Posted inଖେଳ

ସୋସିଆଲ ମିଡିଆ କିଙ୍ଗ ‘କୋହଲି’; ଟୁଇଟରରେ ଏବେ ୫୦ ମିଲିୟନ୍‌ ଫଲୋଅର୍ସ…

ନୂଆଦିଲ୍ଲୀ,୧୩।୯: ଦୀର୍ଘ ଏକ ମାସର ବିଶ୍ରାମ ପରେ ପୁଣି ମଇଦାନକୁ ଓହ୍ଲାଇଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ନିକଟରେ ଖେଳାଯାଇଥିବା ଏସିଆ କପ୍‌ ଟୁର୍ନାମେଣ୍ଟରେ ଦଳ ବିଫଳ ହୋଇଥିଲେ ହେଁ ବ୍ୟକ୍ତିଗତ ଭାବେ ସେ ଚମକିଛନ୍ତି। ୨୦୧୯ ନଭେମ୍ବରଠାରୁ ଶତକ ମାରି ନ ଥିବା ବିରାଟ ଟୁର୍ନାମେଣ୍ଟରେ ଆଫଗାନିସ୍ତାନ ବିପକ୍ଷରେ ୧୨୨ ରନ୍‌ର ଇନିଂସ ଖେଳି ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ତେବେ କ୍ରିକେଟ ମଇଦାନରେ ଉପଲବ୍ଧି ପରେ କୋହଲି ସୋସିଆଲ ମିଡିଆରେ ନୂଆ କିର୍ତ୍ତୀମାନ ସ୍ଥାପନ କରିଛନ୍ତି। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ଟୁଇଟରରେ ତାଙ୍କର ଫଲୋଅର୍ସ ସଂଖ୍ୟା ୫୦ ମିଲିୟନରେ ପହଞ୍ଚିଛି। ଏଥିରୁ ସେ ବିଶ୍ୱର ସବୁଠାରୁ ପ୍ରିୟ ଖେଳାଳି ବୋଲି ସ୍ପଷ୍ଟ ହୋଇଛି।

ତେବେ କେବଳ ଯେ ଟୁଇଟର ତାହା ନୁହେଁ, ଇନଷ୍ଟାଗ୍ରାମରେ ମଧ୍ୟ କୋହଲିଙ୍କ ପ୍ରଶଂସକଙ୍କ ସଂଖ୍ୟା କାହିଁରେ କେତେ। ଏବେ ତାଙ୍କର ଆକାଉଣ୍ଟରେ ୨୧୧ ମିଲିୟନ ଫଲୋଅର୍ସ ଅଛନ୍ତି। ସେହିଭଳି ଫେସବୁକରେ ୪୯ ମିଲିୟନ ଫଲୋଅର୍ସ ଅଛି। ମୋଟ ଯଦି ହିସାବ କରାଯାଏ ତାହା ହେଲେ ୩୧୦ ମିଲିୟନ ଫଲୋଅର୍ସ ତାଙ୍କର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?