍ବା ଅଧିକ ରନ ସ୍କୋର କରିବାରେ ବିଶ୍ୱର ପ୍ରଥମ ବ୍ୟାଟର୍‌ ହୋଇଛନ୍ତି। ଏହାପୂର୍ବରୁ ୨୦୧୯ରେ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ୨୦୦୦ ରନ୍‌ ଅତିକ୍ରମ କରିଥିଲେ, ସେତେବେଳେ କୋହଲି ୪୪ ଟି ମ୍ୟାଚର ୪୬ଟି ଇନିଂସରେ ୨୪୪.୫ ରନ୍‌ ସ୍କୋର କରିଥିଲେ। ଏହି ସମୟରେ ସେ ୭ ଶତକ ଏବଂ ୧୪ ଅର୍ଦ୍ଧଶତକ ସାମିଲ ଥିଲା।

କୋହଲି ପ୍ରଥମେ ୨୦୧୨ର କ୍ୟାଲେଣ୍ଡର ବର୍ଷରେ ୨୦୦୦ ରନ୍‌ ମାର୍କ ଅତିକ୍ରମ କରିଥିଲେ, ସେତେବେଳେ ସେ ୨୧୮୬ ରନ୍‌ ସ୍କୋର କରିଥିଲେ, ଯେଉଁଥିରେ ତାଙ୍କର ଉଚ୍ଚ ସ୍କୋର ୧୮୩ ରନ୍‌ ଥିଲା। ସେହିବର୍ଷ କୋହଲି ୮ ଶତକ ଏବଂ ୧୦ ଅର୍ଦ୍ଧଶତକ ହାସଲ କରିଥିଲେ।

୨୦୧୨- ୨୧୮୬
୨୦୧୪- ୨୨୮୬
୨୦୧୬- ୨୫୯୫
୨୦୧୭- ୨୮୧୮
୨୦୧୮- ୨୭୩୭
୨୦୧୯- ୨୪୫୫
୨୦୨୩- ୨୦୩୧


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri