Posted inଖେଳ

ଏଭଳି ରେକର୍ଡ କରିବାରେ ଆଇପିଲର ପ୍ରଥମ ବ୍ୟାଟ୍ସମ୍ୟାନ କୋହଲି

ମୁମ୍ବାଇ,୨୨।୪ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି ଗୁରୁବାର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ରେ ପୂରଣ କରିଛନ୍ତି ୬ ହଜାର ରନ୍‌। କ୍ୟାରିୟରର ୧୯୬ ତମ ଆଇପିଏଲ ମ୍ୟାଚ୍‌ ସେ ଏହି ମାଇଲଷ୍ଟୋନ ପ୍ରତିଷ୍ଠା କରିଛନ୍ତି। ଓ୍ବାଙ୍ଖଡେ ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ର ୧୩ତମ ଓଭରରେ ଏକ ସିଙ୍ଗଲ ନେଇ ପୂରଣ କରିଥିଲେ ୬ ହଜାର ରନ୍‌।

କୋହଲିଙ୍କୁ ଛାଡ଼ି ଦେଲେ କୌଣସି ବ୍ୟାଟ୍ସମ୍ୟାନ ଆଇପିଏଲରେ ସାଢ଼େ ୫ ହଜାର ରନ୍‌ କରିନାହାନ୍ତି। ତାଙ୍କ ପଛକୁ ୫,୪୪୮ ରନ୍‌ ସହ ଦ୍ୱିତୀୟ ସ୍ଥାନରେ ଅଛନ୍ତି ସୁରେଶ ରାଇନା। ଏହି ତାଲିକାରେ ଶିଖର ଧାଓ୍ବନ (୫,୪୨୮ ରନ୍‌), ଡେଭିଡ୍‌ ଓ୍ବାର୍ନର (୫,୩୮୪) ଓ ରୋହିତ ଶର୍ମା (୫,୩୬୮) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri