Posted inଖେଳ

ପୁଣି ହୃଦୟ ଭାଙ୍ଗିଲେ ବିରାଟ କୋହଲି:ଷ୍ଟାଡିୟମରେ ଖେଳିଗଲା ନିରାଶାର ମାହୋଲ

ମୁମ୍ବାଇ,୨।୧୧: ପୁଣି ଦର୍ଶକଙ୍କ ହୃଦୟ ଭାଙ୍ଗିଛନ୍ତି ଭାରତୀୟ କ୍ରିକେଟର୍‌ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଶତକ ହାସଲ କରିବାରୁ ବଞ୍ଚିତ ହୋଇଛନ୍ତି। ଫଳରେ ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଶତକ ରେକର୍ଡ ଭାଙ୍ଗିବା ଆଜି ବି ସମ୍ଭବ ହୋଇପାରିନାହିଁ। କୋଟି କୋଟି ଦର୍ଶକ ବିରାଟଙ୍କ ଶତକକୁ ଅପେକ୍ଷା କରିଥିଲେ। ଶେଷରେ କୋହଲି ନିରାଶ କରିଛନ୍ତି।
ବିରାଟ କୋହଲି ୯୪ ବଲରେ ୮୮ ରନ ସ୍କୋର କରିବା ପରେ ବିରାଟ କୋହଲି ଆଉଟ ହୋଇଥିଲେ। ବିରାଟ କୋହଲିଙ୍କ ଆଉଟ୍‌ ପରେ ପୁରା ଷ୍ଟାଡିୟମ ନିରାଶାର ଲହରୀ ଖେଳିଯାଇଥିଲା। ବିରାଟ କୋହଲି ୪୯ତମ ଶତକ ହାସଲ କରି ସଚିନ ତେନ୍ଦୁଲକରଙ୍କ ମହାନ ରେକର୍ଡର ସମକକ୍ଷ କରିବାର ସୁଯୋଗ ପାଇଥିଲେ। କିନ୍ତୁ ସେ ଏହା କରିପାରିନାହାନ୍ତି। ଇର୍ଡେନ ଗାର୍ଡେନରେ ଖେଳାଯିବାକୁ ଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ମ୍ୟାଚ୍‌ରେ ସେ ଏହି କୀର୍ତ୍ତିମାନ ହାସଲ କରିପାରନ୍ତି। ଏହି ମ୍ୟାଚ୍‌ ମଧ୍ୟ ତାଙ୍କ ପାଇଁ ବିଶେଷ ହେବ। କାରଣ ଏହି ଦିନ ସେ ଜନ୍ମଦିନ ପାଳନ କରିବାକୁ ଯାଉଛନ୍ତି। ଏଥିପାଇଁ ଇର୍ଡେନ ଗାର୍ଡେନରେ ସ୍ବfତନ୍ତ୍ର ପ୍ରସ୍ତୁତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri