Posted inଖେଳ

ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଲେ କୋହଲି

ନୂଆଦିଲ୍ଲୀ,୧୭।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ବେଙ୍ଗାଲୁରୁ ଟେଷ୍ଟରେ ଏମ୍‌ ଏସ୍‌ ଧୋନୀଙ୍କ ବଡ଼ ରେକର୍ଡ ଭାଙ୍ଗିଛନ୍ତି। ଟସ୍‌ ଜିତିବା ପରେ ରୋହିତ ଏକାଦଶ ଘୋଷଣା କରିବା ମାତ୍ରେ କୋହଲି ଏହି ଉପଲବ୍ଧି ହାସଲ କରିଥିଲେ। ସେ ଭାରତ ପାଇଁ ସବୁଠାରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଥିବା କ୍ରିକେଟର ପାଲଟିଛନ୍ତି। ଏହି ମାମଲାରେ ସେ ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି।

ଭାରତ ପାଇଁ ସବୁଠାରୁ ଅଧିକ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବାର ରେକର୍ଡ ସଚିନ୍‌ ତେନ୍ଦୁଲକରଙ୍କ ନାମରେ ରହିଛି। ସେ ନିଜ କ୍ୟାରିୟରରେ ୬୬୪ ମ୍ୟାଚ୍‌ ଖେଳିଥିଲେ। ଏହି ତାଲିକାରେ ୫୩୫ ମ୍ୟାଚ୍‌ ସହ ଧୋନୀ ୨ନଂ ସ୍ଥାନରେ ଥିଲେ। ହେଲେ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ଓହ୍ଲାଇ କୋହଲି ଧୋନୀଙ୍କ ରେକର୍ଡ ଭାଙ୍ଗିଛନ୍ତି। ଏହି ଟେଷ୍ଟ କୋହଲିଙ୍କ କ୍ୟାରିୟରର ୫୩୬ତମ ମ୍ୟାଚ୍‌।

ସଚିନ, ବିରାଟ, ଧୋନୀଙ୍କ ପରେ ରାହୁଲ ଦ୍ରାବିଡ ଏକମାତ୍ର ଭାରତୀୟ ଖେଳାଳି ଯିଏ ୫୦୦ରୁ ଅଧିକ ମ୍ୟାଚ କେଳିଛନ୍ତି। ରୋହିତ ଶର୍ମା ଏଯାବତ ୪୮୬ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଅ ସଫା ବେଳେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଜୀବନ, ବାପା-ପୁଅ….

ଆଳି,୯।୬(ବନମାଳୀ ସେନାପତି): କୂଅ ସଫା ବେଳେ ସ୍ୱାସରୁଦ୍ଧ ହୋଇ ଜଣେ ଶ୍ରମିକ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଦୁଇ ଶ୍ରମିକ ଗୁରୁତର ହୋଇଥିବା ଜଣାପଡିଛି । ଏଭଳି…

ବହୁ ପ୍ରତିଭାର ଅଧିକାରୀ ଥିଲେ ନନ୍ଦିନୀ ଦେବୀ

ଭଦ୍ରକ, ୯।୬(ସନାତନ ରାଉତ): ବହୁ ପ୍ରତିଭାର ଅଧିକାରୀ ଥିଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଲୌହ ମାନବୀ ନନ୍ଦିନୀ ଶତପଥୀ । ଜମି ଜମା କ୍ଷେତ୍ରରେ…

ଫଳକକୁ ନେଇ ସାଂସଦ-ବିଧାୟକ ମୁହାଁମୁହିଁ: ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ବେଳେ ଉତ୍ତେଜନା

ଖଲ୍ଲିକୋଟ, ୯।୬(ପ୍ରଶାନ୍ତ କୁମାର ମିଶ୍ର) : ଖଲ୍ଲିକୋଟ ବ୍ଲକରେ ରବିବାର ଦୁଇଟି ଫଳକ ଯୋଗୁ ସାଂସଦଙ୍କ କର୍ମୀ ଓ ବିଧାୟକଙ୍କ କର୍ମୀଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା ।…

ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ…

ସିଙ୍ଗଡ଼ା- କଚୋଡ଼ି ପ୍ରେମୀ ସାବଧାନ! FSSAI ଜାରି କଲା ବଡ଼ ଚେତାବନୀ, ହୋଇପାରେ ମାରାତ୍ମକ ରୋଗ!

ଭାରତ ଏମିତି ଏକ ଦେଶ ଯେଉଁଠି ଖାଇବା ପିଇବା ପଛରେ ପ୍ରଚୁର ପଇସା ଖର୍ଚ୍ଚ କରାଯାଏ। ଲୋକମାନେ ସ୍ବାସ୍ଥ୍ୟ ଅପେକ୍ଷା ସ୍ବାଦକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ଚା’…

ରୁଷିଆ ସହ ପାକିସ୍ତାନର ବଡ ଡିଲ୍‌, ତେବେ ଭାରତର ବଡ଼ ଶତ୍ରୁ ସହ କାହିଁକି ଏତେ ନିକଟତର ହେଉଛି ରୁଷିଆ? ଜାଣନ୍ତୁ…

ଇସଲାମାବାଦ,୯।୬: ପାକିସ୍ତାନ ଭାରତର ସବୁଠାରୁ ନିକଟତମ ସହଯୋଗୀ ରାଷ୍ଟ୍ର ଭାବରେ ପରିଗଣିତ ହେଉଥିବା ରୁଷିଆ ସହିତ ଏକ ପ୍ରମୁଖ ଚୁକ୍ତି କରିଛି। କିର୍ଗିଜସ୍ତାନର ରାଜଧାନୀ ବିଶକେକରେ ଅନୁଷ୍ଠିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର,୯।୬:  ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର…

ଭାଜପା-ବିଜେଡି ମଧ୍ୟରେ ସୋସିଆଲ ୱାର: ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଅତାବିରା,୯ା୬(ଯୁଧିଷ୍ଠିର ମହାପାତ୍ର):ଗତ କିଛିଦିନ ହେଲା ଅତାବିରାରେ ଗ୍ରୀଷ୍ମ ଉତ୍ତାପରୁ ରାଜନୈତିକ ପାଗ ଉଷ୍ମତା ବଢିଯାଇଛି। ବାକ୍‌ଯୁଦ୍ଧ ସାଙ୍ଗକୁ ସୋସିଆଲ ମିଡିଆରେ ଚାଲିଛି ଘମାଘୋଟ ଶୀତଳ ଯୁଦ୍ଧ। ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri