Posted inଖେଳ

ପ୍ରଥମ ଭାରତୀୟ ଭାବେ ଏଭଳି କାରନାମା କଲେ କୋହଲି

କ୍ରିକେଟ୍‌ ପରେ ସୋସିଆଲ ମିଡିଆରେ ମଧ୍ୟ କୋହଲିଙ୍କ ଜଲଓ୍ବା ଦେଖିବାକୁ ମିଳିଛି। ନିକଟରେ କୋହଲିଙ୍କ ଇନ୍‌ଗ୍ରାମ ଫଲୋଅର୍ସ ସହଖ୍ୟା ୧୦କୋଟିରେ ପହଞ୍ଚିଛି। ଏହି ଉପଲବ୍ଧି ହାସଲ କରିବାରେ କୋହଲି ପ୍ରଥମ ଭାରତୀୟ ବୋଲି ଜଣାପଡିଛି। ଫଲୋଅର୍ସ ସଂଖ୍ୟ ୧୦ କୋଟି ଛୁଇଁବା ପରେ କୋହଲି ଏବେ ଫୁଟବଲ୍‌ ଷ୍ଟାର କ୍ରିଷ୍ଟିଆନ୍‌ ରୋନାଲଡୋ, ଲିଓନେଲ୍‌ ମେସି ଏବଂ ନେମାରଙ୍କ ଭଳି ଏଲିଟ୍‌ ଗ୍ରୁପ୍‌ ଖେଳାଳିଙ୍କ ତାଲିକାରେ ପ୍ରବେଶ କରିଛନ୍ତି। ଭାରତରେ ବିରାଟ କୋହଲିଙ୍କ ପରେ ୬ କୋଟି ଫଲୋଅର୍ସ ସହ ପ୍ରିୟଙ୍କା ଚୋପ୍ରା ଦ୍ୱିତୀୟ ସ୍ଥାନରେ ଅଛନ୍ତି। ସେହିପରି ଇନ୍‌ଷ୍ଟାଗ୍ରାମରେ କ୍ରିଷ୍ଟିଆନ୍‌ ରୋନାଲଡୋଙ୍କ ଫଲୋଅର୍ସଙ୍କ ସଂଖ୍ୟ ୨୬ କୋଟିରୁ ଅଧିକ। ଫଲୋଅର୍ସ ତାଲିକାରେ ସେ ବିଶ୍ୱର ୧ ନମ୍ବର ସ୍ଥାନରେ ଅଛନ୍ତି। ଗାୟିକା ଏରିୟାନା ଗ୍ରାଣ୍ଡେ ୨୨.୪୦ କୋଟି ସହ ଦ୍ୱିତୀୟ ଏବଂ ଡବ୍ଲୁଡବ୍ଲୁଇ ସୁପରଷ୍ଟାର ଡ୍ବେନ ଜନସନ୍‌ ୨୨ କୋଟି ସହ ତୃତୀୟ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇଏସ୍‌ଏଲ୍‌: ବେଙ୍ଗାଲୁରୁକୁ ହରାଇଲା ଏଟିକେ

କୋଲକାତା, ୨୬।୧୨ (ପି.ଟି.)- ଦୁଇଥରର ଇଣ୍ଡିଆନ ସୁପର୍‌ ଲିଗ୍‌ (ଆଇଏସ୍‌ଏଲ୍‌) ଚାମ୍ପିୟନ ଏଟିକେ କ୍ରୀସମାସରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଖେଳାଯାଇଥିବା ଆଇଏସ୍‌ଏଲ୍‌ର ଏକ ମ୍ୟାଚ୍‌ରେ...

କାଭିନ୍ଦର, ସଞ୍ଜିତ୍‌ ଫାଇନାଲରେ

ନୂଆଦିଲ୍ଲୀ, ୩୧ା୧୦ (ପି.ଟି.)- ଭାରତୀୟ ବକ୍ସର କାଭିନ୍ଦର ସିଂ ବିସ୍ତ୍‌ (୫୭କେଜି) ଓ ସଞ୍ଜିତ (୯୧କେଜି) ଫ୍ରାନ୍ସର ନାଣ୍ଟିସ୍‌ଠାରେ ଚାଲିଥିବା ଆଲେକ୍ସିସ୍‌ ଭାଷ୍ଟିନେ ଇଣ୍ଟରନ୍ୟାଶନାଲ ଟୁର୍ନାମେଣ୍ଟ...

ସୁଆରେଜ, ମୁନୋଜଙ୍କୁ କରୋନା

ମଣ୍ଟେଭିଡିଓ (ଉରୁଗୁଏ), ୧୮ା୧୧ (ଏପି)- କରୋନା ଭାଇରସ ପାଇଁ ହୋଇଥିବା ଟେଷ୍ଟରେ ଲୁଇସ୍‌ ସୁଆରେଜ୍‌ ଓ ଗୋଲକିପର ରୋଡ୍ରିଗୋ ମୁନୋଜ ପଜିଟିଭ ଚିହ୍ନଟ ହୋଇଛନ୍ତି। ଉରୁଗୁଏ...

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ...

ୟୁଟ୍ୟୁବ୍‌ରୁ ଭିଡିଓ ଦେଖୁଦେଖୁ ପ୍ରେମରେ ପଡ଼ିଥିଲେ ଏହି କ୍ରିକେଟର: ଲକ୍‌ଡାଉନ୍‌ରେ ଆଗକୁ ବଢ଼ିଥିଲା କଥା

ନୂଆଦିଲ୍ଲୀ,୨୭।୫: ହାତକୁ ଦୁଇହାତ ହୋଇଛନ୍ତି ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ। ପ୍ରେମିକା ଧନଶ୍ରୀ ବର୍ମାଙ୍କୁ ବୈଦିକ ରୀତିନୀତିରେ ସେ ବିବାହ କରିଛନ୍ତି। ନିଜ ସୋସିଆଲ ମିଡିଆ...

ଖେଳରେ ପରାଜୟ ପରେ ଫାଶୀ ଦେଇ ଆତ୍ମହତ୍ୟା କଲେ ରିତିକା

ନୂଆଦିଲ୍ଲୀ,୧୮।୩: ଭାରତର ଷ୍ଟାର ମହିଳା କୁସ୍ତି ଯୋଦ୍ଧା ବବିତା ଫୋଗାଟ ଏବଂ ଗୀତା ଫୋଗାଟଙ୍କର ଭଉଣୀ ରତିକା ଫୋଗାଟ ଖେଳରେ ପରାଜୟ ପରେ ଫାଶୀ ଲଗାଇ...

କଡା ସୁରକ୍ଷା ମଧ୍ୟରେ ଓଡ଼ିଶା ଛାଡିଲେ ଭାରତୀୟ ଦଳ

ଭୁବନେଶ୍ୱର, ୨୩।୧୨(ବ୍ୟୁରୋ): ବାରବାଟୀ ଷ୍ଟାଡିୟମରେ ବିରାଟ ବିଜୟ ପରେ ଭାରତୀୟ କ୍ରିକେଟ ଦଳ ଓଡ଼ିଶା ଛାଡିଛି। କଡା ସୁରକ୍ଷା ମଧ୍ୟରେ ହୋଟେଲ ମେ ଫେୟାରରୁ ଖେଳାଳିଙ୍କୁ...

ବର୍ଷା ଯୋଗୁ ପ୍ରଥମ ଦିନର ଖେଳ ଶେଷ

ଓ୍ବେଲିଂଟନ,୨୧।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ବର୍ଷା ଓ ଖରାପ ପାଗ କାରଣରୁ...

Ten Cric Info
Advertisement


Archives

Model This Week

Why Dharitri