Posted inଖେଳ

କୋହଲିଙ୍କ ନାମରେ ବିରାଟ ରେକର୍ଡ

ଦୁବାଇ,୨୬।୯: ଭାରତୀୟ ଅଧିନାୟକ ବିରାଟ କୋହଲି ରବିବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୫୧ ରନ୍‌ର ଅର୍ଦ୍ଧଶତୀୟ ଇନିଂସ ଖେଳିଥିଲେ। ଏହି ଅବସରରେ ଟି୨୦ କ୍ରିକେଟ (ଅନ୍ତର୍ଜାତୀୟ, ଘରୋଇ ଓ ଫ୍ରାଞ୍ଚାଇଜ ଭିତ୍ତିକ ଲିଗ୍‌)ରେ ୧୦ ହଜାର ରନ୍‌ ପୂରଣ କରିଛନ୍ତି କୋହଲି। ସେ ପ୍ରଥମ ଭାରତୀୟ ଭାବେ ଏହି ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବା ପାଇଁ ୩୨ ବର୍ଷୀୟ ବ୍ୟାଟ୍ସମ୍ୟାନଙ୍କୁ ଖେଳିବାକୁ ପଡ଼ିଥିଲା ୨୯୯ତମ ଇନିଂସ। ତାଙ୍କ ନାମରେ ୫ ଶତକ ଓ ୭୩ଟି ଅର୍ଦ୍ଧଶତକ ରହିଛି।

କୋହଲିଙ୍କ ବ୍ୟତୀତ କେବଳ ବିଶ୍ୱ ୪ଜଣ ବ୍ୟାଟ୍ସମ୍ୟାନ ଟି୨୦ ଫର୍ମାଟରେ ୧୦ ହଜାର ରନ୍‌ ପୂରଣ କରିଛନ୍ତି। ଏହି ତାଲିକାରେ ଶୀର୍ଷରେ ଅଛନ୍ତି ଓ୍ବେଷ୍ଟଇଣ୍ଡିଜ ଓପନର କ୍ରିସ ଗେଲ। ତାଙ୍କ ନାମରେ ରହିଛି ସର୍ବାଧିକ ୧୪,୨୭୫ ରନ୍‌। ତାଙ୍କ ପଛକୁ କିରନ ପୋଲାର୍ଡ (୧୧,୧୯୫), ପାକିସ୍ତାନର ଶୋଏବ ମଲିକ (୧୦,୮୦୮) ଓ ଡେଭିଡ୍‌ ଓ୍ବାର୍ନର (୧୦,୦୧୯) ରହିଛନ୍ତି। ୧୦,୦୩୮ ରନ୍‌ ସହ ତାଲିକାର ଚତୁର୍ଥ ସ୍ଥାନରେ ଅଛନ୍ତି କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କହିଲେ ଜୁଲାଇ ୨୫ ତାରିଖ ସୁଦ୍ଧା…

ଭୁବନେଶ୍ୱର,୧୦ା୭: ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ପ୍ରଭାତୀ କହିଛନ୍ତି, ସୁଭଦ୍ରା ପାଇଁ…

ଗାଁ ପୋଖରୀରେ ଗାଧୋଉଥିବାବେଳେ ଗଭୀର ପାଣିରେ ବୁଡ଼ିଗଲେ ପିଣ୍ଟୁ, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମ ପୋଖରୀରୁ ଜଣେ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ…

‘ମୋତେ ଚୁପ୍ କରିବାକୁ ହେଲେ ମାରିବାକୁ ପଡିବ’, ଭାଜପାକୁ ଚ୍ୟାଲେଞ୍ଜ ଦେଲେ ଦିଦି

କୋଲକାତା,୧୦।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ଭାଜପା ଉପରେ କଡ଼ା ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ…

‘କେନ୍ଦୁଝର ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ରାଜ୍ୟ ସରକାର ଅଣଦେଖା କଲେ ଆନ୍ଦୋଳନ ହେବ’

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟର ଅସ୍ତିତ୍ୱ ରକ୍ଷା ନ ହେଲେ ଆନ୍ଦୋଳନ ହେବ। ଆମ ଆଦ୍‌ମୀ ପାର୍ଟି, କେନ୍ଦୁଝରର ସ୍ପଷ୍ଟ ମତ ହେଉଛି ଯେ,…

ମ୍ୟାନେଜମେଣ୍ଟ ଉପରେ ବର୍ଷିଲା BCCI: ବିପଦରେ ଗୌତମ ଗମ୍ଭୀରଙ୍କ ଚାକିରି!

ନୂଆଦିଲ୍ଲୀ, ୧୦।୭: ଇଂଲଣ୍ଡ ଗସ୍ତରେ ଲଗାତାର ତିନୋଟି ଟି-୨୦ ମ୍ୟାଚରେ ପରାଜୟ ପରେ ଟିମ ଇଣ୍ଡିଆର କୋଚିଂ ଷ୍ଟାଫ୍‌ଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ। ରିପୋର୍ଟ ଅନୁଯାୟୀ,…

ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ମାସରେ ହେବା ନେଇ ସୂଚନା

ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍‌। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ…

ଟ୍ରାକ୍ଟର ଡାଲାରେ ବସି ଗଲେ ବିଜେଡି ନେତା, ଭିଡିଓ ଭାଇରାଲ ପରେ…

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାକୁ ବିଜେଡି ଦଳର ରାଜ୍ୟର ଏକ ଟିମ୍‌ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସ ବର୍ମାଙ୍କ ନେତୃତ୍ୱରେ…

ଟ୍ରମ୍ପଙ୍କୁ ମିଳିଲା ବଡ଼ ସମ୍ମାନ, ଏମିତି ସମ୍ମାନ ପାଇବାରେ ସେ ହେଲେ ପ୍ରଥମ ରାଷ୍ଟ୍ରପତି

ଓ୍ବାଶିଂଟନ,୧୦।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ସମର୍ଥକଙ୍କ ଦ୍ୱାରା ଜାତୀୟ ସ୍ମାରକୀ ଠାରୁ ଆରମ୍ଭ କରି ନୋଟ ପର୍ଯ୍ୟନ୍ତ ସବୁଠି ତାଙ୍କ ନାମ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri